Categories: ଖେଳ

ଆଜିି କେକେଆର୍‌କୁ ଭେଟିବ ଆରସିବି, ଇଡେନ ଗାର୍ଡେନ୍ସରେ ହେବ ଲଢେଇ

କୋଲକାତା,୬।୪: ଆଜି କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌) ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ମଧ୍ୟରେ ମ୍ୟାଚ୍‌ ଇଡେନ ଗାର୍ଡେନ୍ସରେ ଖେଳାଯିବ। ତେବେ ପ୍ରଥମ ମ୍ୟାଚ୍‌ରେ ପରାସ୍ତ ହୋଇଥିବା ନାଇଟ୍‌ ରାଇଡର୍ସ ବିଜୟ ଖାତା ଖୋଲି ପାଇଁ ଚେଷ୍ଟା କରିବ।

ନାଇଟ୍‌ ରାଇଡର୍ସ: ନୀତୀଶ ରାଣା (ଅଧିନାୟକ), ରହମନୁଲ୍ଲା ଗୁର୍ବାଜ, ଭେଙ୍କଟେଶ ଆୟର, ଆନ୍ଦ୍ରେ ରସେଲ, ସୁନିଲ ନାରାୟଣ, ଶାର୍ଦୁଲ ଠାକୁର, ଲୋକି ଫର୍ଗୁସନ, ଉମେଶ ଯାଦବ, ଟିମ ସାଉଦି, ହର୍ଷିତ ରାଣା, ବରୁଣ ଚକ୍ରବର୍ତ୍ତି, ଅନୁକୁଳ ରୟ, ରିଙ୍କୁ ସିଂହ, ଏନ ଜଗଦୀସାନ, ବେଭବ ଆରୋରା, ସୁୟାଶ ଶର୍ମା, ଡେଭିଡ ୱିଜ, କୁଲବନ୍ତ ଖେଜ୍ରୋଲିୟା, ଲିଟନ ଦାସ, ମନଦୀପ ସିଂହ।

ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର: ଫାଫ ଡୁ’ପ୍ଲେସିସ (ଅଧିନାୟକ), ବିରାଟ କୋହଲି, ସୁୟାଶ ପ୍ରଭୂଦେଶାଇ, ଦୀନେଶ କାର୍ତ୍ତିକ, ଅନୁଜ ରାୱତ, ଫିନ ଆଲିନ, ଗ୍ଲେନ ମ୍ୟାକ୍ସୱେଲ, ୱାନିନ୍ଦୁ ହସରଙ୍ଗା, ଶାହବାଜ ଅହମଦ, ହର୍ଷଲ ପଟେଲ, ଡେଭିଡ ୱିଲି, କର୍ଣ୍ଣ ଶର୍ମା, ମହିପାଲ ଲୋମରୋର, ମହମ୍ମଦ ସିରାଜ, ଜୋସ ହାଜଲେଉଡ, ସିଦ୍ଧାର୍ଥ କେଲ, ଅକାଶ ଦୀପ, ରିସି ଟପ୍ଲେ, ହିମାଂଶୁ ଶର୍ମା, ମିଚେଲ ବ୍ରେସୱେଲ।

Share