Posted inପୁରୀ

କାତପଡ଼ା, ହଳଦିଆପଡ଼ା ଗ୍ରାମ କଣ୍ଟେନ୍‌ମେଣ୍ଟ ଜୋନ୍‌

କଣାସ,୧୯ା୭(ସ୍ବ.ପ୍ର.): ପୁରୀ ଜିଲା କଣାସ ବ୍ଲକ ଅନ୍ତର୍ଗତ କାତପଡ଼ା ଓ ହଳଦିଆପଡା ଗ୍ରାମରେ ରବିବାର ୨ଜଣ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ବିଡିଓ ରବୀନ୍ଦ୍ର କୁମାର ପ୍ରଧାନ ଉକ୍ତ ଦୁଇ ଗ୍ରାମକୁ କଣ୍ଟେନ୍‌ମେଣ୍ଟ ଜୋନ୍‌ ଭାବେ ଘୋଷଣା କରିଛନ୍ତି। ଚିହ୍ନଟ ଦୁଇ ପରିବାରର ସମସ୍ତ ସଦସ୍ୟଙ୍କ ସ୍ବାବ୍‌ ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ପଠାଯିବ। ରିପୋର୍ଟ ଆସିବା ପର୍ଯ୍ୟନ୍ତ ଏହି କଟକଣା ବଳବତ୍ତର ରହିବ। ଲୋକମାନେ ବାହାରକୁ ନ ଯିବା ଓ ବାହାର ଲୋକଙ୍କୁ ଏହି ଜୋନ୍‌ ପରିସରକୁ ନ ଆସିବା ଲାଗି ନିର୍ଦ୍ଦେଶ ରହିଛି। ଗୋଷ୍ଠୀ ସଂକ୍ରମଣକୁ ଏଡ଼ାଇବା ପାଇଁ ଏହି ପଦକ୍ଷେପ ନିଆଯାଇଥିବା ବିଡିଓ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଶ୍ରୀମନ୍ଦିରରେ ୫ ଘଣ୍ଟା ଦର୍ଶନ ବନ୍ଦ

ପୁରୀ,୨୭ା୧୧(ଅଜିତ୍‌ କୁମାର ମହାନ୍ତି):ମାର୍ଗଶିର ମାସ କୃଷ୍ଣପକ୍ଷ ଦ୍ୱାଦଶୀ ତିଥି ବୁଧବାର ଅବସରରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କର ଶ୍ରୀମୁଖ ଶୃଙ୍ଗାର ବା ବନକଲାଗି ନୀତି ଅନୁଷ୍ଠିତ ହେବ। ଏହା...

୪ରେ ପୁରୀ ଆସିବେ ରାଷ୍ଟ୍ରପତି

ପୁରୀ,୨୫ା୧୧(ଅଜିତ କୁମାର ମହାନ୍ତି): ଆସନ୍ତା ଡିସେମ୍ବର ୪ରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପୁରୀ ଗସ୍ତରେ ଆସିବେ। ରାଷ୍ଟ୍ରପତି ପୁରୀ ବ୍ଲୁ ଫ୍ଲାଗ୍‌ ବିଚ୍‌ରେ ହେବାକୁ ଥିବା...

ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ,୨୪ା୧୧: ଆସନ୍ତାକାଲି ଅର୍ଥାତ୍‌ ସୋମବାର ମାର୍ଗଶୀର କୃଷ୍ଣ ଦଶମୀ ତିଥି। ଏହି ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତାଲାଗି ନୀତି ହେବ। ଏଥିପାଇଁ ୪ ଘଣ୍ଟା ସର୍ବସାଧାରଣ...

ଆସିଲା ଜିପିଆର-ଜିପିଏସ୍‌ ସର୍ଭେ ରିପୋର୍ଟ: ଏଥିରେ ରହିଛି…

ପୁରୀ,୨୩ା୧୧: ଶ୍ରୀମନ୍ଦିର ରତ୍ନଭଣ୍ଡାର ନେଇ ଏଏସ୍‌ଆଇ ପକ୍ଷରୁ କରାଯାଇଥିବା ଜିପିଆର୍‌-ଜିପିଏସ୍‌ ସର୍ଭେ ରିପୋର୍ଟ ଶ୍ରୀମନ୍ଦିର ପ୍ରଶାସନର ହସ୍ତଗତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି ଶ୍ରୀମନ୍ଦିର ମୁଖ୍ୟ...

ମଧ୍ୟାହ୍ନଭୋଜନରେ ପୋକ, ଘରକୁ ଫେରିଲେ ଛାତ୍ରୀଛାତ୍ର

କଣାସ/ସାକ୍ଷୀଗୋପାଳ,୨୨।୧୧ (ବିଭୂତି ଭୂଷଣ ତ୍ରିପାଠୀ/ଭରତ ରାଉତ): ରାଜ୍ୟର ସମସ୍ତ ସରକାରୀ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କୁ ମାଗଣାରେ ପୁଷ୍ଟିକର ଖାଦ୍ୟ ଯୋଗାଇଦେବା ପାଇଁ ମଧ୍ୟାହ୍ନଭୋଜନ ଯୋଜନା କାର୍ଯ୍ୟକାରୀ ହେଉଛି।...

ସାକ୍ଷୀଗୋପାଳ ବିଦ୍ୟୁତ ସବଡିଭିଜନ କାର୍ଯ୍ୟାଳୟରେ ଧାରଣା

ସାକ୍ଷୀଗୋପାଳ,୨୦।୧୧(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଗ୍ରାମୀଣ ମହିଳାମାନଙ୍କ ଆତ୍ମନିର୍ଭରଶୀଳ ନିମନ୍ତେ ଗଠନ କରାଯାଇଥିବା ଶ୍ରୀରାଧା ମରା ନଡ଼ିଆ ତେଲ କ୍ଲଷ୍ଟରରୁ ବିଦ୍ୟୁତ ସଂଯୋଗ କାଟି ଦିଆଯିବାରୁ...

‘ବନବାସ’ ରିଲିଜ୍‌ ପୂର୍ବରୁ ମହାପ୍ରଭୁଙ୍କ ଆଶୀର୍ବାଦ ନେଲେ ବଲିଉଡ ଅଭିନେତା ଉତ୍କର୍ଷ

ପୁରୀ,୧୯।୧୧: ବଲିଉଡ ହିରୋ ଉତ୍କର୍ଷ ଶର୍ମା ମଙ୍ଗଳବାର ପୁରୀରେ ପହଞ୍ଚି ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତି। ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରିବା ସହ ଆଗାମୀ ଫିଲ୍ମ...

ଆଇନମନ୍ତ୍ରୀଙ୍କ ବଡ଼ ସୂଚନା: ଜାନୁଆରୀ ଶେଷ ସୁଦ୍ଧା ସରିବ ରତ୍ନଭଣ୍ଡାର ଅଳଙ୍କାର ଗଣତି

ଭୁବନେଶ୍ୱର/ପୁରୀ,୧୮ା୧୧: ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୋମବାର ରତ୍ନଭଣ୍ଡାର ଅଳଙ୍କାର ଗଣତିକୁ ନେଇ ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଜାନୁଆରୀ ଶେଷ ସୁଦ୍ଧା ରତ୍ନଭଣ୍ଡାରର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri