କିନ୍ନରଙ୍କୁ ମିଳିବ ଭତ୍ତା

ଭୁବନେଶ୍ୱର,୩।୭(ବ୍ୟୁରୋ): କିନ୍ନରମାନଙ୍କୁ ମଧୁବାବୁ ପେନ୍‌ସନ ଯୋଜନାରେ ମିଳିବ ଭତ୍ତା। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ବୟସାନୁସାରେ କିନ୍ନରମାନେ ୫୦୦ରୁ ୯୦୦ ପର୍ଯ୍ୟନ୍ତ ଭତ୍ତା ପାଇବେ। ଏନେଇ କିନ୍ନରମାନଙ୍କୁ ଆବେଦନ କରିବାକୁ ସାମାଜିକ ସୁରକ୍ଷା ମନ୍ତ୍ରୀ ଅଶୋକ ପଣ୍ଡା ଗୁରୁବାର କହିଛନ୍ତି। ଯୋଜନାରେ ରାଜ୍ୟର ପ୍ରାୟ ୬ହଜାର କିନ୍ନର ଉପକୃତ ହେବେ।

ପ୍ରକାଶ ଯେ, ମଧୁବାବୁ ପେନ୍‌ସନ ଯୋଜନା ହିତାଧିକାରୀଙ୍କୁ ଆଉ ୧ହଜାର ଲେଖାଏ ମିଳିବ। ରାଜ୍ୟର ୪୮ ଲକ୍ଷ ହିତାଧିକାରୀଙ୍କୁ ଏହି ଟଙ୍କା ମିଳିବ। ଏନେଇ ସାମାଜିକ ସୁରକ୍ଷା ମନ୍ତ୍ରୀ କହିଛନ୍ତି। ଟଙ୍କା ଆସିସାରିଛି, ଖୁବ୍‌ଶୀଘ୍ର ଦିଆଯିବାର ବ୍ୟବସ୍ଥା କରାଯିବ ବୋଲି ସେ କହିଛନ୍ତି। ପୂର୍ବରୁ ହିତାଧିକାରୀଙ୍କୁ ୪ ମାସ ପାଇଁ ୧ ହଜାର ଲେଖାଏ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ରେ ଚିକିତ୍ସା ପାଇଁ ଯାଉଥିଲେ: ସିଟ୍‌ରେ ଟଳିପଡ଼ିଲେ ବୃଦ୍ଧା

ଦିଗପହଣ୍ଡି,୧୦।୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ପୁରୁଣା ବସ୍‌ଷ୍ଟାଣ୍ଡରୁ ବ୍ରହ୍ମପୁର ଯାଉଥିବା ଏକ ଯାତ୍ରୀବାହୀ ବସ୍‌ରୁ ଶୁକ୍ରବାର ଜଣେ ବୃଦ୍ଧାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ବୃଦ୍ଧା...

‘ଫିଜି ମେଁ ଭାରତୀୟୋଁ କା ଇତିହାସ ତଥା ଉନ୍‌କା ଜୀବନ’ ଉନ୍ମୋଚିତ

ଭୁବନେଶ୍ୱର,୧୦ା୧(ଅନୁରାଧା ମହାରଣା): ପ୍ରବାସୀ ଭାରତୀୟ ଦିବସ ଅବସରରେ ବିଶିଷ୍ଟ ଲେଖିକା ତଥା ଶିକ୍ଷାବିତ୍‌ ଡ. ରେଖା ଚତୁର୍ବେଦୀଙ୍କ ପୁସ୍ତକ ‘ଫିଜି ମେଁ ଭାରତୀୟୋଁ କା ଇତିହାସ...

ବିବାହ ବିଚ୍ଛେଦ ମାମଲାକୁ ନେଇ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ମାମଲା ବିଚାରାଧୀନ ଥିଲେ ଜଣେ ନେଇପାରିବେ…

କଟକ,୧୦ା୧: ବିବାହ ବିଚ୍ଛେଦ ମାମଲାରେ ହାଇକୋର୍ଟ ଶୁକ୍ରବାର ଏକ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରକାଶ କରିଛନ୍ତି। କୋର୍ଟ କହିଛନ୍ତି, ମାମଲା ବିଚାରାଧୀନ ଥିବାବେଳେ ଜଣେ ଏକପାଖିଆ ସମ୍ମତି...

ସ୍ବାମୀଙ୍କ ସହ ଜେଲ୍‌ ଗଲେ ସହଦେବ ହତ୍ୟାଘଟଣାର ମାଷ୍ଟରମାଇଣ୍ଡ୍‌ ଲିପିକା

ଭୁବନେଶ୍ୱର,୧୦ା୧: ବ୍ରାଉନଗୁଗାର ବିକ୍ରି  ଏବଂ ରସୁଲଗଡ଼ ବ୍ରିଜ୍‌ ଉପରେ ସହଦେବ ନାୟକଙ୍କୁ ହତ୍ୟା କରିବା ଘଟଣାର ମାଷ୍ଟରମାଇଣ୍ଡ୍‌ ଲିପିକା ନାୟକଙ୍କୁ ମଞ୍ଚେଶ୍ୱର ଥାନା ପୋଲିସ ବାନ୍ଧିଛି।...

ଅନାସ୍ଥା ଭୋଟ ପୂର୍ବରୁ ନବ ଦାସଙ୍କ ପୁଅ ବିଶାଲଙ୍କୁ ଅଟକ ରଖିଲା ପୋଲିସ

ଝାରସୁଗଡା,୧୦।୧: ଛତିଶଗଡ଼ରେ ସ୍ବର୍ଗତ ନବ ଦାସଙ୍କ ପୁଅ ବିଶାଲ ଦାସଙ୍କୁ ଅଟକ ରଖାଯାଇଛି। ଛତିଶଗଡ଼ ମହାସମୁଦ ଜିଲା ସରେଇପାଲି ଥାନାରେ ସେ ଅଟକ ରହିଛନ୍ତି। ବିଶାଲଙ୍କ...

ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ପାଇଁ ନୂଆ ବ୍ୟବସ୍ଥା…ଜାଣନ୍ତୁ କ’ଣ

ଭୁବନେଶ୍ୱର, ୧୦ା୧(ସୁନିତ୍‌ ମିଶ୍ର):ସୁଭଦ୍ରା ଯୋଜନାରୁ ଅପ୍‌ଟ ଆଉଟ ହୋଇଥିବା ହିତାଧିକାରୀଙ୍କ ପାଇଁ ନୂଆ ବ୍ୟବସ୍ଥା କରାଯାଉଛି। ଯେଉଁ ହିତାଧିକାରୀମାନେ ଭୁଲ୍‌ରେ ଅପଟ୍‌ ଆଉଟ ହୋଇଯାଇଥିଲେ ସେମାନେ...

କଶ୍ମୀର ଉପତ୍ୟକାରେ ଗଡ଼ିବ ବନ୍ଦେ ଭାରତ ଏକ୍ସପ୍ରେସ୍‌

ଭୁବନେଶ୍ୱର,୧୦ା୧(ଅନୁରାଧା ମହାରଣା):କଶ୍ମୀରର ସୁନ୍ଦର ଉପତ୍ୟକାରେ ବନ୍ଦେ ଭାରତ ଏକ୍ସପ୍ରେସ୍‌ ଟ୍ରେନ୍‌ ଚଳାଇବା ପାଇଁ ଭାରତୀୟ ରେଳ ପ୍ରସ୍ତୁତି ଶେଷ କରିଛି। ଏହି ଟ୍ରେନ୍‌ ଚଳାଚଳର ଶୁଭାରମ୍ଭ...

ସ୍ବାମୀ ସାଜିଲେ ସଇତାନ: ସାମାନ୍ୟ କଥାରେ ଗର୍ଭବତୀ ସ୍ତ୍ରୀଙ୍କ ବେକକୁ ଧାନକଟା ଦା’ରେ କାଟିଦେଲେ…

ପାତ୍ରପୁର, ୯ା୧(ଉମା ଚରଣ ନେପାକ)- ଜରଡା ଥାନା ସାମନ୍ତିଆପଲ୍ଲୀ ପଞ୍ଚାୟତ ଅନ୍ତର୍ଗତ ମୁଣ୍ଡକେରି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି l ସାମାନ୍ୟ କଥାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri