ବାପାଙ୍କ ସହ ବୁଲିବାକୁ ଆସିଥିବା ବେଳେ ଶିଶୁପୁତ୍ର ଅପହରଣ: ୧୨ଦିନ ପରେ ହାଇଦ୍ରାବାଦରୁ…

ନୂଆପଡ଼ା,୧୧।୧୦: ବାପାଙ୍କ ସହ ବଲାଙ୍ଗୀର ବୁଲିବାକୁ ଆସିଥିବା ବେଳେ ଗତ ୨୯ ତାରିଖରେ ଜଣେ ଶିଶୁପୁତ୍ରଙ୍କୁ ଅପହରଣ କରି ନିଆଯାଇଥିଲା। ଦୀର୍ଘ ୧୨ଦିନ ପରେ ହାଇଦ୍ରାବାଦରୁ ଅପହୃତ ଶିଶୁପୁତ୍ରଙ୍କୁ ପୋଲିସ ଉଦ୍ଧାର କରିବା ସହ ୨ଜଣ ଅଭିଯକ୍ତଙ୍କୁ ପୋଲିସ ଗିରଫ କରିଛି।

ମିଳିଥିବା ସୂଚନା ମୁତାବକ, ଗତ ୨୯ ତାରିଖରେ ବାପାଙ୍କ ସହ ଶିଶୁ ପୁତ୍ର ବଲାଙ୍ଗୀର ବୁଲିବାକୁ ଆସିଥିଲେ। ହେଲେ ଶିଶୁପୁତ୍ରଙ୍କୁ କେହି ଜଣେ ଅପହରଣ କରି ନେଇଥିବା ସ୍ଥାନୀୟ ଥାନାରେ ଅଭିଯୋଗ ହୋଇଥିଲା।

ଅଭିଯୋଗକୁ ଭିତ୍ତିକରି ପୋଲିସ ତଦନ୍ତ ଆରମ୍ଭ କରିଥିଲା। ତଦନ୍ତ ପରେ ପୋଲିସ ଜଣେ ମହିଳା ଏବଂ ପୁରୁଷ ଶିଶୁପୁତ୍ରଙ୍କୁ ଚୋରି କରି ହାଇଦ୍ରାବାଦ ନେଇ ପଳାଇଥିବା ଜଣାପଡିଥିଲା। ଏନେଇ ପୋଲିସଣ ଏକ ଟିମ୍‌ ହାଇଦ୍ରାବାଦରେ ପହଞ୍ଚି ଶିଶୁପୁତ୍ରଙ୍କୁ ଉଦ୍ଧାର କରିଛି। ପୋଲିସ ଘଟଣାରେ ସମ୍ପୃକ୍ତ ଜଣେ ମହିଳା ଏବଂ ପୁରୁଷଙ୍କୁ ଗିରଫ କରିଛି। ଉଦ୍ଧାର ଶିଶୁପୁତ୍ରଙ୍କୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ବୋଲି ପୋଲିସ ପକ୍ଷରୁ ସୂଚନା ମିଳିଛି। ଉଦ୍ଧାର ଶିଶୁପୁତ୍ର ନୂଆପଡ଼ା ଜିଲା କୋମନା ଥାନା ଅଞ୍ଚଳର ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

କଟକ ବାଲିଯାତ୍ରାରେ ଏଥର ବଲିଉଡ୍‌ ନାଇଟ୍‌, ଆକର୍ଷଣ ପାଲଟିବେ ଏହି ବଡ଼ ଷ୍ଟାର୍‌

କଟକ,୧୬ା୧୦: ଏଥର କଟକ ବାଲିଯାତ୍ରାରେ ବଲିଉଡ୍‌ ନାଇଟ୍‌ ଶୋ’ ହେବ। ଏନେଇ କଟକ ଜିଲାପାଳ ସୂଚନା ଦେଇଛନ୍ତି। ବାଲିଯାତ୍ରାକୁ ବଲିଉଡ୍‌ ଗାୟକ ସୋନୁ ନିଗମ, ସୁରେଶ...

ପୁରୀ ସହରକୁ ଜଗିବ ସିସିଟିଭି

ପୁରୀ,୧୬ା୧୦: ପୁରୀ ପାଇଁ ଖୁବ୍‌ଶୀଘ୍ର କାର୍ଯ୍ୟକାରୀ ହେବ ସିସିଟିଭି ଯୋଜନା। ଶ୍ରୀମନ୍ଦିର, ବଡ଼ଦାଣ୍ଡ, ସମୁଦ୍ରକୂଳ, ସମସ୍ତ ପ୍ରବେଶ ପଥରେ ସିସିଟିଭି ଲାଗିବ। ଏନେଇ ରାଜ୍ୟ ସରକାରଙ୍କୁ...

ଆଇନମନ୍ତ୍ରୀଙ୍କ ବଡ଼ ବୟାନ: କହିଲେ ହଟିବ ଅଦରକାରୀ…

ଭୁବନେଶ୍ୱର,୧୬ା୧୦: ରାଜ୍ୟ ସରକାର ଖୁବ୍‌ଶୀଘ୍ର ଲ-ରିଭିଜନ କମିଶନ ଗଠନ କରିବେ। କମିଶନ ଗଠନ ନେଇ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ଅପ୍ରାସଙ୍ଗିକ ଓ ଅଦରକାରୀ...

ଗାଁରେ ଚାଲୁଥିଲା ଯାତ୍ରା: ହଠାତ୍‌ ୨ ଯୁବକଙ୍କୁ ବାନ୍ଧି ନିର୍ଧୁମ ଛେଚିଲେ ଗ୍ରାମବାସୀ

ବାଲେଶ୍ୱର,୧୬।୧୦: ଚୋରି କରି ନିର୍ଧୁମ ଛେଚା ଖାଇଲେ ୨ ଯୁବକ। ବିଦ୍ୟୁତ ଖୁଣ୍ଟରେ ବାନ୍ଧି ବାଡେଇଲେ ଗ୍ରାମବାସୀ। ଏଭଳି  ଘଟଣା ଘଟିଛି ବାଲେଶ୍ୱର ଜିଲା ଭୋଗରାଇ...

ଗଞ୍ଜାମ ବିଜେଡିରେ ଚହଳ: ଏମପି ପ୍ରାର୍ଥୀ ରଂଜିତାଙ୍କ ନାଁରେ ସଙ୍ଗୀନ ଅଭିଯୋଗ ଆଣିଲେ ଲତିକା, ଭାଜପା ସହ ହାତ ମିଳାଇ…

ଗଞ୍ଜାମ ବିଜେଡିରେ ହଲଚଲ। ଆସ୍କା ଏମପି ପ୍ରାର୍ଥୀ ରଂଜିତା ସାହୁଙ୍କ ନାଁରେ ସଙ୍ଗୀନ ଅଭିଯୋଗ ଆଣିଛନ୍ତି କବିସୂର୍ଯ୍ୟନଗର ପୂର୍ବତନ ବିଧାୟକ ଲତିକା ପ୍ରଧାନ। ସେ କହିଛନ୍ତି,...

କାହିଁକି ବିଜେଡି ଛାଡୁଛନ୍ତି ନେତା, ଭିତିରି କଥା କହିଦେଲେ ସନ୍ତୃପ୍ତ

ଭୁବନେଶ୍ୱର,୧୬।୧୦: ବିଜେଡି ନେତା ଦଳ ଛାଡିବା ନେଇ ପ୍ରତିକ୍ରିୟା ରଖିଛନ୍ତି ବିଜେଡିର ଜାତୀୟ ମୁଖପାତ୍ର ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ରାଜନୈତିକ ସଚିବ ସନ୍ତୃପ୍ତ...

ସନ୍ତୃପ୍ତ ମିଶ୍ରଙ୍କ ବୟାନକୁ ନେଇ ଓଡ଼ିଶା ରାଜନୀତିରେ ହଲଚଲ, ଯୋଗାଯୋଗରେ ବହୁ ଭାଜପା ନେତା…

ଭୁବନେଶ୍ୱର,୧୬।୧୦: ବିଜେଡି ନେତା ଦଳ ଛାଡିବା ନେଇ ପ୍ରତିକ୍ରିୟା ରଖିଛନ୍ତି ବିଜେଡିର ଜାତୀୟ ମୁଖପାତ୍ର ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ରାଜନୈତିକ ସଚିବ ସନ୍ତୃପ୍ତ...

ପୁଣି ଦେବାଶିଷଙ୍କ ବିସ୍ଫୋରକ ବୟାନ, ପାଣ୍ଡିଆନଙ୍କୁ ନେଇ କହିଲେ…

ଭୁବନେଶ୍ୱର,୧୬।୧୦: ପୁଣି ଦେବାଶିଷଙ୍କ ବିସ୍ଫୋରକ ବୟାନ। ଖୋଲାଖୋଲି କାର୍ତ୍ତିକ ପାଣ୍ଡିଆନଙ୍କ ନାଁ ନେଇ ବଡ଼ ବୟାନ ଦେଇଛନ୍ତି ଦେବାଶିଷ। ରାଜ୍ୟ ସଭା ଏମପି ଦେବାଶିଷ ସାମନ୍ତରାୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri