ବିଜୁ ଛାତ୍ର ଜନତା ଦଳରୁ ଇସ୍ତଫା ଦେଲେ କିରଣ, କହିଲେ ଏହି ବଡ଼ କାରଣ…

ଭବାନୀପାଟଣା,୨୫ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ବିଜୁ ଛାତ୍ର ଜନତା ଦଳ (ବିସିଜେ)ରୁ ବୁଧବାର ଇସ୍ତଫା ଦେଇଛନ୍ତି ଯୁବ ନେତା କିରଣ କୁମାର ପ୍ରଧାନୀ। ସେ ତାଙ୍କ ଇସ୍ତଫାପତ୍ରକୁ ଜିଲା ଛାତ୍ର ସଭାପତି ଅଜିତ କୁମାର ସାହୁଙ୍କୁ ପ୍ରେରଣ କରିଛନ୍ତି। ଗତ ୨୦୧୪ରୁ ସେ ବିଜୁ ଛାତ୍ର ଜନତା ଦଳର ଜିଲା ସୋସିଆଲ ମିଡିଆ ଦାୟିତ୍ୱ ତୁଲାଇଥିବା ବେଳେ ବିଜେଡିର ପ୍ରାଥମିକ ସଦସ୍ୟ ମଧ୍ୟ ରହିଥିଲେ। ଗତ ବର୍ଷେ ହେଲା ଦଳ ତାଙ୍କୁ ଜାଣିଶୁଣି ଅବହେଳା କରୁଥିବାରୁ ଶେଷରେ ସେ ଦଳ ଛାଡ଼ିଥିବା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାଲକାନଗିରିକୁ ହରାଇଲା ସମ୍ବଲପୁର, ବରଗଡ଼-କେନ୍ଦୁଝର ମ୍ୟାଚ୍‌ ଅମୀମାଂସିତ

ବରଗଡ଼,୨୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲେଙ୍ଗୁ ମିଶ୍ର ଷ୍ଟାଡିୟମ୍‌ରେ ବୁଧବାର ୬୩ତମ ଆନ୍ତଃଜିଲା ସାହାଣୀ କପ୍‌ ଫୁଟବଲ ପ୍ରତିଯୋଗିତା(ସାହାଣୀ କପ୍‌) ଉଦ୍‌ଘାଟିତ ହୋଇଯାଇଛି। ଫୁଟ୍‌ବଲ୍‌ ଆସୋସିଏଶନ ଅଫ୍‌...

୫୦ କେଜିରୁ ଊର୍ଦ୍ଧ୍ୱ ତମ୍ବା ତାର ଚୋରି: ୩ ଗିରଫ, ୭ ଫେରାର

ଛତ୍ରପୁର,୨୫ା୯(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧୀନ ଟାଟା ଇଣ୍ଡଷ୍ଟ୍ରିଆଲ୍‌ ପରିସରରେ ଥିବା ଦୀପ ଫର୍ଟିଲାଇଜର ଫ୍ଲାଟ୍‌ ପରିସରରୁ ଅଗଷ୍ଟ ୩୧ ରାତିରେ ୬୦...

ଦରମା ନ ମିଳିବାରୁ କାର୍ଯ୍ୟବନ୍ଦ ଆନ୍ଦୋଳନ, ବିଡିଓଙ୍କୁ ଦେଲେ ଦାବିପତ୍ର

ଭବାନୀପାଟଣା,୨୫ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକର ବିଭିନ୍ନ ପଞ୍ଚାୟତରେ କାର୍ଯ୍ୟରତ ସିଆରପି,ଏମ୍‌ବିକେ, ବ୍ୟାଙ୍କମିତ୍ର, ପ୍ରାଣୀମିତ୍ର, କୃଷିମିତ୍ର ଓ ଏଲ୍‌ଏସ୍‌ପିଙ୍କୁ ଗତ ୬ ମାସ...

୧୦ ଦଫା ଦାବିରେ ନର୍ସିଂ ଅଫିସରଙ୍କ ଆନ୍ଦୋଳନ, ସମାଧାନ ନ ହେବା ଯାଏ…

ଭବାନୀପାଟଣା,୨୫ା୯(ଉତ୍ତମ କୁମାର ଦାଶ): ରାଜ୍ୟ ସଂଘର ଆହ୍ବାନ କ୍ରମେ ବୁଧବାର କଳାହାଣ୍ଡି ଜିଲାରେ ମଧ୍ୟ ଓଡ଼ିଶା ନର୍ସିଂ ଅଫିସରମାନେ ୧୦ ଦଫା ଦାବି ନେଇ ଆନ୍ଦୋଳନକୁ...

ଲୋକଙ୍କ ନିକଟତର ହୋଇ କାର୍ଯ୍ୟ କରିବାକୁ ବିଧାୟକ ଦେଲେ ଗୁରୁମନ୍ତ୍ର

ପୁରୁଷୋତ୍ତମପୁର,୨୫ା୯(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଭୂତସିଙ୍ଗି ପଞ୍ଚାୟତର କଇଠଡ଼ା ଗ୍ରାମରେ ଭାଜପାର ସାଂଗଠନିକ ବୈଠକ ଯୁବନେତା ସୀତାରାମ ପାଣିଗ୍ରାହୀଙ୍କ ସଂଯୋଜନାରେ ବୁଧବାର ଅନୁଷ୍ଠିତ...

ବିଦ୍ୟାଳୟ ଛାତରୁ ଖସିଲା ପ୍ଲାଷ୍ଟର: ଛାତ୍ର ଆହତ, ଧାରଣାରେ ବସିଲେ ଅଭିଭାବକ

ମୋରଡ଼ା,୨୫ା୯(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଭାଲିଆଡିହା ପଞ୍ଚାୟତର ଝିଲିରୀବଣି ସରକାରୀ ପ୍ରାଥମିକ ବିଦ୍ୟାଳୟର ଅଭିଭାବକ ଓ ପରିଚାଳନା କମିଟି ସଦସ୍ୟମାନେ ବୁଧବାର...

ଭାଇ ହତ୍ୟାକାରୀଙ୍କ ଗିରଫ ଦାବି କରି ମା-ବାପାଙ୍କ ସହ ଥାନା ସମ୍ମୁଖରେ ଧାରଣାରେ ବସିଲେ ଭଉଣୀ

ସାଲେପୁର,୨୫ା୯(ଅରବିନ୍ଦ ଭୂୟାଁ): ମୃତ ଭାଇଙ୍କ ହତ୍ୟାକାରୀମାନଙ୍କୁ ଗିରଫ କରି କଠୋରରୁ କଠୋର ଦଣ୍ଡ ବିଧାନ ଦାବି କରି କଟକ ଜିଲା ସାଲେପୁର ଥାନା ସମ୍ମୁଖରେ ମା’-ବାପାଙ୍କ...

ଭରତପୁର ପରେ ପୁଣି: ଥାନାବାବୁଙ୍କ ନାଁରେ ଆସିଲା ସଙ୍ଗୀନ ଅଭିଯୋଗ, ମହିଳା କର୍ମଚାରୀଙ୍କୁ…

ରାଉରକେଲା,୨୫।୯: ପୁଣି ଖାକିରେ ଲାଗିଲା କଳଙ୍କ। ଥାନାବାବୁ ନାଁରେ ଆସିଛି ସଙ୍ଗୀନ ଅଭିଯୋଗ। ଭରତପୁର ଆଦର୍ଶ ଥାନା ପରେ ରାଉରକେଲା ବଣ୍ଡମୁଣ୍ଡା ଥାନାରେ ମହିଳାଙ୍କୁ ଅସଦାଚରଣ।...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri