Categories: ଖେଳ

କିଟ୍‌ ଓଭରଅଲ୍‌ ଚାମ୍ପିୟନ

ଭୁବନେଶ୍ୱର, ୨୧।୧୨ (ତପନ ସ୍ବାଇଁ): ପୁରୀଠାରେ ୪୦ତମ ରାଜ୍ୟ ରୋଡ୍‌ ସାଇକ୍ଲିଂ ଚାମ୍ପିୟନଶିପ୍‌ ବୁଧବାର ଉଦ୍‌ଯାପିତ ହୋଇଛି। ଏହାର ଜୁନିୟର ବର୍ଗ ସମେତ ସବ୍‌ଜୁନିୟର ଓ ସିନିୟର ବର୍ଗରେ ମିଳିତଭାବେ ଗ୍ରୁପ୍‌ ଚାମ୍ପିୟନ ହୋଇଥିବାରୁ କିଟ୍‌କୁ ଓଭରଅଲ୍‌ ଚାମ୍ପିୟନ ଘୋଷଣା କରାଯାଇଛି। କିଟ୍‌ ଦଳକୁ ଏହାର ପ୍ରତିଷ୍ଠାତା ତଥା ଏମ୍‌ପି ଅଚ୍ୟୁତ ସାମନ୍ତ ଅଭିନନ୍ଦନ ଜଣାଇଛନ୍ତି।

Share