କଶ୍ମୀର ଆତଙ୍କବାଦୀ ବୁଖାରୀଙ୍କ ସ୍ତ୍ରୀ ଚାକିରିରୁ ବହିଷ୍କୃତ

ଯାଜପୁର, ୧୮।୧୨: କଶ୍ମୀର ଆତଙ୍କବାଦୀ ଇସାନ ବୁଖାରୀ ଗିରଫ ଘଟଣା ଭିନ୍ନ ମୋଡ ନେଇଛି । ଯାଜପୁର ଜିଲା ନେଉଳପୁର ନିକଟ ମିଲତନଗରସ୍ଥିତ ଏକ ଘରୋଇ ସ୍କୁଲରେ ଶିକ୍ଷୟିତ୍ରୀ ଭାବେ କାର୍ଯ୍ୟକରୁଥିବା ବୁଖାରୀଙ୍କ ସ୍ତ୍ରୀଙ୍କୁ କାର୍ଯ୍ୟରୁ ବହିଷ୍କୃତ କରାଯାଇଛି। ବହିଷ୍କାର ନେଇ ସ୍କୁଲ କର୍ତ୍ତୃପକ୍ଷ ଏକ ଚିଠି ଜାରି କରିଛନ୍ତି ।
ସ୍ବାମୀଙ୍କ ଆତଙ୍କୀ କାର୍ଯ୍ୟକଳାପ ସମ୍ପୃୃକ୍ତି ନେଇ ଗଣମାଧ୍ୟମରେ ଖବର ପ୍ରକାଶ ପରେ ସ୍କୁଲ ଏହି ପଦକ୍ଷେପ ନେଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ସଂଘ ଟଙ୍କା ଆତ୍ମସାତ ମାମଲା: ବ୍ୟାଙ୍କ ପିଅନଙ୍କୁ ଦୁଇ ବର୍ଷ ଜେଲ

ପୁରୁଷୋତ୍ତମପୁର,୫।୧୦(ସିମାଞ୍ଚଳ ମିଶ୍ର): ମହିଳା ସଂଘର ଜମାଟଙ୍କା ଆତ୍ମସାତ ମାମଲାର ଶନିବାର ରାୟ ପ୍ରକାଶ ପାଇଛି। ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତ...

ଗଞ୍ଜାମର ୧.୫୭ ଲକ୍ଷ ପରିବାରଙ୍କୁ ପିଏମ୍‌ କିଶାନ କିସ୍ତି 

ଛତ୍ରପୁର,୫।୧୦(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲାରେ ଜିଲାସ୍ତରୀୟ ପ୍ରଧାନ ମନ୍ତ୍ରୀ କିଶାନ ସମ୍ମାନନିଧି ଯୋଜନାର ୧୮ ତମ କିସ୍ତିର ହସ୍ତାନ୍ତର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଜିଲା...

ବିଦ୍ୟାଳୟରେ ଭିଜିଲାନ୍ସ ଚଢ଼ାଉ: ୬୦ ଲକ୍ଷ ଟଙ୍କାର ଦୁର୍ନୀତି ଗନ୍ଧ

ଭୋଗରାଇ,୫ା୧୦(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ବଗଡ଼ ନୋଡାଲ ୟୁପି ପ୍ରାଥମିକ ବିଦ୍ୟାଳୟରେ ଶନିବାର ବାଲେଶ୍ୱର ଭଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ମୋ’...

ବୋହି ନେଉଥିଲେ ମଧ୍ୟାହ୍ନଭୋଜନ ଚାଉଳ: ଏମିତି ଧରାପଡ଼ିଲେ ଶିକ୍ଷୟିତ୍ରୀ

ଗୋପ,୧୦।୫: ପୁରୀ ଜିଲା ଗୋପ ଅଞ୍ଚଳରୁ ଛାତ୍ରୀଛାତ୍ରଙ୍କୁ ଦିଆଯାଉଥିବା ମଧ୍ୟାହ୍ନ ଭୋଜନ ଚାଉଳ ଚୋରି ଘଟଣା ଶନିବାର ସାମ୍‌ନାକୁ ଆସିଛି। ୨ ବସ୍ତା ମଧ୍ୟାହ୍ନଭୋଜନ ଚାଉଳ...

ବିଦ୍ୟାଳୟ ପରିଦର୍ଶନ କଲେ ଜିଲାପାଳ, ଉଚ୍ଚଶିକ୍ଷା ପାଇଁ ଛାତ୍ରୀଛାତ୍ରଙ୍କୁ…

କେସିଙ୍ଗା,୫ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାପାଳ ସଚିନ ପାଓ୍ବାର ପ୍ରକାଶ କେସିଙ୍ଗା ସହରସ୍ଥିତ ବାଳିକା ଉଚ୍ଚ ବିଦ୍ୟାଳୟ ଓ ବିଦ୍ୟାପୀଠକୁ ଶନିବାର ପରିଦର୍ଶନରେ ଆସିଥିଲେ। ବାଳିକା ଉଚ୍ଚ...

ଆମ୍ବଗଛକୁ ଧକ୍କା ଦେଇ ନାଳ ଭିତରକୁ ଓଲଟି ପଡ଼ିଲା କାର୍‌

ବାଲିଗୁଡ଼ା,୫ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ ସାରଙ୍ଗଗଡ଼ ନିକଟସ୍ଥ କୁର୍ଙ୍ଗୁଲି ନାଳ ଭିତରକୁ ଏକ କାର୍‌ ପଶିଯାଇଛି। ସୂଚନାନୁଯାୟୀ,...

ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ, ପରୀକ୍ଷା ପାଇଁ ହଳଦୀ ଗୁଣ୍ଡର ନମୁନା ସଂଗ୍ରହ

ଦାରିଙ୍ଗବାଡ଼ି,୫ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ କନ୍ଧମାଳ ହଳଦୀ ନାମରେ ନକଲି ଗୁଣ୍ଡ ବିକ୍ରି କରାଯାଉଥିବା ଓ ଜୈବିକ ହଳଦୀ ନାମରେ ଲେବୁଲ...

ମରଣାନ୍ତକ ଆକ୍ରମଣ ଶିକାର ହୋଇଥିବା କନଷ୍ଟେବଳଙ୍କୁ ଭେଟିଲେ ଡିଜିପି

କଟକ,୫ା୧୦: ଜଣେ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ମରଣାନ୍ତକ ଆକ୍ରମଣର ଶିକାର ହୋଇଥିବା ବୁର୍ଲା ଥାନାର କନଷ୍ଟେବଳ ସରୋଜ ଭୋଇଙ୍କୁ ଡିଜିପି ଯୋଗେଶ ବାହାଦୂର ଖୁରାନିଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri