Posted inଫୁରସତ

ପ୍ରଜାପତି: କିଛି ଜାଣିବା କଥା

ପୃଥିବୀ ପୃଷ୍ଠରେ ପ୍ରାୟ ୨୮,୦୦୦ ପ୍ରକାରର ପ୍ରଜାପତି ଦେଖାଯାଇଥାନ୍ତି। ପ୍ରତି ପ୍ରଜାପତିଙ୍କର ଆକାର ଭିନ୍ନ ଭିନ୍ନ ହୋଇଥାଏ। ପୁରୁଷ ପ୍ରଜାପତିଙ୍କ ତୁଳନାରେ ସ୍ତ୍ରୀ ପ୍ରଜାପତିମାନେ ଦେଖିବାକୁ ଟିକେ ବଡ଼ ହୋଇଥାନ୍ତି। ଆଉ ସେମାନଙ୍କର ସଂଖ୍ୟା ବି ଟିକେ ଅଧିକ ଥାଏ।ଶ୍ରବଣ ଶକ୍ତି ନ ଥାଏ, କିନ୍ତୁ ସେମାନେ ନିଜର ଶିକାରର କମ୍ପନକୁ ବହୁତ ଭଲ ଭାବେ ଅନୁଭବ କରିପାରନ୍ତି। ସେମାନଙ୍କ ଡେଣାରୁ ବାହାରୁଥିବା ଶବ୍ଦକୁ ଅନୁକରଣ କରି ପରସ୍ପରର ଖବର ରଖିଥାନ୍ତି। ପୁରୁଷ ପ୍ରଜାପତି ସ୍ତ୍ରୀ ପ୍ରଜାପତି ସହ ସମ୍ପର୍କ ରଖିବା ପାଇଁ ନିଜ ଶରୀରରୁ ଏକ ପ୍ରକାରର ମହକ ଉତ୍ପନ କରିଥାଏ, ଯାହାକୁ ପ୍ରାୟ ୨ କି.ମି ଦୂରରୁ ସ୍ତ୍ରୀ ପ୍ରଜାପତି ଶୁଙ୍ଘି ଆକର୍ଷିତ ହୋଇ ଆସିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ସାବଧାନ! ବନ୍ଦ ହୋଇଯିବ ଆପଣଙ୍କ WhatsApp, ଭାରତରେ ୯୦ ଲକ୍ଷରୁ ଅଧିକ ଆକାଉଣ୍ଟ ବନ୍ଦ କଲା Meta

ନୂଆଦିଲ୍ଲୀ,୨ା୪: ଭାରତରେ WhatsApp ଅନେକ ଆକାଉଣ୍ଟକୁ ବ୍ୟାନ୍‌ କରିଦେଇଛି। IANSର ରିପୋର୍ଟ ଅନୁଯାୟୀ, ହ୍ବାଟ୍ସଆପ ୧ ଏପ୍ରିଲ, ୨୦୨୫ ମଙ୍ଗଳବାର ସୂଚନା ଦେଇଥିଲା ଯେ, ଫେବୃଆରୀ...

AIକୁ ନେଇ ବଡ଼ ଭବିଷ୍ୟବାଣୀ କରିଦେଲେ ବାବା ଭେଙ୍ଗା, ଘିବିଲି…

ବାବା ଭେଙ୍ଗା ଅନେକ ଜିନିଷ ଉପରେ ଭବିଷ୍ୟବାଣୀ କରିଛନ୍ତି। ସେ ୧୯୧୧ରେ ଜନ୍ମଗ୍ରହଣ କରିଥିଲେ ଏବଂ ୧୯୯୬ ମସିହାରେ ମୃତ୍ୟୁବରଣ କରିଥିଲେ। କିନ୍ତୁ ତାଙ୍କ ମୃତ୍ୟୁ...

ଜାଣନ୍ତୁ କାହିଁକି ପାଳନ କରାଯାଏ ବିଶ୍ୱ ଅଟିଜିମ୍‌ ଦିବସ

ଅଟିଜିମ୍‌ ଏକ ମସ୍ତିଷ୍କ ସମ୍ବନ୍ଧୀୟ ରୋଗ। ଏହି ସମସ୍ୟା କେବଳ ଭାରତରେ ନୁହେଁ ବରଂ ବିଶ୍ବସ୍ତରରେ ମଧ୍ୟ ଏକ ଚିନ୍ତାଜନକ ବିଷୟ ଭାବେ ଉଭା ହୋଇଛି।...

କ’ଣ ସତରେ ମଣିଷ ପେଟରେ ଗଛ ବଢି ପାରିବ? ସତ ଜାଣିଲେ ତାଜୁବ ହେବେ

ପିଲାଦିନେ, ଆପଣ ଆପଣଙ୍କ ପରିବାରର ସଦସ୍ୟଙ୍କଠାରୁ ଏପରି ଅନେକ କଥା ଶୁଣିଥିବେ ଯେ, ମଞ୍ଜି ଗିଳିଦେଲେ ପେଟରେ ଗଛ ଉଠିବ। କିନ୍ତୁ ଏହା ସତ ନୁହେଁ...

ଫାଶୀ ପୂର୍ବରୁ କଏଦୀଙ୍କୁ କାହିଁକି ପଚରାଯାଏ ଶେଷଇଛା? କାରଣ ଜାଣି ନ ଥିବେ…

ପ୍ରାୟତଃ ଆପଣ ଶୁଣିଥିବେ ଯେ କିଛି ନିର୍ଦ୍ଧିଷ୍ଟ ମାମଲାର ଦୋଷୀଙ୍କୁ ମୃତ୍ୟୁଦଣ୍ଡ ଦିଆଯାଏ। କିନ୍ତୁ ଆପଣ ଜାଣନ୍ତି କି କେଉଁ ନିୟମ ଅନୁଯାୟୀ ଅପରାଧୀଙ୍କୁ ଫାଶୀ...

କାହିଁକି ଅଧିକ ବର୍ଷ ବଞ୍ଚନ୍ତି ଏହି ଲୋକେ

କିଛି ଗବେଷଣାରୁ ଜଣାପଡ଼ିଛି ଯେ,ଜାପାନର ଲୋକେ ଦୀର୍ଘ ବର୍ଷ ବଞ୍ଚନ୍ତି।ସେମାନଙ୍କ ଦୀର୍ଘାୟୁ ହେବା ପଛରକାରଣ କ’ଣ ଜାଣନ୍ତୁ ସେ ସମ୍ପର୍କରେ… ଜାପାନର ଲୋକଙ୍କୁ ଦେଖି ସେମାନଙ୍କ...

ଏମିତି ଡାଇନିଂ ଦେଖିଲେ

ଏହି ବଡ଼ ମସୃଣ ଅଣ୍ଡାକୃତିର ଜିନିଷଟିକୁ ଦେଖି ଭାବୁଥିବେ ଏତେ ବଡ଼ ଅଣ୍ଡା ପୁଣି କେଉଁଠୁ ଆସିଲା? ତେବେ ପ୍ରକୃତରେ ଏହା ଅଣ୍ଡା ନୁହେଁ, ବରଂ...

ଫୋନ ବ୍ୟବହାରକାରୀ ସାବଧାନ, ବାବା ଭେଙ୍ଗା କଲେ ଏମିତି ଭବିଷ୍ୟବାଣୀ

ନୂଆଦିଲ୍ଲୀ: ବାବା ଭେଙ୍ଗା ଅନେକ ପ୍ରକାରର ଭବିଷ୍ୟବାଣୀ କରିବା ସମସ୍ତେ ଜାଣନ୍ତି। ତାଙ୍କ ମୃତ୍ୟୁ ପୂର୍ବରୁ, ବାବା ଏପରି ଅନେକ ଭବିଷ୍ୟବାଣୀ କରିଥିଲେ ଯାହା ଆଜିର...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image