ପ୍ରଭାସଙ୍କ ସହ ଫିଲ୍ମକୁ ନେଇ ଏପରି କହିଲେ କିଆରାଙ୍କ ଟିମ୍‌

ବଲିଉଡ୍‌ ଅଭିନେତ୍ରୀ କିଆରା ଆଡ୍‌ଭାନୀ ପ୍ରାୟତଃ ଆଲୋଚନାରେ ରହିଥାନ୍ତି। ବର୍ତ୍ତମାନ ସେ ତାଙ୍କର ଆଗାମୀ ଫିଲ୍ମ ‘ଜୁଗ ଜୁଗ ଜିଓ’ ଏବଂ ‘ଭୁଲ ଭୁଲେୟା ୨’ ପାଇଁ ଚର୍ଚ୍ଚାରେ ରହିଛନ୍ତି । ‘ଭୁଲ ଭୁଲେୟା ୨’ ଚଳିତ ମାସ ୨୦ ତାରିଖରେ ରିଲିଜ ହେବାକୁ ଯାଉଥିବା ବେଳେ ‘ଜୁଗ ଜୁଗ ଜିଓ’ ଜୁନ ୨୪ରେ ରିଲିଜ ହେବ । ଆଉ ଏକ ଫିଲ୍ମ ପାଇଁ ମଧ୍ୟ କିଆରା ଚର୍ଚ୍ଚାରେ ଥିଲେ । କିଛି ଦିନ ପୂର୍ବେ ଚର୍ଚ୍ଚା ହେଉଥିଲା, ସେ ପ୍ରଭାସଙ୍କ ସହ ସନ୍ଦୀପ ରେଡ୍ଡୀ ଓ୍ବାଙ୍ଗାଙ୍କ ଆଗାମୀ ଫିଲ୍ମ ‘ସ୍ପିରିଟ’ରେ ନଜର ଆସିବେ । ଏବେ କିଆରାଙ୍କ ଟିମ୍‌ ଏପରି ଗୁଜବକୁ ଖାରଜ କରିଛି ।
ପ୍ରଭାସଙ୍କ ସହ ସ୍କ୍ରିନ ଶେୟାର କରିବା ଖବର ସାମ୍ନାକୁ ଆସିବା ପରେ ତାଙ୍କ ପ୍ରଂଶସକ ବେଶ ଖୁସି ଥିଲେ । ମାତ୍ର ବର୍ତ୍ତମାନ କିଆରାଙ୍କ ଟିମ୍‌ କହିଛି, ପ୍ରଭାସଙ୍କ ସହ ଫିଲ୍ମ କରିବା ପାଇଁ କିଆରାଙ୍କୁ ଆପ୍ରୋଚ କରାଯାଇନାହିଁ । ଏ ସମ୍ପର୍କରେ ତାଙ୍କ ସହ କୌଣସି କଥାବାର୍ତ୍ତା ହୋଇନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ଭୟରେ କଶ୍ମୀର ଛାଡୁଛନ୍ତି ପର୍ଯ୍ୟଟକ: ବିମାନ ବନ୍ଦରରେ ପ୍ରବଳ ଭିଡ଼

ଶ୍ରୀନଗର,୨୩।୪: ପହଲଗାମ୍‌ ଆକ୍ରମଣ ପରେ ଭୟରେ କଶ୍ମୀର ଛାଡୁଛନ୍ତି ପର୍ଯ୍ୟଟକ। ଶ୍ରୀନଗର ବିମାନ ବନ୍ଦରରେ ପର୍ଯ୍ୟଟକଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। ଏୟାର ଇଣ୍ଡିଆ ପକ୍ଷରୁ...

ରେକର୍ଡ ଭାଙ୍ଗିଲା ଏପ୍ରିଲ ତାତି

ଭୁବନେଶ୍ୱର,୨୩ା୪(ଅନୁରାଧା ମହାରଣା):ଦିନକୁ ଦିନ ରାଜ୍ୟରେ ତାପମାତ୍ରା ବଢ଼ୁଥିବାବେଳେ ମଙ୍ଗଳବାର ପୂର୍ବର ସବୁ ରେକର୍ଡ ଭାଙ୍ଗିଛି। ଝାରସୁଗୁଡା ଏପ୍ରିଲ ମାସର ତାତିରେ ସର୍ବକାଳୀନ ରେକର୍ଡ କରିଛି। ୧୯୫୩...

ପହଲଗାମ ପରେ ଟାର୍ଗେଟ୍‌ରେ ଉରି: ଆତଙ୍କବାଦୀ ନିପାତ

ଶ୍ରୀନଗର,୨୩।୪:ଜମ୍ମୁ କଶ୍ମୀରର ପହଲଗାମ ପରେ ଉରି ଆତଙ୍କବାଦୀଙ୍କ ଟାର୍ଗେଟରେ ଥିଲା। କିନ୍ତୁ ସେନା ଆତଙ୍କବାଦୀଙ୍କ ଉଦ୍ୟମକୁ ପଣ୍ଡ କରିଦେଇଛି। ବୁଧବାର ସେନା ଅନୁପ୍ରବେଶ କରିବାକୁ ଚେଷ୍ଟା...

ସାନଭାଇ ବାହାଘର ଦିନ ବଡ଼ଭାଇଙ୍କ ଆତ୍ମହତ୍ୟା

ବଡ଼ଗାଁ,୨୩।୪(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନା ଅନ୍ତର୍ଗତ ଏକମା ନିକଟ ଲାଲମଟିଆ ଗ୍ରାମରେ ଜଣେ ବ୍ୟକ୍ତି ତାଙ୍କ ସାନଭାଇଙ୍କ ବାହାଘର ଦିନ ଆତ୍ମହତ୍ୟା କରିଛନ୍ତି।...

ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର: ନାବାଳକଙ୍କ ସମେତ ୩ ଅଟକ

ସୁନ୍ଦରଗଡ଼,୨୩ା୪(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ଆଦିବାସୀ ନାବାଳିକା(୧୫)ଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ...

ପୋଖରୀରୁ ବୃଦ୍ଧାଙ୍କ ଗଳିତ ମୃତଦେହ ଜବତ, ହତ୍ୟା ସନ୍ଦେହ

ନୂଆପଡ଼ା/କୋମନା,୨୩ା୪ (ମକାରୁ ବେମାଲ/ସୋବିନ ଛତ୍ରିଆ): ନୂଆପଡ଼ା ଜିଲା କୋମନା ଥାନା ଟିକ୍ରାପଡ଼ା ଗାଁ ବଡ଼ବନ୍ଧ ପୋଖରୀରୁ ମଙ୍ଗଳବାର ପୋଲିସ ଜଣେ ବୃଦ୍ଧାଙ୍କ ଗଳିତ ମୃତଦେହ ଜବତ...

ଜଙ୍ଗଲ ଅଧିକାର ଆଇନ କାର୍ଯ୍ୟକାରିତାରେ ବିଳମ୍ବ ଜମି ଜଙ୍ଗଲମୁକ୍ତି ଆନ୍ଦୋଳନ କମିଟିର ଧାରଣା ଚେତାବନୀ

ନୂଆପଡ଼ା,୨୩ା୪ (ମକାରୁ ବେମାଲ)-ଜଙ୍ଗଲ ଅଧିକାର ଆଇନ ୨୦୦୬ ଓ ସଂଶୋଧିତ ଆଇନ ୨୦୧୨ କାର୍ଯ୍ୟକାରିତାରେ ପ୍ରଶାସନର ଅହେତୁକ ବିଳମ୍ବ ସାଙ୍ଗକୁ ପଟ୍ଟା ପ୍ରଦାନରେ ସ୍ବଚ୍ଛତା ରହୁ...

ଉପତ୍ୟକାକୁ ଫେରିଲା ଆତଙ୍କବାଦ: ଆଜି କଶ୍ମୀର ବନ୍ଦ

ଶ୍ରୀନଗର/ପହଲଗାମ୍‌,୨୩।୪:ଜମ୍ମୁ-କଶ୍ମୀରର ପହଲଗାମ୍‌ରେ ମଙ୍ଗଳବାର ଅପରାହ୍ନରେ ଆତଙ୍କବାଦୀଙ୍କ ଆକ୍ରମଣରେ ଜଣେ ଓଡ଼ିଆଙ୍କ ସମେତ ୨୬ ଜଣ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିବା ସହ ଅନେକ ଆହତ ହୋଇଛନ୍ତି। ମୃତକଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image