ଫିଲ୍ମ ନିର୍ଦ୍ଦେଶକଙ୍କ ନାଁରେ ମାମଲା ରୁଜୁ କଲା ପୋଲିସ, ଅଡିଶନ ବାହାନାରେ ରୁମ୍‌କୁ ଡାକି କହିଥିଲେ…

ମୁମ୍ବାଇ,୩୧।୮: ମାଲାୟାଲମ ଫିଲ୍ମ ଇଣ୍ଡଷ୍ଟ୍ରିରେ ଆରମ୍ଭ ହୋଇଥିବା ମି..ଠୁ ଅଭିଯାନ ସାରା ଦେଶରେ ଆଲୋଡ଼ନ ସୃଷ୍ଟି କରିଛି । ଏଥିରେ ଅନେକ ଯୁବ କଳାକାର ଭେଟେରାନ ନିର୍ଦ୍ଦେଶକ, ନିର୍ମାତା ଏବଂ ଅଭିନେତାଙ୍କ ଦ୍ୱାରା ସମ୍ମୁଖୀନ ହୋଇଥିବା ଅସଦାଚରଣ ବିଷୟରେ ଖୋଲାଖୋଲି ଭାବରେ କହୁଛନ୍ତି। ଚଳଚ୍ଚିତ୍ର ନିର୍ଦ୍ଦେଶକ ରଞ୍ଜିତଙ୍କ ଉପରେ ବର୍ତ୍ତମାନ ଯୌନ ଶୋଷଣର ଗୁରୁତର ଅଭିଯୋଗ ହୋଇଛି। ଅଭିଯୋଗ ପାଇବା ପରେ ପୋଲିସ ତାଙ୍କ ବିରୋଧରେ ଦୁଇଟି ପୃଥକ ମାମଲା ରୁଜୁ କରିଛି।

ଏହି ଅଭିଯୋଗ ଜଣେ ଯୁବ ଅଭିନେତାଙ୍କ ଦ୍ୱାରା ଦାଖଲ କରାଯାଇଛି। ସେ ଅଭିଯୋଗ କରିଛନ୍ତି ଯେ, ରଞ୍ଜିତ ତାଙ୍କୁ ୨୦୧୨ରେ ଯୌନ ଶୋଷଣ କରିଥିଲେ। କୋଚି ପୋଲିସରେ ଦିଆଯାଇଥିବା ଅଭିଯୋଗ ଅନୁଯାୟୀ ପୀଡିତଙ୍କୁ ଅଡିଶନ ବାହାନା କରି ବେଙ୍ଗାଲୁରୁର ଏକ ହୋଟେଲକୁ ଡକାଯାଇଥିଲା। ସେଠାରେ ରଞ୍ଜିତ ପୀଡିତଙ୍କୁ ତାଙ୍କ ପୋଷାକ ଖୋଲିବାକୁ ବାଧ୍ୟ କରିଥିଲେ, ଏହା ବଦଳରେ ତାଙ୍କୁ ମୁଖ୍ୟ ଭୂମିକା ଦେବାକୁ ପ୍ରତଶ୍ରୁତି ଦେଇଥିଲେ।

ରଞ୍ଜିତଙ୍କ ବିରୋଧରେ ଯୌନ ଅଭିଯୋଗର ଏହା ହେଉଛି ଦ୍ୱିତୀୟ ମାମଲା। ଏହାପୂର୍ବରୁ ଜଣେ ବଙ୍ଗୀୟ ଅଭିନେତା ତାଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ ଆଣିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମନୁଷ୍ୟ ଚନ୍ଦ୍ରପୃଷ୍ଠରେ କାହିଁକି ହୋଇଯାଏ ମୁକ-କାଲ? ଜାଣନ୍ତୁ ଏହା ପଛର ବିଜ୍ଞାନ…

‘ଚନ୍ଦ୍ର’ ହେଉଛି ଗୋଟିଏ ମାତ୍ର ଉପଗ୍ରହ ଯାହା ଉପରେ ମନୁଷ୍ୟ ପାଦ ରଖିଛି। ହେଲେ ଅନେକ ସମୟରେ ପ୍ରଶ୍ନ ଉଠେ ଯେ କାହିଁକି ଚନ୍ଦ୍ରପୃଷ୍ଠରେ ଲୋକେ...

ଶୀର୍ଷରେ ଅଲ୍‌ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା, ନଂ. ୩କୁ ଖସିଲେ ମିଷ୍ଟ୍ରୀ ସ୍ପିନର ଚକ୍ରବର୍ତ୍ତୀ

ଦୁବାଇ,୨ା୪: ଭାରତର ମିଷ୍ଟ୍ରୀ ସ୍ପିନର ବରୁନ ଚକ୍ରବର୍ତ୍ତୀ ଆଇସିସି ପୁରୁଷ ଟି୨୦ ବୋଲିଂ ର଼୍ୟାଙ୍କିଙ୍ଗ୍ସରେ ଗୋଟିଏ ସ୍ଥାନ ତଳକୁ ଖସି ୩ୟ ସ୍ଥାନରେ ରହିଛନ୍ତି। ଅନ୍ୟପକ୍ଷରେ...

ଗୁଜରାଟରେ ବାୟୁସେନା ଲଢୁଆ ବିମାନ ଦୁର୍ଘଟଣଗ୍ରସ୍ଥ, ସମଗ୍ର ଅଞ୍ଚଳରେ ଖେଳିଗଲା ନିଆଁ

ଜାମନଗର,୨।୪: ଗୁଜରାଟ ଜାମନଗରରେ ବାୟୁସେନା ଲଢୁଆ ବିମାନ ଜାଗୁଆର ଦୁର୍ଘଟଣଗ୍ରସ୍ଥ ହୋଇଛି। ରକ୍ଷା ମନ୍ତ୍ରଣାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଏହି ଦୁର୍ଘଟଣା ସୁବରଡ଼ା ଗାଁ’ରେ...

ସିଏଜିଙ୍କ ହାତରେ ଖଣି ଦୁର୍ନୀତି: ସରକାରଙ୍କ ବିପୁଳ ପରିମାଣର ରାଜସ୍ବ ହାନି

ଭୁବନେଶ୍ୱର,୨ା୪(ରବିନାରାୟଣ ଜେନା): ରାଜ୍ୟରେ ଗତ ୨୨ ବର୍ଷରେ ଖଣିଜ ଅଞ୍ଚଳରେ ଲିଜ୍‌ଧାରୀମାନେ କିଭଳି ମନଇଚ୍ଛା ଖଣିଜ ପଦାର୍ଥ ଉତ୍ତୋଳନ କରିଛନ୍ତି ତା’ର ଦସ୍ତାବିଜ୍‌ ରାଜ୍ୟ ମହାଲେଖାକାରଙ୍କ...

Breaking: ଲୋକପ୍ରିୟ ଗାୟକ ହଂସରାଜ ହଂସଙ୍କ ଉପରେ ଭାଙ୍ଗିଲା ଦୁଃଖର ପାହାଡ଼, ଆଖି ବୁଜିଲେ ପତ୍ନୀ

ମୁମ୍ବାଇ: ଲୋକପ୍ରିୟ ଗାୟକ ହଂସରାଜ ହଂସଙ୍କ ଉପରେ ଦୁଃଖର ପାହାଡ଼ ଭାଙ୍ଗିଛି। ତାଙ୍କ ପତ୍ନୀ ରେଶମ କୌରଙ୍କ ଦେହାନ୍ତ ହୋଇଯାଇଛି। ସେ ବହୁତ ଦିନ ଧରି...

ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ, ଲକ୍ଷେ ଟଙ୍କା ଲାଞ୍ଚ ନେବା ବେଳେ ଧରାପଡ଼ିଲେ

ଭୁବନେଶ୍ୱର,୨।୪: ଗ୍ରାମୀଣ କାର୍ଯ୍ୟ ବିଭାଗର ସହକାରୀ ଯନ୍ତ୍ରୀ କାମ ବିଲ୍ ପରିଶୋଧ କରିବା ପାଇଁ ଲାଞ୍ଚ ଦାବି ଏବଂ ଗ୍ରହଣ କରୁଥିବା ସମୟରେ ଓଡ଼ିଶା ଭିଜିଲାନ୍ସ...

ସାବଧାନ! ଆଇସକ୍ରିମ-କୋଲ୍ଡ ଡ୍ରିଙ୍କ୍ସରେ ମିଳିଲା ଡିଟରଜେଣ୍ଟ ପାଉଡର, ହାଡ଼ ଦୁର୍ବଳ କରୁଥିବା ରାସାୟନିକ ପଦାର୍ଥ

କଟକ,୨।୪: କର୍ଣ୍ଣାଟକର ଖାଦ୍ୟ ସୁରକ୍ଷା ଏବଂ ଔଷଧ ପ୍ରଶାସନ ବିଭାଗ (FDA) ଦ୍ୱାରା ଏକ ଆଶ୍ଚର୍ଯ୍ୟଜନକ ଖାଦ୍ୟ ସୁରକ୍ଷା ତଦନ୍ତରେ ବେଙ୍ଗାଲୁରୁରେ ଆଇସକ୍ରିମ ଏବଂ ଥଣ୍ଡା...

ବେଆଇନ ମଦ କାରବାର ବିରୋଧରେ ଜନ ଆନ୍ଦୋଳନ: ୪ ମଦ ଦୋକାନ ସିଲ କଲା ପୋଲିସ

ଦିଗପହଣ୍ଡି/ସାନଖେମୁଣ୍ଡି,୨।୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମର ମେଡ଼ିକାଲ ଛକ, ବଜାର ଛକ ସମେତ ଗାଁ’ର ଗଳିକନ୍ଦିରେ ବେଆଇନ ଭାବେ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image