ଏସିଏଫ୍‌ ସୌମ୍ୟରଞ୍ଜନଙ୍କୁ ନ୍ୟାୟ ପ୍ରଦାନ ଦାବିରେ ଖଇରା ବନ୍ଦ

ବାଲେଶ୍ୱର ଅଫିସ,୯ା୯: ବାଲେଶ୍ୱର ଜିଲା ଖଇରା ମାଟିର ପୁଅ ତଥା ପାରଳାଖେମୁଣ୍ଡିରେ କାର୍ଯ୍ୟରତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ସଂପୃକ୍ତ ଥିବା ବ୍ୟକ୍ତିଙ୍କୁ ଗିରଫ ତଥା ତାଙ୍କୁ ନ୍ୟାୟ ପ୍ରଦାନ ଦାବିରେ ଗୁରୁବାର ସକାଳୁ ଖଇରା ବଜାର ବନ୍ଦ ରହିଛି। ସମସ୍ତ ଯାନବାହନ ଚଳାଚଳ ବି ବନ୍ଦ ରହିଛି। ବିଭିନ୍ନ ସଙ୍ଗଠନର କର୍ମକର୍ତ୍ତା ଖଇରା ବ୍ଲକ ଛକରେ ଧାରଣା ଦେଇଥିବା ବେଳେ ଶତାଧିକ ଲୋକ ଶୋଭାଯାତ୍ରାରେ ଖଇରା ବଜାର ପରିକ୍ରମା କରିଛନ୍ତି। ଜନ ଜାଗରଣ ମଞ୍ଚ, ପ୍ରତିଭା ପରିବାର, ଜନହିତ ଯୁବକ ସଂଘ, ଆୟୁଷ୍ମାନ ଫାଉଣ୍ଡେଶନ, ପତଞ୍ଜଳି ଯୋଗ ପ୍ରଚାର ସମତି, ଦୁର୍ଗାପୂଜା କମିଟି, କାଳୀପୂଜା କମିଟି,ବରିଷ୍ଠ ନାଗରିକ ମଞ୍ଚ,ଖଇରା ସାହିତ୍ୟ ସଂସଦ ଭଳି ୨୫ରୁ ଊର୍ଦ୍ଧ୍ୱ ସଂଗଠନର ସଦସ୍ୟମାନେ ଏଥିରେ ସାମିଲ ଅଛନ୍ତି। ମଧ୍ୟାହ୍ନରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ କରାଯିବାର  କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ସୁରକ୍ଷା ସଚେତନତା: ଦ୍ରୁତଗତିରେ ଗାଡ଼ି ନ ଚଳାଇବାକୁ ପରାମର୍ଶ

ଦାରିଙ୍ଗବାଡ଼ି,୬ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ସମିତି ସଭାଗୃହଠାରେ ସଡ଼କ ସୁରକ୍ଷା ସପ୍ତାହ ସଚେତନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜାଗୃତି ସମ୍ପାଦକ କୈଳାସ...

ଘନକୁହୁଡ଼ି ସହ ବାଲିଗୁଡ଼ାକୁ ପୁଣି ଫେରିଛି ଶୀତ, ଯାନବାହନ ଚଳାଚଳରେ ବାଧା

ବାଲିଗୁଡ଼ା,୬ା୧(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଅଞ୍ଚଳରେ ମେଘୁଆ ପାଗ ପରେ ପୁଣି କୁହୁଡ଼ି ସାଙ୍ଗକୁ ଫେରିଲା ଶୀତ ଲହରି। ଲଘୁଚାପ ବର୍ଷା ପରେ...

ସାତକୋଶିଆରେ ଆରମ୍ଭ ହେଲା କୁମ୍ଭୀର ଗଣନା

ଅନୁଗୋଳ,୬ା୧: ସୋମବାରଠାରୁ ୩ ଦିନ ପର୍ଯ୍ୟନ୍ତ ସାତକୋଶିଆରେ କୁମ୍ଭୀର ଗଣନା କରାଯିବ। କୁମ୍ଭୀର ଗଣନା ପାଇଁ ଆଜିଠୁ ଆସନ୍ତା ୯ ତାରିଖ ସକାଳ ପର୍ଯ୍ୟନ୍ତ ମହାନଦୀରେ...

ମା’ଙ୍କ ଖର୍ଚ୍ଚ ରସିଦ ବହିରେ ତାଳମେଳ ନାହିଁ

ମହାକାଳପଡ଼ା, ୬ା୧(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ ମନ୍ଦିର ପୂର୍ବତନ ଟ୍ରଷ୍ଟିଙ୍କ ଫଲ୍ସ ରସିଦ ହିସାବ ତଦନ୍ତ ବେଳେ ଧରାପଡ଼ିଛି। ୨୦୧୪...

କ୍ରିକେଟ୍‌ରେ ଇତିହାସ ରଚିଲେ ପାକିସ୍ତାନ ଯୋଡ଼ି: ଭାଙ୍ଗିଲା ୨୨ ବର୍ଷର ରେକର୍ଡ

କେପଟାଉନ,୬।୧: ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ଦ୍ୱିତୀୟ ତଥା ଶେଷ ଟେଷ୍ଟ ପାକିସ୍ତାନ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ କେପଟାଉନରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ...

ବରଗଡ଼ରେ ହେବ ବାଲ୍‌ ଧନୁଯାତ୍ରା

ମଥୁରାନଗରୀ,୬।୧(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଶୁକ୍ରବାର ସନ୍ଧ୍ୟାରୁ ଆରମ୍ଭ ହୋଇଛି। ଦୀର୍ଘ ୧୧ଦିନ ବ୍ୟାପୀ ଏହି ମହୋତ୍ସବ ଚାଲିବ। ତେବେ ଏହି...

ଭତ୍ରାଡ୍ୟାମ୍‌ରେ ୧୦ ବିଦେଶୀ ପ୍ରଜାପତିର ପକ୍ଷୀ

ଭବାନୀପାଟଣା,୬।୧(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ ଡିସେମ୍ବର ଶେଷ ସପ୍ତାହରୁ ଶୀତର ଲହରି ଆରମ୍ଭ ହୋଇଛି। ଶୀତ ଋତୁର ଆରମ୍ଭରୁ ପ୍ରାୟ ୧୦ରୁ ଅଧିକ ପ୍ରଜାତିର ପରିବ୍ରାଜକ...

ମୟୂରଭଞ୍ଜରେ ଜେଏମ୍‌ଏମ୍‌ର ସଭାପତି ଘୋଷଣା

ବାରିପଦା,୬।ା୧(ନୀଳାଦ୍ରି ବିହାରୀ ଦଣ୍ଡପାଟ):ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମ୍‌ଏମ୍‌) ନୂତନ ମୟୂରଭଞ୍ଜ ଜିଲା କମିଟି ଘୋଷିତ ହୋଇଛି। ସ୍ଥାନୀୟ ରଘୁନାଥପୁରସ୍ଥିତ ମଣ୍ଡପରେ ରାଜ୍ୟ ସଭାନେତ୍ରୀ ଅଞ୍ଜନୀ ସୋରେନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri