Posted inଖେଳ

କିଏ ସେ ‘ଶାହରୁଖ ଖାନ୍‌’; ୫ କୋଟି ୨୫ ଲକ୍ଷ ଟଙ୍କା ଦେଇ ଯାହାକୁ କିଣିଲେ ପ୍ରିତି ଜିଣ୍ଟା

ଚେନ୍ନାଇ,୧୯।୨: ଆଇପିଏଲ୍‌ ନିଲାମରେ ବହୁ ଖେଳାଳି ଅପ୍ରାତ୍ୟାଶିତ ମୂଲ୍ୟରେ ବିକ୍ରି ହୋଇଛନ୍ତି। ସେଥିମଧ୍ୟରୁ ବଲିଉଡ୍‌ ଷ୍ଟାରଙ୍କ ନାମଧାରୀ ସ୍ପିନ୍‌ ଅଲରାଉଣ୍ଡର ଶାହରୁଖ ଖାନ୍‌ ଅନ୍ୟତମ। ନିଲାମ ସମୟରେ ତାଙ୍କ ନାମ ଡକାଯିବା ପରେ ସେଠାରେ ଉପସ୍ଥିତ ଲୋକଙ୍କ ମୁହଁରେ ହସ ଥିଲା। ଏପରିକି ପଞ୍ଜାବ କିଙ୍ଗ୍ସ ୫.୨୫ କୋଟି ଟଙ୍କାରେ ତାଙ୍କୁ କିଣିବା ପରେ ଅଭିନେତ୍ରୀ ପ୍ରିତି ଜିଣ୍ଟା ବେଶ୍‌ ଖୁସି ନଜର ଆସିଥିଲେ। ତାମିଲନାଡ଼ୁର ଏହି ବ୍ୟାଟ୍ସମ୍ୟାନ୍‌ଙ୍କ ବେସ୍‌ ପ୍ରାଇସ୍‌ ୨୦ ଲକ୍ଷ ଟଙ୍କା ଥିଲା। ସେ ପ୍ରଥମ ପୂରଣ ହୋଇଛି।

୨୫ ବର୍ଷୀୟ ଏହି କ୍ରିକେଟରଙ୍କ ନାମ ମସୁଦ ଶାହରୁଖ ଖାନ୍‌। ୧୯୯୫ ମେ ୨୭ରେ ଚେନ୍ନାଇରେ ତାଙ୍କର ଜନ୍ମ ହୋଇଥିଲା। ବଲିଉଡ୍‌ ଷ୍ଟାରଙ୍କ ନାମ ଅନୁଯାୟୀ ତାଙ୍କ ନାମ ରଖା ଯାଇଥିଲା। ୨୦୧୪ରେ ତାମିଲନାଡ଼ୁପାଇଁ ବିଜୟ ହଜାରେ ଟ୍ରଫିରୁ ସେ ନିଜ କ୍ୟାରିୟର ଆରମ୍ଭ କରିଥିଲେ। ପରେ ସେ ରଣଜୀ ଟ୍ରଫି ଖେଳି ପ୍ରଥମ ଶ୍ରେଣୀ କ୍ରିକେଟରେ ନିଜର ଦକ୍ଷତା ପ୍ରତିପାଦନ କରିଥିଲେ। ନିକଟରେ ସୟଦ ମୁସ୍ତାକ ଅଲୀ ଟ୍ରଫିରେ ଜଣେ ଫିନିଶର ଭାବେ ଖେଳି ନିଜ ଦଳକୁ ଜିତାଇବାରେ ଶାହରୁଖ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରୋହିତ ଶର୍ମାଙ୍କ ବଡ଼ ରେକର୍ଡ ଭାଙ୍ଗିଦେଲେ ତିଳକ ବର୍ମା

ସେଞ୍ଚୁରିୟନ୍‌,୧୬।୧୧: ତିଳକ ବର୍ମା ଦକ୍ଷିଣ ଆଫ୍ରିକା ବିପକ୍ଷରେ ବିସ୍ଫୋରକ ପ୍ରଦର୍ଶନ କରି କ୍ରମାଗତ ଦ୍ୱିତୀୟ ଶତକ ହାସଲ କରିଛନ୍ତି। ଟି-୨୦ ସିରିଜର ଚତୁର୍ଥ ମ୍ୟାଚ୍‌ରେ ଟିମ...

ଦ୍ଵିତୀୟ ଥର ପାଇଁ ବାପା ହେଲେ ରୋହିତ ଶର୍ମା

ନୂଆଦିଲ୍ଲୀ,୧୬/୧୧: ଖୁସି ଖବର ଦେଲେ ଭାରତୀୟ କ୍ରିକେଟର ରୋହିତ ଶର୍ମା। ସେ ଦ୍ଵିତୀୟ ଥର ପାଇଁ ବାପା ହୋଇଛନ୍ତି। ତାଙ୍କ ସ୍ତ୍ରୀ ରିତିକା ଏକ ପୁତ୍ର...

ପାଞ୍ଚ ମ୍ୟାଚରେ ତିନି ଶତକ ସହିତ ଅନେକ ରେକର୍ଡ ଭାଙ୍ଗିଲେ ସାମସନ୍: ପଛରେ ପଡିଲେ ଧୋନୀ, ପନ୍ତ, ରାହୁଲ ଏବଂ ଇଶାନ୍

ନୂଆଦିଲ୍ଲୀ,୧୪ା୧୧: ଭାରତ ଏବଦଖିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଚାରି ମ୍ୟାଚ୍ ବିଶିଷ୍ଟ ଟି୨୦ ଅନ୍ତର୍ଜାତୀୟ ସିରିଜର ଚତୁର୍ଥ ମୁକାବିଲାରେ ଭାରତୀୟ ବ୍ୟାଟରମାନେ ଅନେକ ରେକର୍ଡ ଭାଙ୍ଗିଛନ୍ତି।...

ଖ୍ୟାତନାମା ବକ୍ସର ମାଇକ୍‌ ଟାଇସନ୍‌ କ’ଣ ମୁସଲମାନ? ୫ ହଜାର କୋଟି ରୋଜଗାର କରି ବି ହୋଇଛନ୍ତି ଦେବାଳିଆ, ଏବେ…

ନୂଆଦିଲ୍ଲୀ,୧୫।୧୧: ଦୁନିଆର ସର୍ବଶ୍ରେଷ୍ଠ ବକ୍ସରମାନଙ୍କ ମଧ୍ୟରେ ପରିଗଣିତ ହେଉଥିବା ମାଇକ ଟାଇସନ ୧୯ ବର୍ଷ ପରେ ବୃତ୍ତିଗତ ଭାବେ ପ୍ରତିଦ୍ୱନ୍ଦ୍ୱିତାକୁ ଓହ୍ଲାଇବେ। ନଭେମ୍ବର ୧୬ ରେ...

ବୁମ୍‌ରାଙ୍କ ସହ ୮୦୦୦ ଟଙ୍କାର ବାଜି ଲଗାଇଲେ ପନ୍ତ, ପରେ ଯାହା ଘଟିଲା…

ନୂଆଦିଲ୍ଲୀ,୧୫।୧୧: ବର୍ଡର-ଗାଭାସ୍କର ଟ୍ରଫିରେ ଅଷ୍ଟ୍ରେଲିଆର ମୁକାବିଲା ଲାଗି ଟିମ୍‌ ଇଣ୍ଡିଆ ଖୁବ୍‌ ଝାଳ ବୁହାଉଛି। ନଭେମ୍ବର ୨୨ରେ ଆରମ୍ଭ ହେବାକୁ ଥିବା ପର୍ଥ ଟେଷ୍ଟ ପୂର୍ବରୁ...

IPL ପୂର୍ବରୁ ଏହି ଟିମ୍‌ର ଅଧିନାୟକ ହେଲେ ପନ୍ତ! ୬ ଖେଳାଳିଙ୍କ ଉପରେ ୭୦ କୋଟି ଦାମ୍‌ ଲଗାଇଲା ପଞ୍ଜାବ

ନୂଆଦିଲ୍ଲୀ,୧୫।୧୧: ଆଇପିଏଲ୍‌ ୨୦୨୫ ପୂର୍ବରୁ ମେଗା ଅକ୍ସନର ଆୟୋଜନ ସାଉଦି ଆରବରେ କରାଯିବ। ନଭେମ୍ବର ୨୪ ଏବଂ ୨୫ ତାରିଖ ଏଥିଲାଗି ଚୟନ କରାଯାଇଛି। ଏଥର...

ଘୋଷଣା ହେଲା ଆଇପିଏଲ ୨୦୨୫ରେ ନିଲାମୀ ହେବାକୁ ଥିବା ଖେଳାଳିଙ୍କ ତାଲିକା

ମୁମ୍ବାଇ,୧୫ା୧୧: ବହୁ ପ୍ରତୀକ୍ଷିତ ଟାଟା ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍) ଖେଳାଳିଙ୍କ ନିଲାମ ତାଲିକା ପ୍ରକାଶ ପାଇଛି। ଆଗାମୀ ସିଜିନ୍ ପାଇଁ ସମୁଦାୟ ୫୭୪ ଖେଳାଳିଙ୍କ...

ପିଓକେ ଯିବ ନାହିଁ ଚାମ୍ପିୟନ୍ସ ଟ୍ରଫି, ଭାରତର ପ୍ରତିବାଦ ପରେ ଆଇସିସିର ନିଷ୍ପତ୍ତି

ନୂଆଦିଲ୍ଲୀ,୧୫ା୧୧: ଆସନ୍ତା ବର୍ଷ ପାକିସ୍ତାନ ଦ୍ୱାରା ଚାମ୍ପିଅନ୍ସ ଟ୍ରଫି ଆୟୋଜିତ ହେବ। ଏହା ପୂର୍ବରୁ ପ୍ରଚାର,ପ୍ରସାର ବା ସହର ପରିକ୍ରମା କରିବା ଆନ୍ତର୍ଜାତୀୟ କ୍ରିକେଟ୍ ପରିଷଦ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri