ଭଦ୍ରକ ଉପଜିଲାପାଳଙ୍କୁ କରୋନା: କିଏ ନେଲେ ତାଙ୍କ ଦାୟିତ୍ୱ ଜାଣନ୍ତୁ

ଭଦ୍ରକ ଅଫିସ,୨୯।୮: ଭଦ୍ରକ ଉପଜିଲାପାଳ ପିତାମ୍ବର ସାମଲ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ଶନିବାର ଜିଲାପାଳ ଡ. ଜ୍ଞାନ ରଞ୍ଜନ ଦାସ ଟୁଇଟ୍‌ ଯୋଗେ ସୂଚନା ଦେଇଛନ୍ତି। ତାଙ୍କ ସ୍ଥାନରେ ମନୋରମା ଭୂୟାଁଙ୍କୁ ଉପଜିଲାପାଳ ଦାୟିତ୍ୱ ଦିଆଯାଇ ଥିବା ସେ କହିଛନ୍ତି।