ଇସ୍ତଫା ଦେଲେ କିରିକୁଟି ସରପଞ୍ଚ

ଦାରିଙ୍ଗବାଡ଼ି,୩୦ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କିରିକୁଟି ପଞ୍ଚାୟତର ସରପଞ୍ଚ ଅଶୋକ ପ୍ରଧାନ ସରପଞ୍ଚ ପଦରୁ ଶନିବାର ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫାପତ୍ର ସ୍ଥାନୀୟ ବିଡିଓ ଗଦାଧର ପାତ୍ରଙ୍କୁ ଦେଇଛନ୍ତି।

ପ୍ରକାଶ ଯେ, ଅଶୋକ ଜଣେ ଉଚ୍ଚ ଶିକ୍ଷିତ ଅନୁସୂଚିତ ଜନଜାତି ସମ୍ପ୍ରଦାୟର ଯୁବନେତା ଭାବେ ଅଞ୍ଚଳରେ ବହୁତ ଦିନ ଧରି ଲୋକଙ୍କ ସେବା କରି ଆସୁଥିଲେ। ପରେ ସେ ଲୋକଙ୍କ ନିବେଦନ ପରେ କିରିକୁଟି ସରପଞ୍ଚ ଭାବେ ପ୍ରାର୍ଥିପତ୍ର ଦାଖଲ କରି ନିର୍ବାଚନରେ ବିଜୟ ଲାଭ କରି ଅଞ୍ଚଳର ଜନସେବା କରିଥିଲେ। ପରବର୍ତ୍ତୀ ସମୟରେ ସେ ବିଜେଡିରେ ସାମିଲ ହୋଇଥିଲେ। ତେବେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗରେ ଏବେ ଶିକ୍ଷକ ଭାବେ ମନୋନୀତ ହେବା ପରେ ସେ ସରପଞ୍ଚ ପଦରୁ ଇସ୍ତଫା ଦେଇଛନ୍ତି। ସେ ପୁରୀ ଜିଲା କଣାସରେ କାର୍ଯ୍ୟରେ ଯୋଗ ଦେବେ ବୋଲି କହିଛନ୍ତି। ତାଙ୍କ ଇସ୍ତଫାପତ୍ରକୁ ଗ୍ରହଣ କରି ବାଲିଗୁଡ଼ା ଉପଜିଲାପାଳଙ୍କ ନିକଟକୁ ପଠାଯିବ ବୋଲି କହିଛନ୍ତି। ସ୍ଥାନୀୟ ବିଡିଓ ଗଦାଧର ପାତ୍ର। ଅଶୋକ ଇସ୍ତଫା ଦେବା ପରେ କିରିକୁଟିରେ ସରପଞ୍ଚ ପଦବୀ ଖାଲି ରହିବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଜିଗଡ଼ରେ ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ

ଲାଞ୍ଜିଗଡ, ୨ା୪(ରମେଶ ଚନ୍ଦ୍ର ନାୟକ): ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁରସ୍ଥିତ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପ୍ରାଙ୍ଗଣରେ ବୁଧବାର ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ...

Japan Earthquake: ଭୂକମ୍ପ ଝଟ୍‌କାରେ ପୁଣି ଥରିଲା ଜାପାନ, ୬.୦ ତୀବ୍ରତା ଯୋଗୁ ଲୋକେ ଆତଙ୍କିତ

ଟୋକିଓ,୨।୪: ମଙ୍ଗଳବାର ରାତିରେ ଜାପାନର କ୍ୟୁଶୁ ଦ୍ୱୀପରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ନ୍ୟାଶନାଲ ସେଣ୍ଟର ଫର୍‌ ସିସମୋଲୋଜି (NCS) ଅନୁଯାୟୀ, ରିକ୍ଟର ସ୍କେଲରେ...

ସାବଧାନ! ଆଇସକ୍ରିମ-କୋଲ୍ଡ ଡ୍ରିଙ୍କ୍ସରେ ମିଳିଲା ଡିଟରଜେଣ୍ଟ ପାଉଡର, ହାଡ଼ ଦୁର୍ବଳ କରୁଥିବା ରାସାୟନିକ ପଦାର୍ଥ

କଟକ,୨।୪: କର୍ଣ୍ଣାଟକର ଖାଦ୍ୟ ସୁରକ୍ଷା ଏବଂ ଔଷଧ ପ୍ରଶାସନ ବିଭାଗ (FDA) ଦ୍ୱାରା ଏକ ଆଶ୍ଚର୍ଯ୍ୟଜନକ ଖାଦ୍ୟ ସୁରକ୍ଷା ତଦନ୍ତରେ ବେଙ୍ଗାଲୁରୁରେ ଆଇସକ୍ରିମ ଏବଂ ଥଣ୍ଡା...

ବେଆଇନ ମଦ କାରବାର ବିରୋଧରେ ଜନ ଆନ୍ଦୋଳନ: ୪ ମଦ ଦୋକାନ ସିଲ କଲା ପୋଲିସ

ଦିଗପହଣ୍ଡି/ସାନଖେମୁଣ୍ଡି,୨।୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମର ମେଡ଼ିକାଲ ଛକ, ବଜାର ଛକ ସମେତ ଗାଁ’ର ଗଳିକନ୍ଦିରେ ବେଆଇନ ଭାବେ...

ପାର୍ବତୀ ଗିରି ବୃହତ ଉଠା ଜଳସେଚନ ପ୍ରକଳ୍ପରେ ତାଲା: ତେଜିଲା ଚାଷୀ ଅସନ୍ତୋଷ, ଆନ୍ଦୋଳନ ଚେତାବନୀ

ବରଗଡ଼, ୨।୪(ପ୍ରେମାନନ୍ଦ ଖମାରୀ) – ଅଣଜଳସେଚିତ ଅଞ୍ଚଳର ଚାଷଜମିକୁ ପାଣି ମଡାଇବା ପାଇଁ ପାର୍ବତୀ ଗିରି ଉଠା ଜଳସେଚନ ପ୍ରକଳ୍ପ କାର୍ଯ୍ୟକାରୀ ହୋଇଥିଲା। ମାତ୍ର ଜିଲାର...

ଦେଶବ୍ୟାପୀ UPI ଡାଉନ୍: ପେମେଣ୍ଟ କରିବାକୁ ସମସ୍ୟାର ସମ୍ମୁଖୀନ ହେଉଛନ୍ତି ୟୁଜର

ନୂଆଦିଲ୍ଲୀ,୨।୪: UPI ସର୍ଭର ଡାଉନ ହେବାରୁ ଦେଶବ୍ୟାପୀ ଅନଲାଇନ୍ ପେମେଣ୍ଟ କରିବାରେ ୟୁଜରମାନେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଗୁଗୁଲ୍ ପେ, ପେଟିଏମ୍ ଏବଂ ଷ୍ଟେଟ୍ ବ୍ୟାଙ୍କ...

ମା’ ପଦ୍ମାବତୀ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ନିମନ୍ତେ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି,୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଡା ଗ୍ରାମରେ ବିରାଜିତ ମା ’ ପଦ୍ମାବତୀ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ନିମନ୍ତେ ବୁଧବାର ଅସ୍ଥାୟୀ...

ରାଜସ୍ବ କମିଶନରଙ୍କ ଦିଗପହଣ୍ଡି ଗସ୍ତ: ସଚେତନତା ରଥ ଉଦ୍‌ଘାଟନ, ଖଡ଼ିଛୁଆଁ କାର୍ଯ୍ୟକ୍ରମର କଲେ ଶୁଭାରମ୍ଭ

ଦିଗପହଣ୍ଡି,୨ା୪(ଅଶେଷ ନାଥ ମିଶ୍ର): ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର ରୂପା ରୋସନ ସାହୁ ବୁଧବାର ଦିଗପହଣ୍ଡି ଗସ୍ତ କରି ଫେରିଛନ୍ତି। ସେ ଦିଗପହଣ୍ଡି ସହରର ମଧୁବିଦ୍ୟାପୀଠ ପ୍ରାଥମିକ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image