ଶପଥ ନେଲେ କିଙ୍ଗ୍‌ ଚାଲର୍‌ସ

ଲଣ୍ଡନ,୬ା୫: ବ୍ରିଟେନ ରାଜା ଚାଲର୍‌ସ ତୃତୀୟ ଏବଂ କୁଇନ୍‌ ଅଫ୍‌ କନ୍‌ଶର୍ଟ କାମିଲାଙ୍କ ରାଜ୍ୟାଭିଷେକ ଶନିବାର ମହା ଆଡ଼ମ୍ବର ସହକାରେ ପାଳନ ହୋଇଛି। ଚାଲର୍‌ସ କାମିଲାଙ୍କ ସହ ଡାଏମଣ୍ଡ ଜୁବୁଲି ଷ୍ଟେଟ୍‌ କୋଚ୍‌ (ଘୋଡ଼ାଗାଡ଼ି)ରେ ବସି ଓ୍ବେଷ୍ଟମିନଷ୍ଟର ଲଣ୍ଡନର ଐତିହାସିକ ରାଜ କ୍ୟାଥେଡ୍ରାଲ ଆବେରେ ପହଞ୍ଚିଥିଲେ। ଏହି ସମୟରେ ରାସ୍ତାର ଉଭୟ ପାର୍ଶ୍ୱରେ ଠିଆ ହୋଇଥିବା ବହୁ ସଂଖ୍ୟକ ଲୋକ ତାଙ୍କୁ ସ୍ବାଗତ କରିଥିଲେ। ସ୍ଥାନୀୟ ସମୟ ୧୦ଟା ୨୦ରେ ଚାଲର୍‌ସଙ୍କ ପ୍ରଶେସନ ସେଣ୍ଟ୍ରାଲ ଲଣ୍ଡନସ୍ଥିତ ବକିଂହାମ ପ୍ୟାଲେସରୁ ଓ୍ବେଷ୍ଟମିନଷ୍ଟର ଆବେ ଅଭିମୁଖେ ଆସିଥିଲେ। ମଧ୍ୟାହ୍ନରେ ଇଂଲଣ୍ଡ ଚର୍ଚ୍ଚର ଉଚ୍ଚପଦରେ ଥିବା କ୍ଲେରିକ ଏବଂ କାଣ୍ଟେରବରି ଜଷ୍ଟିନ ଓ୍ବେଲବିର ଆର୍ଚବିଶପ ଚାଲର୍ସଙ୍କୁ ରାଜମୁକୁଟ ପିନ୍ଧାଇବା ସହ ଶପଥ ପାଠ କରାଇଥିଲେ।

किंग चार्ल्स III का शनिवार शाम ब्रिटेन के महाराजा के रूप में राज्याभिषेक किया गया. (AP फोटो)

ଏହି ଅବସରରେ, ବିଶ୍ୱର କୋଣ ଅନୁକୋଣରୁ ବହୁ ଅତିଥି ସଂଗୀତ ବାତାବରଣ ମଧ୍ୟରେ ୱେଷ୍ଟମିନଷ୍ଟର ଆବେରେ ପହଞ୍ଚିଥିଲେ। ରାଜ ପରିବାରର ସଦସ୍ୟ ତଥା ବିଭିନ୍ନ ରାଜ୍ୟ ମୁଖ୍ୟଙ୍କୁ ସ୍ବାଗତ କରିବା ପାଇଁ ସୈନ୍ୟମାନେ ବାହାରେ ଧାଡ଼ି ବାନ୍ଧିଥିଲେ। କ୍ୟାଣ୍ଟରବରିର ଆର୍ଚବିଶପଙ୍କ ପ୍ରାର୍ଥନା ପରେ ବ୍ରିଟିଶ ପ୍ରଧାନମନ୍ତ୍ରୀ ଋଷି ସୁନକ ନିର୍ଦ୍ଦିଷ୍ଟ ପରମ୍ପରା ଅନୁଯାୟୀ ‘ବାଇବଲ ଅଫ କୁଲୁସୀୟ’ ପୁସ୍ତକରୁ ଏକ ବାର୍ତ୍ତା ପଢ଼ିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଆପଣଙ୍କ କାର ମୋ ମା’ଙ୍କ ଘର ସହ ସମାନ’, ମୋଦିଙ୍କ କଥା ଶୁଣି ଆଶ୍ଚର୍ଯ୍ୟ ହୋଇଯାଇଥିଲେ ଓବାମା

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୧।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ତିନି ଦିନିଆ ଆମେରିକା ଗସ୍ତରେ ଯାଇଛନ୍ତି। ଯେଉଁଠାରେ ସେ ଆମେରିକାର ଡେଲାୱେରରେ ଅନୁଷ୍ଠିତ ହେବାକୁ ଥିବା କ୍ୱାଡ ବୈଠକରେ...

ଲେବାନନ ଆକ୍ରମଣକୁ ନେଇ ଚର୍ଚ୍ଚାରେ ମିଷ୍ଟ୍ରି ଗର୍ଲ!

ଜେରୁଜେଲମ,୨୧।୯: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ଲେବାନନରେ ପେଜର୍‌ ଆକ୍ରମଣ ସାରା ବିଶ୍ୱରେ ଆଲୋଚନା ହେଉଛି। ଏହି ଆକ୍ରମଣ ସହ ଜଡିତ ଅନେକ ତଥ୍ୟ ସାମ୍ନାକୁ ଆସୁଛି।...

୫୮ ପୁରୁଷଙ୍କ ସହ ସମ୍ପର୍କ ରଖି ଫସିଲେ ଚାଇନାର ‘ବିୟୁଟିଫୁଲ ଗଭର୍ନର’

ବେଜିଂ,୨୧।୯: ଦକ୍ଷିଣ-ପଶ୍ଚିମ ଚାଇନାର ଜଣେ ମହିଳାଙ୍କୁ ୧୩ ବର୍ଷ କାରାଦଣ୍ଡରେ ଦଣ୍ଡିତ କରାଯାଇଛି ଏବଂ ଅସଦାଚରଣ ପାଇଁ ଏକ ମିଲିୟନ ୟୁଆନ ଅର୍ଥାତ୍‌ ୧୮୩୦୦୦ ଆମେରିକୀୟ...

ଶ୍ରୀଲଙ୍କାରେ ଆଜି ରାଷ୍ଟ୍ରପତି ନିର୍ବାଚନ, ନାହାଁନ୍ତି ଜଣେ ବି ମହିଳା ପ୍ରାର୍ଥୀ

କଲମ୍ବୋ,୨୧।୯: ଶ୍ରୀଲଙ୍କାରେ ରାଷ୍ଟ୍ରପତି ପଦ ପାଇଁ ମତଦାନ ଶନିବାର ଅନୁଷ୍ଠିତ ହୋଇଛି। ଶ୍ରୀଲଙ୍କାର ରାଷ୍ଟ୍ରପତି ନିର୍ବାଚନ ଉପରେ ଭାରତ ସମେତ ବିଶ୍ୱର ନଜର ରହିଛି। ୨୦୨୨ରେ,...

ଆମେରିକା ଗସ୍ତରେ ଗଲେ ପ୍ରଧାନମନ୍ତ୍ରୀ ମୋଦି: ଏହି ଗୁରୁତ୍ୱପୂର୍ଣ୍ଣ ବିଷୟ ଉପରେ ରହିବ ସମସ୍ତଙ୍କ ନଜର

ନୂଆଦିଲ୍ଲୀ,୨୧।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ତିନି ଦିନିଆ ଗସ୍ତ ଆମେରିକା ଗସ୍ତରେ ଯାଇଛନ୍ତି। ଏହି ଗସ୍ତ ସମୟରେ ସେ ବାର୍ଷିକ ‘କ୍ୱାଡ’ ଶିଖର ସମ୍ମିଳନୀରେ...

ଆମେରିକାର ଧ୍ରୁବୀ ପଟେଲ ମିସ୍‌ ଇଣ୍ଡିଆ ଓ୍ବାଲର୍‌ଡଓ୍ବାଇଡ୍‌

ଓ୍ବାଶିଂଟନ,୨୧ା୯: ଆମେରିକାର କମ୍ପ୍ୟୁଟର ଇନ୍‌ଫର୍ମେଶନ ସିଷ୍ଟମ୍‌ ଛାତ୍ରୀ ଧ୍ରୁବୀ ପଟେଲଙ୍କୁ ଚଳିତ ବର୍ଷର ମିସ୍‌ ଇଣ୍ଡିଆ ଓ୍ବାଲର୍‌ଡଓ୍ବାଇଡ୍‌ ବିଜେତା ଘୋଷଣା କରାଯାଇଛି। ଧ୍ରୁବୀ ବଲିଉଡ୍‌ ଅଭିନେତ୍ରୀ...

ଯୁଦ୍ଧ ସମାପ୍ତ କରିବାକୁ ପ୍ରସ୍ତାବ ରଖିଲା ଇସ୍ରାଏଲ, ହମାସ କଲା ଖାରଜ

ଜେରୁଜେଲମ,୨୦।୯: ଇସ୍ରାଏଲ ଯୁଦ୍ଧ ସମାପ୍ତ କରିବାକୁ ପ୍ରସ୍ତାବ ଦେଇଛି। ଇସ୍ରାଏଲ କହିଛି ଯେ ଯଦି ସମସ୍ତ ବନ୍ଧକଙ୍କୁ ଏକାଠି ମୁକ୍ତ କରାଯାଏ ଏବଂ ଗାଜାକୁ ନିରସ୍ତ୍ର...

ଲେବାନନରେ ଆତଙ୍କ ସୃଷ୍ଟି କଲା ଇସ୍ରାଏଲ, ୧୦୦୦ ରକେଟ୍‌ ଲଞ୍ଚର ବ୍ୟାରେଲ୍‌କୁ କଲା ନଷ୍ଟ

ଜେରୁଜେଲମ୍‌,୨୦ା୯: ଇରାନ ସମର୍ଥିତ ହେଜବୁଲ୍ଲାର ବିବାଦ ଥମିବା ପରି ମନେ ହେଉନାହିଁ। ଇସ୍ରାଏଲ ଉପରେ କ୍ଷେପଣାସ୍ତ୍ର ମାଡ଼ କଲାବେଳେ ସେ ପେଜର୍‌ ଏବଂ ଓ୍ବାକି-ଟକି ବିସ୍ଫୋରଣରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri