Posted inଜାତୀୟ

ଖୁବ୍‌ଶୀଘ୍ର ଜେଲ୍‌ ଯିବେ କେଜ୍‌ରିୱାଲ: ମନୋଜ ତିଓ୍ବାରୀ

ନୂଆଦିଲ୍ଲୀ,୩୧।୩: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲ ଦୁର୍ନୀତିଗ୍ରସ୍ତଙ୍କର ଜଣେ ବଡ଼ ନେତା। ଖୁବ ଶୀଘ୍ର ଜେଲ ଯିବେ। ଭଗବାନ ଶ୍ରୀରାମ ସର୍ବଦା ନ୍ୟାୟ କରନ୍ତି ବୋଲି ରାମ ନବମୀ ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ଭାଜପା ଏମ୍‌ପି ମନୋଜ ତିଓ୍ବାରୀ କହିଛନ୍ତି। ସେ କହିଛନ୍ତି,କେଜ୍‌ରିୱାଲଙ୍କର ନିକଟତମ ଦୁଇଜଣ ଜେଲରେ ଅଛନ୍ତି। ସେ ମଧ୍ୟ ଖୁବ୍‌ଶୀଘ୍ର ଜେଲ୍‌ ଯିବେ। ଦେଶରେ ସାମ୍ପ୍ରତିକ ଗଣତନ୍ତ୍ରରେ ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ରହିଛି, ଏଭଳି ପରିସ୍ଥିତିରେ ଅପରାଧୀ ଦୀର୍ଘ ସମୟ ଧରି ଖସିଯିବା ସମ୍ଭବ ନୁହେଁ।
ମନୋଜ ମଧ୍ୟ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଟାଗେର୍ଟ କହିଛନ୍ତି। ସେ କହିଛନ୍ତି, ରାହୁଲଙ୍କ ଅହଂକାର ରହିଛି। ଏହା ପୂର୍ବରୁ ମଧ୍ୟ ଅନେକ ନେତାଙ୍କ ସଦସ୍ୟତା ରଦ୍ଦ ହୋଇଛି। ୨୦୧୯ରେ ଯେତେବେଳେ କଂଗ୍ରେସ ସରକାର ମଧ୍ୟପ୍ରଦେଶରେ ଥିଲା, ସେତେବେଳେ ପ୍ରହ୍ଲାଦ ଲୋଧିଙ୍କୁ କୋର୍ଟ ଦୁଇ ବର୍ଷ ଦଣ୍ଡିତ କରିଥିଲେ। ଭାଜପା କାହାକୁ ଦାୟୀ କରି ନାହିଁ। ଏସବୁ କଂଗ୍ରେସ ଭୁଲିଯିବା ଉଚିତ୍‌ ନୁହେଁ। ଓବିସି ସମ୍ପ୍ରଦାୟର ଅପବ୍ୟବହାର ତୁମର ଜନ୍ମ ଅଧିକାର, ତେବେ ରାହୁଲ ଉପର ଅଦାଲତ ଯାଆନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ସଂସଦରେ ଠେଲାପେଲା ଘଟଣା: ଭାଜପାର ଦୁଇ ଏମ୍‌ପିଙ୍କୁ ହସ୍ପିଟାଲରୁ ମିଳିଲା ଛୁଟି

ନୂଆଦିଲ୍ଲୀ,୨୩।୧୨: ସଂସଦ କମ୍ପ୍ଲେକ୍ସରେ ବିରୋଧୀ ଓ ଏନଡିଏ ସଦସ୍ୟଙ୍କ ମଧ୍ୟରେ ନିକଟରେ ଝଗଡା ହୋଇଥିଲା। ଏହି ସମୟରେ ଦୁଇ ଭାଜପା ଏମପି ପ୍ରତାପ ଷଡଙ୍ଗୀ ଏବଂ...

ଆରଏସ୍‌ଏସ୍‌ ଆମର ଶାସକ ନୁହେଁ, ସଂଘ ମୁଖ୍ୟଙ୍କୁ ରାମଭଦ୍ରାଚାର୍ଯ୍ୟଙ୍କ ବାର୍ତ୍ତା

ନୂଆଦିଲ୍ଲୀ, ୨୩।୧୨: ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ (ଆରଏସଏସ) ମୁଖ୍ୟ ମୋହନ ଭଗବତ ନିକଟରେ କହିଥିଲେ ଯେ କେତେକ ଲୋକ ଅନୁଭବ କରୁଛନ୍ତି ଯେ ସେମାନେ...

ଭାରତ ଉପରେ ବାଂଲାଦେଶର ଆଉ ଏକ ବଡ଼ ଅଭିଯୋଗ

ଢାକା/ନୂଆଦିଲ୍ଲୀ,୨୩।୧୨: ବାଂଲାଦେଶ କ୍ରମାଗତ ଭାବରେ ଭାରତ ଉପରେ ନୂଆ ଅଭିଯୋଗ କରୁଛି। ବର୍ତ୍ତମାନ ବାଂଲାଦେଶର ଏକ ଅନୁସନ୍ଧାନ କମିଶନ ଦେଶରୁ ଲୋକ ନିଖୋଜ ହେବାରେ ଭାରତର...

ସାଧାରଣତନ୍ତ୍ର ଦିବସ ପରେଡ୍‌ରୁ ଦିଲ୍ଲୀ ପ୍ରଜ୍ଞାପନ ମେଢ଼ ବାଦ୍‌: କେନ୍ଦ୍ରକୁ କଡ଼ା ସମାଲୋଚନା କଲେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨୩ା୧୨: ଆସନ୍ତାବର୍ଷ ସାଧାରଣତନ୍ତ୍ର ଦିବସ ପରେଡ୍‌ରୁ ଦିଲ୍ଲୀର ପ୍ରଜ୍ଞାପନ ମେଢ଼କୁ ବାଦ୍‌ ଦେବା ପାଇଁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଥିବାରୁ ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌)ର...

୭୧,୦୦୦ ଯୁବକଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଲେ ମୋଦି

ନୂଆଦିଲ୍ଲୀ,୨୩।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଦିନ ଭିଡିଓ କନଫରେନ୍ସିଂ ମାଧ୍ୟମରେ ୭୧ହଜାରରୁ ଅଧିକ ଯୁବକଙ୍କୁ ସରକାରୀ ଚାକିରି ପାଇଁ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି।...

ସମ୍ଭଲରୁ ମିଳିଲା ୧୫୦ ବର୍ଷର ପୁରୁଣା କୂଅ, ସୁଡ଼ଙ୍ଗ

ସମ୍ଭଲ, ୨୩।୧୨: ଉତ୍ତରପ୍ରଦେଶର ସମ୍ଭଲସ୍ଥିତ ଚନ୍ଦୌସିଠାରେ ରବିବାର ଏକ ଜମିକୁ ଖନନ କରାଯାଉଥିବାବେଳେ ୧୫୦ ବର୍ଷର ପୁରୁଣା ଏକ ବିଶାଳକାୟ ପାହାଚ ବିଶିଷ୍ଟ କୂଅ ମିଳିଛି। ସେହିପରି...

କୁଏଟ୍‌ରେ ଗଞ୍ଜାମ ଶ୍ରମିକଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୩ା୧୨: କୁଏଟ୍‌ ଗସ୍ତ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେଠାରେ ରହୁଥିବା ଗଞ୍ଜାମ ଜିଲାର ଜଣେ ଶ୍ରମିକଙ୍କ ସହ ଶନିବାର କଥା ହୋଇଥିଲେ। ବବୁଲ ନାମକ...

କୁଏତ ଗସ୍ତ ସାରି ଫେରିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୨।୧୨: ଦୁଇ ଦିନିଆ କୁଏତ ଗସ୍ତ ସାରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ରାତିରେ ଦିଲ୍ଲୀରେ ପହଞ୍ଚିଛନ୍ତି। କୁଏତରେ ପ୍ରଧାନମନ୍ତ୍ରୀ ଦିନ ତମାମ ବିଭିନ୍ନ କାର୍ଯ୍ୟକ୍ରମରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri