Advertisement
Categories: ଜାତୀୟ

କଂଗ୍ରେସରୁ ଇସ୍ତଫା ଦେଲେ ଋଚି ଗୁପ୍ତା

ନୂଆଦିଲ୍ଲୀ, ୧୯।୧୨-କଂଗ୍ରେସର ଛାତ୍ର ଶାଖା ନ୍ୟାସନାଲ ଷ୍ଟୁଡେଣ୍ଟ ୟୁନିୟନ ଅଫ ଇଣ୍ଡିଆ(ଏନଏସୟୁଆଇ)ର ଭାରପ୍ରାପ୍ତ ଯୁଗ୍ମ ସମ୍ପାଦକ ଋଚି ଗୁପ୍ତା ଶନିବାର ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ସାଂଗଠନିକ ପରିବର୍ତ୍ତନରେ ବିଳମ୍ବ ହେଉଥିବାରୁ ସେ ଦଳ ଛାଡ଼ିଲେ ବୋଲି କହିଛନ୍ତି। ଏଥିପାଇଁ ସେ ସାଂଗଠନିକ ସାଧାରଣ ସମ୍ପାଦକ କେ.ସି. ବେଣୁଗୋପାଳଙ୍କୁ ଦାୟୀ କରିଛନ୍ତି।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share