ମାଟିରେ ମିଶିଲା କିଶୋର ଭାଇନାଙ୍କ ମଟନ ହୋଟେଲ

ଭୁବନେଶ୍ୱର,୧୬ା୯(ବ୍ୟୁରୋ): ରାଜଧାନୀର ପ୍ରସିଦ୍ଧ କିଶୋର ଭାଇନାଙ୍କ ମଟନ ହୋଟେଲ ଶୁକ୍ରବାର ମାଟିରେ ମିଶିଛି। ଅପମିଶ୍ରିତ ଖାଦ୍ୟ ପ୍ରସ୍ତୁତି ନେଇ ବିଏମ୍‌ସି ପକ୍ଷରୁ ଆଜି କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ବିଏମ୍‌ସି ପକ୍ଷରୁ ବୁଧବାର ଦୋକାନ ସିଲ୍‌ କରାଯାଇଥିବା ବେଳେ ଗୁରୁବାର ପୁଣି ଦୋକାନ ଖୋଲିଥିଲେ ମାଲିକ। ତେବେ ଆଜି ଏହାକୁ ସମ୍ପୂର୍ଣ୍ଣ ଭାଙ୍ଗି ଦିଆଯାଇଛି।

ସୂଚନାଯୋଗ୍ୟ, ଦୂରଦର୍ଶନ ନିକଟରେ ଥିବା କିଶୋର ଭାଇନାଙ୍କ ହୋଟେଲରେ ଅପମିଶ୍ରିତ ଖାଦ୍ୟ ପଦାର୍ଥ ବିକ୍ରି ହେଉଥିବା ଅଭିଯୋଗ ହୋଇଆସୁଥିଲା। ବାସି ଖାଦ୍ୟ ପରସା ଯିବା ସହ ଗ୍ରାହକଙ୍କୁ ଆକୃଷ୍ଟ କରିବା ପାଇଁ ଖାଦ୍ୟରେ ରଙ୍ଗ ମିଶା ଯାଉଥିଲା। ଅଭିଯୋଗକୁ ଭିତ୍ତିକରି ବିଏମ୍‌ସି ପକ୍ଷରୁ ଚଢ଼ାଉ କରାଯାଇ ଦୋକାନର ଲାଇସେନ୍ସ ବାତିଲ କରିବା ସହ ଜରିମାନା ମଧ୍ୟ କରାଯାଇଥିଲା। କିନ୍ତୁ ଗତକାଲି ଦୋକାନ ଖୋଲି ଗ୍ରାହକଙ୍କୁ ଖାଦ୍ୟ ଖାଇବାକୁ ଦିଆଯାଇଥିଲା। ଆଜି ଦୋକାନକୁ ସମ୍ପୂର୍ଣ୍ଣ ଭାଙ୍ଗି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଛି ବାଘ-ଛେଳି ଖେଳ

ବାରିପଦା,୨୫ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ପଶ୍ଚିମବଙ୍ଗର ପୁରୁଲିଆ ଜିଲା ରାଇକିଆ ପାହାଡ଼ ସଂଲଗ୍ନ କ୍ୱିଲାପାଳ ଜଙ୍ଗଲରେ ବୁଲୁଥିବା ମହାବଳ ବାଘୁଣୀ ଜିନ୍ନତକୁ ଧରିବା ପାଇଁ ବନ ବିଭାଗ...

ଚାଷୀଙ୍କୁ ଘାରିଛି ଅଦିନିଆ ବର୍ଷା, ବିଲରେ ଲୋଟିଛି ପାଚିଲା ଧାନ

ଭୁବନେଶ୍ୱର,୨୫ା୧୨(ଅନିଲ ଦାସ): ଗତ କିଛିଦିନ ଧରି ରାଜ୍ୟରେ ଲଘୁଚାପ ଓ ଗୁରୁଚାପ ଜନିତ ବର୍ଷା ଲାଗି ରହିଛି। ଉପକୂଳ ଓଡ଼ିଶାରେ ପାଚିଲା ଧାନ ପାଣି ବିଲରେ...

ମାର୍ଚ୍ଚ ସୁଦ୍ଧା ସବୁ ଥାନାରେ ସିସିଟିଭି କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ

କଟକ,୨୫ା୧୨ (କାର୍ତ୍ତିକ ସାହୁ): ରାଜ୍ୟର ସମସ୍ତ ଥାନା ଓ ଫାଣ୍ଡିରେ ୨୦୨୫ ମାର୍ଚ୍ଚ ୩୧ ସୁଦ୍ଧା ସିସିଟିଭି ବ୍ୟବସ୍ଥା କାର୍ଯ୍ୟକ୍ଷମ କରାଇବାକୁ ହାଇକୋର୍ଟ ମଙ୍ଗଳବାର ନିର୍ଦ୍ଦେଶ...

୯ ରେ ପ୍ରଧାନମନ୍ତ୍ରୀ, ୧୦ରେ ରାଷ୍ଟ୍ରପତି ଆସିବେ

ଭୁବନେଶ୍ୱର,୨୫ା୧୨(ଅନିଲ ଦାସ): ଭୁବନେଶ୍ୱର ଜନତା ମଇଦାନରେ ଜାନୁଆରୀ ୮ରୁ ୧୦ ମଧ୍ୟରେ ହେବାକୁ ଥିବା ପ୍ରବାସୀ ଭାରତୀୟ ଦିବସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ରାଷ୍ଟ୍ରପତି...

୬ ବର୍ଷର ଝିଅକୁ ଝୁଣି ମାରିଦେଲେ କୁକୁର

ବୋରିଗୁମ୍ମା, ୨୪।୧୨(ବିଜୟ ସାହୁ): କୋରାପୁଟ ଜିଲା ବୋରିଗୁମ୍ମା ଥାନା ଅଧୀନ ପୁପୁଗାଁରେ ଏକ ୬ବର୍ଷର ଶିଶୁକନ୍ୟାଙ୍କୁ ବୁଲା କୁକୁରମାନେ କାମୁଡ଼ିକାମୁଡ଼ି ମାରିଦେଇଥିବା ଜଣାପଡ଼ିଛି। ମୃତକ ହେଲେ...

ଡିସେମ୍ବର ୩୦ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ

ଭୁବନେଶ୍ୱର,୨୪ା୧୨: ଆଗାମୀ ଡିସେମ୍ବର ୩୦ ତାରିଖ ସୋମବାରରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ...

ଇସ୍ତଫା ଦେଲେ ରଘୁବର ଦାସ, ରାଜନୀତିକୁ ପୁଣି ଫେରିବେ!

ଭୁବନେଶ୍ୱର,୨୪।୧୨: ଓଡ଼ିଶାର ରାଜ୍ୟପାଳ ପଦରୁ ଇସ୍ତଫା ଦେଇଛନ୍ତି ରଘୁବର ଦାସ। ତାଙ୍କ ସ୍ଥାନରେ ହରି ବାବୁ କମ୍ଭମପତି ନୂଆ ରାଜ୍ୟପାଳ ନିଯୁକ୍ତି ହୋଇଛନ୍ତି। ରଘୁବରଙ୍କ ଇସ୍ତଫା...

ଡା. ହରିବାବୁ କମ୍ଭମ୍ପତି ଓଡ଼ିଶାର ନୂଆ ରାଜ୍ୟପାଳ

ନୂଆଦିଲ୍ଲୀ, ୨୪ା୧୨: ବଦଳିଲେ ଓଡ଼ିଶାର ରାଜ୍ୟପାଳ ରଘୁବର ଦାସ। ମିଜୋରାମର ରାଜ୍ୟପାଳ ଡା. ହରି ବାବୁ କମ୍ଭମ୍ପତିଙ୍କୁ ଓଡିଶାରବ ନୂତନ ରାଜ୍ୟପାଳ ଭାବେ ନିଯୁକ୍ତ କରାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri