କାଜାନ ଖାନ୍‌ଙ୍କ ପରଲୋକ

ନୂଆଦିଲ୍ଲୀ, ୧୪।୬: ଖ୍ୟାତନାମା ଦକ୍ଷିଣଭାରତୀୟ ଚଳଚ୍ଚିତ୍ର ଅଭିନେତା କାଜାନ ଖାନ୍‌ଙ୍କ ମଙ୍ଗଳବାର ହୃଦ୍‌ଘାତରେ ପରଲୋକ ଘଟିଛି। ମାଲୟାଲମ, ତାମିଲ ଏବଂ କନ୍ନଡ଼ର ଭାଷାଭାଷୀ ଫିଲ୍ମରେ ତାଙ୍କ ଅଭିନୟ ଦେଖିବାକୁ ମିଳିଛି। ପାଖାପାଖି ୫୦ରୁ ଊର୍ଦ୍ଧ୍ୱ ଚଳଚ୍ଚିତ୍ରରେ ସେ କାର୍ଯ୍ୟ କରିଛନ୍ତି। ଫିଲ୍ମ ସିଆଇଡି ମୁସାରେ ତାଙ୍କୁ ଅଧିକ ଲୋକପ୍ରିୟତା ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୋତେ ଆଜିଯାଏ ପ୍ରକୃତ ପ୍ରେମ ମିଳିଲାନି, କାହିଁକି ଏମିତି କହିଲେ କାର୍ତ୍ତିକ ଆର୍ୟନ

ମୁମ୍ବାଇ: ନିକଟରେ ରିଲିଜ୍‌ ହୋଇଥିବା ଫିଲ୍ମ ‘ଭୁଲ୍‌ ଭୁଲେୟା-୩’ ପାଇଁ ବଲିଉଡ୍‌ ଅଭିନେତା କାର୍ତ୍ତିକ ଆର୍ୟନ ଆଜିକାଲି ଚର୍ଚ୍ଚାରେ ରହିଛନ୍ତି। ଏହି ଦୀପାବଳି ଅର୍ଥାତ୍‌ ନଭେମ୍ବର...

ରାହୁଲଙ୍କ ଭଣଜା ରେହନା ଭଦ୍ରା ରାଜନୀତିରେ କରିବେ କି ଏଣ୍ଟ୍ରି, ମିଳିଲା ସଙ୍କେତ!

ନୂଆଦିଲ୍ଲୀ,୨।୧୧: କଂଗ୍ରେସ ଏମପି ଓ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶୁକ୍ରବାର ଏକ୍ସ’ରେ ଏକ ଭିଡିଓ ପୋଷ୍ଟ କରିଛନ୍ତି। ଏହି ଭିଡିଓରେ ରାହୁଲ ‘୧୦...

ଶାହାରୁଖ ଖାନ ନୁହେଁ, ଏହା ହେଉଛି ବଲିଉଡ ବାଦଶାହଙ୍କ ପ୍ରକୃତ ନାଁ…

ମୁମ୍ବାଇ: ବିଲିଉଡ ଅଭିନେତା ଶାହାରୁଖ ଖାନ ଆଜି ତାଙ୍କର ୫୯ ତମ ଜନ୍ମଦିନ ପାଳନ କରୁଛନ୍ତି। ଆଜି ଅର୍ଥାତ୍‌ ୨ୟ ନଭେମ୍ବର ହେଉଛି କିଙ୍ଗ ଖାନଙ୍କ...

ଲେହରେ ଆନାଲୋଗ୍‌ ସ୍ପେସ୍‌ ମିଶନ ଆରମ୍ଭ

ନୂଆଦିଲ୍ଲୀ,୨ା୧୧: ଭାରତର ପ୍ରଥମ ଆନାଲୋଗ୍‌ ସ୍ପେସ୍‌ ମିଶନ ଶୁକ୍ରବାର ଲଦାଖର ଲେହଠାରେ ଆରମ୍ଭ ହୋଇଛି। ମହାକାଶ କେନ୍ଦ୍ର ଅନୁରୂପ ଏହି ମିଶନ ପୃଥିବୀ ବାହାରେ ବେସ୍‌...

ପୁଣି ଆଖି ଦେଖାଇଲା କାନାଡା, ଶତ୍ରୁ ଦେଶ ତାଲିକାରେ ଭାରତକୁ ରଖିଲା

ନୂଆଦିଲ୍ଲୀ,୧।୧୧: ସୁଧୁରୁନି କାନାଡା। କ୍ଷମା ମାଗିବା ପରେ ବି ଭାରତକୁ ତର ଦେଖାଇଛି କାନାଡା। ଏବେ ଭାରତକୁ ଶତ୍ରୁ ଦେଶ ତାଲିକାରେ ରଖିଛି କାନାଡା। କାନାଡାର...

ଚଳିତ ଶୀତ ଅଧିବେଶନରେ ପୁଣି ପୁରୁଣା ସଂସଦରେ ବସିବେ ଏମପି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧।୧୧: ସଂସଦର ଶୀତ ଅଧିବେଶନ ଚଳିତ ମାସରେ ଆରମ୍ଭ ହୋଇପାରେ । ଏହି ଅଧିବେଶନ ନଭେମ୍ବର ୨୫ରୁ ଡିସେମ୍ବର ୨୦ ଯାଏ ଚାଲିପାରେ । ଏକ...

ଗୁଗୁଲ ଉପରେ ଲାଗିଲା ୨୦, ୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦ ଡଲାରର ଜରିମାନା, ନମାନିଲେ ପ୍ରତିଦିନ ବଢିବ…

ନୂଆଦିଲ୍ଲୀ,୧।୧୧: ସର୍ଚ୍ଚ ଇଞ୍ଜିନ ଗୁଗୁଲ ଉପରେ ଲାଗିଛି ୨୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦ ଡଲାରର ଜରିମାନା। ଏହା ୨୦ ଡିସିଲିୟନ ଡଲାର ସହ ସମାନ। ଋଷିଆ ପକ୍ଷରୁ ଗୁଗଲ ଉପରେ...

ଇନଷ୍ଟାରେ ଐଶ୍ୱର୍ଯ୍ୟାଙ୍କ ୧୪.୩ ମିଲିୟନ ଫଲୋୟର୍ସ, ହେଲେ ଜଣଙ୍କୁ କରନ୍ତି ଫଲୋ, ଜାଣି ଆଶ୍ଚର୍ଯ୍ୟ ହେବେ…

ମୁମ୍ବାଇ: ଛାଡପତ୍ର ଗୁଜବକୁ ନେଇ ଚର୍ଚ୍ଚାରେ ଅଛନ୍ତି ବଚ୍ଚନ ପରିବାର। ଗତ କିଛି ମାସ ହେବ ଦୁହିଁଙ୍କ ବିବାହ ବିଚ୍ଛେଦ ହେବ ବୋଲି ଜୋରଦାର ଚର୍ଚ୍ଚା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri