ପୁଣି ରାଜ୍ୟରେ ୧୩ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୮।୯(ବ୍ୟୁରୋ): ରାଜ୍ୟରେ ମଙ୍ଗଳବା ଆଉ ୧୩ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୬୯ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ୧୩ ମୃତକଙ୍କ ମଧ୍ୟରୁ ପୁରୀରୁ ୩ ଜଣ ରହିଥିବା ବେଳେ ଗଞ୍ଜାମ , ରାୟଗଡ଼ା ଓ ମୟୂରଭଞ୍ଜ ଜିଲାରୁ ୨ ଜଣ ଲେଖାଏ ଅଛନ୍ତି। କଟକ, କନ୍ଧମାଳ , ଖୋର୍ଦ୍ଧ ଓ ସୁବର୍ଣ୍ଣପୁରରୁ ଜଣେ ଲେଖାଏ ରହିଛନ୍ତି।

 

 

 

Share