କିଟ୍‌ ପୁରୁଷ ଦଳର ବିଜୟ ଅଭିଯାନ

ଭୁବନେଶ୍ୱର, ୨୬।୧୧ (କ୍ରୀଡ଼ା ପ୍ରତିନିଧି): ବାରିପଦାରେ ଚାଲିଥିବା ପୂର୍ବାଞ୍ଚଳ ଆନ୍ତଃ ବିଶ୍ୱବିଦ୍ୟାଳୟ କବାଡ଼ି ଟୁର୍ନାମେଣ୍ଟରେ କିଟ୍‌ ପୁରୁଷ ଦଳ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ଶୁକ୍ରବାର କିଟ୍‌ ଦଳ ମଧ୍ୟପ୍ରଦେଶର ମହାତ୍ମା ଗାନ୍ଧୀ ଚିତ୍ରକୁଟ ଗ୍ରାମୋଦ୍ୱୟ ବିଶ୍ୱବିଦ୍ୟାଳୟକୁ ୪୮-୧୪ ଏବଂ ସର୍ଗୁଜର ସନ୍ତ ଗହିରା ଗୁରୁ ବିଶ୍ୱବିଦ୍ୟାଳୟକୁ ୪୧-୩୮ରେ ପରାସ୍ତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦିନ ମିଳିବ ସୁଭଦ୍ରାର ଦ୍ୱିତୀୟ କିସ୍ତି ଟଙ୍କା:ପ୍ରାୟ ଏକ କୋଟି ମହିଳା…

ଭୁବନେଶ୍ୱର,୨୬ା୧୨(ଅନିଲ ଦାସ):ଆସନ୍ତା ମାର୍ଚ୍ଚ ୮ ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ସୁଭଦ୍ରା ଯୋଜନାର ହିତାଧିକାରୀଙ୍କୁ ଦ୍ୱିତୀୟ କିସ୍ତି ବାବଦ ୫ ହଜାର ଟଙ୍କା ପ୍ରଦାନ କରାଯିବ।...

‘ସାଣ୍ଟା କ୍ଲଜ୍’ ବେଶରେ ଆସି ଇଣ୍ଟରନେଟରେ ନିଆଁ ଲଗାଇଲେ ଧୋନୀ

ଭୁବନେଶ୍ୱର,୨୫।୧୨: ଭାରତର କିମ୍ବଦନ୍ତୀ ଅଧିନାୟକ ପୁଣିଥରେ ଇଣ୍ଟରନେଟ୍ ନିଆଁ ଲଗାଇଛନ୍ତି। ଖ୍ରୀଷ୍ଟମାସରେ ଏକ ନୂତନ ଅବତାରରେ ଆଶି ସେ ସମସ୍ତଙ୍କୁ ଚମକି ଦେଇଛନ୍ତି। ଧୋନି ପାଞ୍ଚ...

ନିର୍ବାଚନରେ ଦିଆଯାଇଥିବା ସମସ୍ତ ପ୍ରତିଶ୍ରୁତି ପୂରଣ ହେବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫।୧୨: ନିର୍ବାଚନ ସମୟରେ ଆମେ ଲୋକଙ୍କୁ ଯେଉଁ ପ୍ରତିଶ୍ରୁତି ଦେଇଥିଲୁ, ସବୁ ପ୍ରତିଶ୍ରୁତିକୁ ଗୋଟି ଗୋଟି କରି ପୂରଣ କରି ଚାଲିଛୁ। ଯେଉଁ ଦିନ ସରକାର...

”ପ୍ରଥମ ଦେଖାରେ ପ୍ରେମ”, ବିମାନରେ ଦେଖା ହେବା ପରେ ବିବାହ କରିବାକୁ ନେଇଥିଲେ ନିଷ୍ପତ୍ତି

ହାଇଦ୍ରାବାଦ: ଭାରତର ଷ୍ଟାର ସଟଲର ପିଭି. ସିନ୍ଧୁ ନିକଟରେ ଭେଙ୍କଟ୍ଟ ଦତ୍ତ ସାଇଙ୍କୁ ବିବାହ କରିଛନ୍ତି। ନିକଟତମ ସମ୍ପର୍କୀୟଙ୍କ ଗହଣରେ ଡିସେମ୍ବର ୨୨ ରେ ସେମାନଙ୍କର...

ପ୍ରଥମ ଭାରତୀୟ ଦ୍ରୁତ ବୋଲର୍‌ ଭାବେ ଇତିହାସ ରଚିଲେ ଜସପ୍ରିତ ବୁମ୍‌ରା

ନୂଆଦିଲ୍ଲୀ,୨୫।୧୨: ଦ୍ରୁତ ବୋଲର୍‌ ଜସପ୍ରିତ ବୁମ୍‌ରା ଅନ୍ତର୍ଜାତୀୟ କ୍ରିକେଟ ପରିଷଦ(ଆଇସିସି)ର ବୋଲିଂ ର଼୍ୟାଙ୍କିଂରେ ୯୦୪ ଅଙ୍କ ହାସଲ କରି ଇତିହାସ ରଚିଛନ୍ତି। ସେ ସ୍ପିନର ରବିଚନ୍ଦ୍ରନ...

ସ୍ବାମୀଙ୍କ ଅନ୍ୟତ୍ର ବିବାହ ଉଦ୍ୟମ: ଘର ଆଗରେ ପୁଅ ସହ ଧାରଣାରେ ବସିଲେ ସ୍ତ୍ରୀ’

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଳକ ବାସୁଦେବପୁର ଗ୍ରାମର ପି.ଶ୍ରୀୟା ରେଡ୍ଡୀଙ୍କ ସ୍ଵାମୀ ପି.ଶିବରାମ ପାତ୍ର ବିବାହର ୭ ବର୍ଷ ପରେ ପ୍ରତାରଣା କରି ଦ୍ୱିତୀୟ...

ଅନ୍ତର୍ଜାତୀୟ ସୁନ୍ଦରୀ ପ୍ରତିଯୋଗିତାରେ ଚମକିବେ କୋରାପୁଟ ଝିଅ ଅନୁଶ୍ରୀ

କୋରାପୁଟ,୨୫।୧୨(ଅମିତାଭ ବେହେରା): କୋରାପୁଟ ଭଳି ଏକ ଆଦିବାସୀ ପଛୁଆ ଜିଲାର ଝିଅ ରାଜସ୍ଥାନର ଜୟପୁରରେ ଅନୁଷ୍ଠିତ ହୋଇଥିବା ବିୟୁଟି କଣ୍ଟେଷ୍ଟରେ ଓଡ଼ିଶା ପାଇଁ ପ୍ରତିନିଧିତ୍ବ କରି...

ଅଢେଇ ବର୍ଷର ବିଷ୍ମୟ ବାଳକ: ପ୍ରାଞ୍ଜଳ ଭାବେ କହୁଛନ୍ତି ମନ୍ତ୍ରପାଠ ଓ ଦେଶ ବିଦେଶ କଥା

କେନ୍ଦୁଝର,୨୫।୧୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ବୟସ ମାତ୍ର ଅଢେଇ ବର୍ଷ। ମନ୍ତ୍ରପାଠ, ସାଧାରଣ ଜ୍ଞାନ ହେଉ ଅବା ଦେଶର ଜାତୀୟ ପ୍ରତୀକ କିମ୍ବା ବିଶିଷ୍ଟ ବ୍ୟକ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri