Posted inଜାତୀୟ

ସିସୋଡିଆ ଗିରଫ ହେବା ପରେ ସାମ୍ନାକୁ ଆସିଲା କେଜ୍‌ରିଓ୍ବାଲଙ୍କ ପ୍ରତିକ୍ରିୟା

ନୂଆଦିଲ୍ଲୀ,୯।୩: ଦିଲ୍ଲୀର ଅବକାରୀ ନୀତି ମାମଲା ତଥା କଥିତ ଅନିୟମିତତା ସହ ଜଡ଼ିତ ମନି ଲଣ୍ଡରିଂ ମାମଲାରେ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କୁ ଗୁରୁବାର ଇଡି ଗିରଫ କରିଛି। ଏହାପରେ ମୁଖ୍ୟମନ୍ତ୍ରୀ ତଥା ଏଏପି ସଂଯୋଜକ ଅରବିନ୍ଦ କେଜ୍‌ରିଓ୍ବାଲ ନିଜର ପ୍ରତିକ୍ରିୟା ରଖିଛନ୍ତି। ସେ ଭାଜପାକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ପ୍ରଥମେ ସିସୋଡିଆଙ୍କୁ ସିବିଆଇ ଗିରଫ କରିଥିଲା। ଏଥିରେ ସିବିଆଇକୁ କୌଣସି ପ୍ରମାଣ ମିଳିଲାନି। ଶୁକ୍ରବାର ତାଙ୍କ ଜାମିନ ଉପରେ ଶୁଣାଣି ଥିବା ବେଳେ ମନୀଷ ମୁକୁଳିଯାଇଥା’ନ୍ତେ। କିନ୍ତୁ ଏହା ପୂର୍ବରୁ ଇଡି ତାଙ୍କୁ ଗିରଫ କରିଛି। ମନୀଷ ସିସୋଡିଆଙ୍କୁ ଯେକୌଣସି ମୂଲ୍ୟରେ ଜେଲ୍‌ରେ ବନ୍ଦୀ ରଖିବା ଭାଜପାର ଉଦ୍ଦେଶ୍ୟ। ତେଣୁ ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରଯାଇଛି ବୋଲି କେଜ୍‌ରିଓ୍ବାଲ କହିଛନ୍ତି। ପ୍ରତିଦିନ ନୂଆ ନକଲି ମାମଲା ସୃଷ୍ଟି କରାଯାଉଛି। ଜନସାଧାରଣ ଏହା ଉପରେ ନଜର ରଖିଛନ୍ତି, ଏହାର ଉତ୍ତର ମଧ୍ୟ ଦେବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଭାଜପାର ପ୍ରଥମ ପ୍ରାର୍ଥୀ ତାଲିକା ଘୋଷଣା

ନୂଆଦିଲ୍ଲୀ,୪।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଭାଜପାର ପ୍ରଥମ ପ୍ରାର୍ଥି ତାଲିକା ପ୍ରକାଶ ପାଇଛି। ୨୯ ଜଣ ପ୍ରାର୍ଥୀଙ୍କ ଏହି ତାଲିକାରେ ଅରବିନ୍ଦ କେଜରିୱାଲ ଏବଂ...

ବଡ଼ ଦୁର୍ଘଟଣା, ଖାଲକୁ ଖସିଲା ସେନା ଗାଡ଼ି ୩ ଯବାନ ମୃତ, ୨ ଆହତ

ଜମ୍ମୁ,୪।୧: ଜମ୍ମୁ କଶ୍ମୀରରୁ ବଡ଼ ଖବର ଆସିଛି। ବାନ୍ଦିପୋରାରେ ସେନା ଗାଡି ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା। ଏହି ଦୁର୍ଘଟଣାରେ ୩ ଯବାନଙ୍କ ମୃତ୍ୟୁ ହୋଇଥିବା ବେଳେ...

ବାଣ କାରଖାନାରେ ଭୟାନକ ବିସ୍ଫୋରଣ: ୬ ଜୀବନ୍ତ ଦଗ୍ଧ 

ଚେନ୍ନାଇ,୪/୧: ତାମିଲନାଡୁର ବିରୁଧୁନଗର ଜିଲରେ ଥିବା ଏକ ବାଣ ତିଆରି କାରଖାନାରେ ବିସ୍ଫୋରଣ ଘଟି ୬ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ରାସାୟନିକ ପଦାର୍ଥ ମିଶ୍ରଣ...

ଭାଜପାର ପ୍ରଥମ ପ୍ରାର୍ଥୀ ତାଲିକା ଜାରି: କେଜରିୱାଲଙ୍କ ବିପକ୍ଷରେ ଲଢ଼ିବେ….

ନୂଆଦିଲ୍ଲୀ,୪/୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଭାଜପା ନିଜର ପ୍ରଥମ ପ୍ରାର୍ଥୀ ତାଲିକା ଜାରି କରିଛି। ୨୯ ଜଣିଆ ଏହି ତାଲିକାରେ ଅରବିନ୍ଦ କେଜରିୱାଲ ଏବଂ...

”ଗାଁ ବିକାଶ ହେଲେ, ଦେଶର ବିକାଶ ହେବ”: ପ୍ରଧାନମନ୍ତ୍ରୀ

କଟକ,୩।୧: ପ୍ରଧାନମନ୍ତ୍ରୀ ଶନିବାର ଗ୍ରାମୀଣ ଭାରତ ମହୋତ୍ସବ ୨୦୨୫ ର ଉଦଘାଟନ କରିଛନ୍ତି। ଏହାପୂର୍ବରୁ ପ୍ରଧାନମନ୍ତ୍ରୀ ସୋସିଆଲ ମିଡିଆରେ ସେୟାର କରିଥିବା ଏକ ପୋଷ୍ଟରେ ଲେଖିଛନ୍ତି...

ପାକିସ୍ତାନ ଦଶା ଭୋଗିବ ବାଂଲାଦେଶ: ଭାରତର ସାହାଯ୍ୟ ସତ୍ତ୍ୱେ ସରକାରଙ୍କ ନିୟନ୍ତ୍ରଣରେ ନାହିଁ ସ୍ଥିତି

ନୂଆଦିଲ୍ଲୀ,୪।୧: ଭାରତ ସହିତ ଖରାପ ସମ୍ପର୍କ ବାଂଲାଦେଶକୁ ପ୍ରଭାବିତ କରିବା ଆରମ୍ଭ କରିଛି। ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାର ଖାଦ୍ୟ ଯୋଗାଣ ସଙ୍କଟ ଏବଂ ବୃଦ୍ଧି ପାଉଥିବା...

ଅଲ୍ଲୁ ଅର୍ଜୁନଙ୍କୁ ନିୟମିତ ଜାମିନ

ହାଇଦ୍ରାବାଦ,୪।୧: ‘ପୁଷ୍ପା ୨: ଦି ରୁଲ୍‌’ର ପ୍ରିମିୟର ଶୋ’ ଗତ ମାସରେ ହାଇଦ୍ରାବାଦର ସନ୍ଧ୍ୟା ଥିଏଟରରେ ଚାଲିଥିବାବେଳେ ଏହାର ଅଭିନେତା ଅଲ୍ଲୁ ଅର୍ଜୁନ ସେଠାରେ ପହଞ୍ଚତ୍ୟିବାରୁ...

୨୦ ହଜାର ଡଲାରର ହୀରା ଉପହାର

ନୂଆଦିଲ୍ଲୀ/ଓ୍ବାଶିଂଟନ୍‌,୪ା୧: ୨୦୨୩ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ଗସ୍ତବେଳେ ସେଠାକାର ରାଷ୍ଟ୍ରପତିଙ୍କ ସ୍ତ୍ରୀ ଜିଲ୍‌ ବାଇଡେନ୍‌ଙ୍କୁ ୨୦,୦୦୦ ଡଲାର (ପ୍ରାୟ ୧୭.୧୫ ଲକ୍ଷ ଟଙ୍କା) ମୂଲ୍ୟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri