କୀର୍ତ୍ତିି ଭାସନ ଭି.ହେଲେ ଡିଆର୍‌ଡିଏ ପିଡି

ଛତ୍ରପୁର,୧୯ ।୬(ଡି.ଏନ.ଏ.)- ଗଞ୍ଜାମ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା (ଡିଆରଡିଏ) ର ନୂତନ ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ଭି.କୀର୍ତ୍ତୀ ଭାସନ ଶନିବାର ଅପରାହ୍ନରେ କାର୍ଯ୍ୟରେ ଯୋଗ ଦେଇଛନ୍ତି ା ଏଠାରେ ଥିବା ଡିଆରଡିଏ ପିଡି ସିନ୍ଧେ ଦତାତ୍ରୟ ଭାଉସାହେବଙ୍କଠାରୁ ସେ ଦାୟିତ୍ୱ ଗ୍ରହଣ କରିଥିଲେ ା ସେ ୨୦୧୮ ବ୍ୟାଚ୍‌ର ଆଇଏଏସ୍‌ ଏବଂ ୨୦୨୦ ରୁ ବ୍ରହ୍ମପୁର ଉପଜିଲାପାଳ ଭାବେ କାର୍ଯ୍ୟ କରୁଥିଲେ ା ଡିଆରଡିଏର ଅଧିକାରୀ ଓ କର୍ମଚାରୀ ତାଙ୍କୁ ପୁଷ୍ପ ଗୁଛ ଦେଇ ସ୍ବାଗତ ସମ୍ବର୍ଦ୍ଧନା ଦେଇଥିଲେ ା ଏଠାରେ ଥିବା ଡିଆରଡିଏ ପିଡି ଭାଉସାହେବଙ୍କ ବାଲେଶ୍ୱର ଜିଲାପାଳ ଭାବେ ବଦଳି ହୋଇଛି ା


Enter your email to get our daily news in your inbox.

All Right Reserved By Dharitri.Com

କାର୍ତ୍ତିକ ପୂର୍ଣ୍ଣିମାରେ ବୋଇତ ବନ୍ଦାଣ: ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ଼

ବୁଗୁଡ଼ା,୧୫।୧୧(କାଳିଚରଣ ଦାଶ): ଧର୍ମ ମାସ କାର୍ତ୍ତିକ ପୂର୍ଣ୍ଣିମାରେ ବୁଗୁଡ଼ା ଅଞ୍ଚଳର ବାଘୁଆ ନଦୀ ଏବଂ ବିଭିନ୍ନ ପୁଷ୍କରିଣୀରେ ବୋଇତ ବନ୍ଦାଣ ପର୍ବ ପାଳନ ସାଙ୍ଗକୁ ଠାକୁର...

ଗଞ୍ଜାମ ଏନ୍‌ଏସିର ବିଚିତ୍ର ନୀତି: ଆହାର କେନ୍ଦ୍ର ସମ୍ମୁଖରେ ଡମ୍ପିଂୟାର୍ଡ

ଗଞ୍ଜାମ,୧୫ା୧୧(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସିରେ ଦିନକୁ ଦିନ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ ହେବାରେ ଲାଗିଛି। ଶୁକ୍ରବାର ସହରବାସୀ ପବିତ୍ର କାର୍ତ୍ତିକ ମାସ ଶେଷ ବ୍ରତ ପୂଜା...

ଓଡ଼ିଶାର ୨୪ ଉପକୂଳ ଗ୍ରାମକୁ ମିଳିଲା ସୁନାମି ପ୍ରସ୍ତୁତ ଟ୍ୟାଗ୍

ଭୁବନେଶ୍ୱର,୧୪।୧୧: ଇଣ୍ଡୋନେସିଆରେ ଅନୁଷ୍ଠିତ ଦ୍ୱିତୀୟ ଗ୍ଲୋବାଲ ସୁନାମି ସମ୍ମିଳନୀରେ ଓଡିଶାର ୬ ଟି ଜିଲାର ୨୪ ଟି ସୁନାମି ପ୍ରବଣ ଉପକୂଳବର୍ତ୍ତୀ ଗ୍ରାମଗୁଡିକୁ ମିଳିତ ଜାତିସଂଘର...

ହୋଟେଲ ବୟରୁ ବନିଥିଲେ ନକଲି ଡାକ୍ତର: ଧରାପଡି ଜେଲ୍ ଗଲେ

ବ୍ରହ୍ମପୁର,୧୪।୧୧ (ସୁବାସ ଚନ୍ଦ୍ର ପାଢ଼ୀ): ପୂର୍ବରୁ ଵ୍ରହ୍ମପୁର ପୋଲିସ ଗେଟ ବଜାର ମିତ୍ର ସାହିରେ କ୍ରିଷ୍ଣା ପାଇଲ୍ସ କ୍ଲିନିକ ଖୋଲିଥିବା ଜଣେ ନକଲି ଆୟୁର୍ବେଦିକ ଡାକ୍ତରଙ୍କୁ...

ନିର୍ବନ୍ଧ ଭୋଜିରେ ଦାଦା-ପୁତୁରା ଲାଗିଗଲେ କଳି: ଚୋଟ ଖାଇଲେ ମଧ୍ୟସ୍ଥି

ଧରାକୋଟ,୧୪ା୧୧(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ଥାନା ଅଧୀନ ଜଗମୋହନ ପଞ୍ଚାୟତ ନାରାୟଣପୁର ଶାସନ ଗ୍ରାମରେ ଏକ ନିର୍ବନ୍ଧ ଭୋଜିରେ ଛୁରାମାଡ଼ ହେବାରୁ ଜଣେ...

ସତ ହେଲା ଧରିତ୍ରୀରେ ପ୍ରକାଶିତ ଖବର: ତାରାତାରିଣୀ ମନ୍ଦିର ଚୋରି ଘଟଣାରେ ସେବାୟତ, ସୁରକ୍ଷାକର୍ମୀ ଗିରଫ

ପୁଷୋତ୍ତମପୁର,୧୪।୧୧: ଗଞ୍ଜାମ ଜିଲାର ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିରରୁ ମାଙ୍କ ରୁପା ଅଳଙ୍କାର ଚୋରି ସହ ହୁଣ୍ଡିକୁ ଭାଙ୍ଗି ସେଥିରେ ଥିବା ଭକ୍ତଙ୍କ ଦାନ ଟଙ୍କା...

କୋର୍ଟରେ ହାଜର ହେଲେ ଏମ୍‌ପି ପ୍ରଦୀପ, ପାଠକ ବାପପୁଅ

ବ୍ରହ୍ମପୁର, ୧୪ା୧୧ (ସୁବାସ ଚନ୍ଦ୍ର ପାଢ଼ୀ): ଟାଟା ମୋଟର୍ସରେ ଚାକିରି ଦେବାକୁ କହି ଏକାଧିକ ଯୁବକଙ୍କଠାରୁ ଟଙ୍କା ଠକେଇ ମାମଲାରେ ବ୍ରହ୍ମପୁର ଏମ୍‌ପି ପ୍ରଦୀପ ପାଣିଗ୍ରାହୀ...

ଅଧ୍ୟକ୍ଷ ଦାୟିତ୍ୱ ନେଲେ ଉପାଧ୍ୟକ୍ଷ କୃଷ୍ଣଚନ୍ଦ୍ର ପଣ୍ଡା, କହିଲେ ସହରର ବିକାଶ ଲାଗି…

ପୁରୁଷୋତ୍ତମପୁର,୧୩ା୧୧: ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସି ଅଧକ୍ଷ ଭାବରେ ଉପାଧ୍ୟକ୍ଷ କୃଷ୍ଣଚନ୍ଦ୍ର ପଣ୍ଡା ବୁଧବାର ସନ୍ଧ୍ୟାରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ଅଧ୍ୟକ୍ଷ ଭାବରେ ଦାୟିତ୍ୱ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri