ଇନ୍‌ଫର୍ମର ସନ୍ଦେହରେ ଯୁବକଙ୍କୁ ହତ୍ୟା

ମାଲକାନଗିରି,୫ା୭: ଛତିଶଗଡ଼ ନାରାୟଣପୁର ତେଲାଙ୍ଗୁର ଜଙ୍ଗଲରେ ଜଣେ ଯୁବକଙ୍କୁ ହତ୍ୟା କରିଛନ୍ତି ମାଓବାଦୀ। ଇନ୍‌ଫର୍ମର ସନ୍ଦେହରେ ହତ୍ୟା କରାଯାଇଥିବା ପୋଲିସ କହିଛି। ଘଟଣାସ୍ଥଳରୁ କିଛି ମାଓବାଦୀ ପୋଷ୍ଟର ମଧ୍ୟ ଜବତ କରିଛି ପୋଲିସ।

Share