କ୍ରିସ୍‌ମସ୍‌ରେ ପ୍ରିୟଜନଙ୍କୁ କେଉଁ ଗିଫ୍ଟ ଦେବା ଶୁଭ,ଜାଣନ୍ତୁ…

ଆନନ୍ଦ ଉଲ୍ଲାସର ପର୍ବ କ୍ରିସ୍‌ମସ୍‌କୁ ବେଶ୍‌ ଉତ୍ସାହ ସହକାରେ ଚାରିଆଡ଼େ ପାଳନ କରାଯାଇଥାଏ। ଏହିଦିନ ଅନେକେ ପରସ୍ପରକୁ ଗିଫ୍ଟ ଦେଇ ସୁଖଦ ଭବିଷ୍ୟତର କାମନା କରିଥାନ୍ତି। ତେବେ କ୍ରିସ୍‌ମସ୍‌ ଅବସରରେ କେଉଁ ଗିଫ୍ଟ ଦେବା ଶୁଭ, ଜାଣନ୍ତୁ ସେ ସମ୍ପର୍କରେ…

* ନିଜ ପ୍ରିୟଜନଙ୍କୁ ଇନ୍‌ଡୋର କିମ୍ବା ଆଉଟ୍‌ଡୋର୍‌ ପ୍ଲାଣ୍ଟ ଗିଫ୍ଟ ଆକାରରେ ଦେଇ କ୍ରିସ୍‌ମସ୍‌ର ଶୁଭକାମନା ଦେଇପାରିବେ।
* ଏହି ଅବସରରେ ଘରକୁ ସଜାଇବା ପାଇଁ ପ୍ରିଣ୍ଟେଡ୍‌ କୁସନ୍‌ କଭରକୁ ବି ଗିଫ୍ଟ ଆକାରରେ ଦେଇପାରିବେ।
* ପ୍ରିଣ୍ଟେଡ୍‌ କଫି ମଗ୍‌ ମଧ୍ୟ ଚୟନ କରିପାରିବେ।
* ଟ୍ରାନ୍ସପରେଣ୍ଟ କଫି ମଗ୍‌କୁ ବି ଗିଫ୍ଟରେ ଦେଇପାରିବେ।
* ଯାହାଙ୍କୁ ଗିଫ୍ଟ ଦେଉଛନ୍ତି ତାଙ୍କର ଏକ ଫଟୋ ଲଗାଯାଇଥିବା ଉଡେନ୍‌ ଟେବୁଲ ଫଟୋଫ୍ରେମ୍‌ ବି ଦେଇପାରିବେ।
* ଗିଫ୍ଟ ବଲ୍‌ବ ଜାର୍‌କୁ ବି ଏକ ବେଷ୍ଟ କ୍ରିସ୍‌ମସ୍‌ ଗିଫ୍ଟ ଭାବେ ନିଆଯାଇପାରେ।
* ଚକୋଲେଟ୍‌ ବକ୍ସ କ୍ରିସ୍‌ମସ୍‌ ଅବସରରେ ଗିଫ୍ଟ ଦେବା ପାଇଁ ବେଷ୍ଟ ହୋଇଥାଏ।
* ଟେଡି ବିୟର୍‌ ବି ଗିଫ୍ଟ ପାଇଁ ଅନ୍ୟତମ ବିକଳ୍ପ ହୋଇପାରେ।
* କିଛି ଯଦି ପାଉନାହାନ୍ତି, ତା’ହେଲେ ତାଜା ଫୁଲରୁ କିଛି ଦେଇ ନିଜର ପ୍ରିୟଜନକୁ କ୍ରିସ୍‌ମସ୍‌ର ଶୁଭେଚ୍ଛା ଜଣାଇ
ପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଭୁଲ୍‌ରେ ବି କ୍ରିସ୍‌ମସ୍‌ ଟ୍ରିକୁ ମୁଖ୍ୟଦ୍ୱାର ସମ୍ମୁଖରେ ରଖିବେ ନାହିଁ, ଜାଣନ୍ତୁ କେଉଁଠି ରଖିବା ଶୁଭ…

ଖୁସିର ପର୍ବ କ୍ରିସ୍‌ମସ୍‌ ଆସିଲେ ଚାରିଆଡ଼େ ସକାରାତ୍ମକ ତଥା ଉତ୍ସବର ପରିବେଶ ଖେଳିଯାଏ। ସେଥିପାଇଁ ପ୍ରଭୁ ଯୀଶୁଙ୍କର ଏହି ମହାନ୍‌ ପର୍ବକୁ ଏବେ ସବୁ ଧର୍ମର...

୨୦୨୪ ଶେଷ ସପ୍ତାହରେ ଏହି ୬ ରାଶିର ବ୍ୟକ୍ତିବିଶେଷଙ୍କ ଉପରେ ହେବ ଧନ ବର୍ଷା

ଆଉ କିଛିଦିନ ପରେ ଆରମ୍ଭ ହେବ ଇଂରାଜୀ ନବବର୍ଷ। ଏବେ ଡିସେମ୍ବର ସରିବାକୁ ଯାଉଛି। ତେବେ ଏହି ମାସର ଶେଷ ସପ୍ତାହ ଅର୍ଥାତ୍‌ ୨୩ ଡିସେମ୍ବରରୁ...

ବିବାହ କରିବାକୁ ଯାଉଛନ୍ତି କି? ଜୀବନସାଥୀଙ୍କ ବିଷୟରେ ଏହି ୫ କଥା ଜାଣିନିଅନ୍ତୁ , ନଚେତ…

ମହାନ ରାଜନେତା ତଥା କୂଟନୀତିଜ୍ଞ ଆଚାର୍ଯ୍ୟ ଚାଣକ୍ୟ ବାଳକ ଚନ୍ଦ୍ରଗୁପ୍ତ ମୌର୍ଯ୍ୟଙ୍କୁ ଭାରତର ସମ୍ରାଟ କରିଥିଲେ। ତାଙ୍କର ନୀତି ମନୁଷ୍ୟ ଜୀବନକୁ ସରସ ସୁନ୍ଦର କରିବା...

ଖାଲି ପ୍ରେମ ନୁହେଁ, ପୁରୁଷସାଥୀଙ୍କ ଭିତରେ ଏସବୁ ଗୁଣକୁ ଖୋଜିଥାନ୍ତି ମହିଳା…

ଖାଲି ପ୍ରେମରେ କଥା ଚଳେନାହିଁ, ସମ୍ପର୍କକୁ ହୃଷ୍ଟପୃଷ୍ଟ କରିବା ଲାଗି ଅନେକ ଜିନିଷ ଲୋଡା। ବିଶେଷକରି ମହିଳାମାନେ ନିଜ ସାଥୀଙ୍କଠାରୁ ପ୍ରେମ ବ୍ୟତିତ ଅନ୍ୟ ଗୁଣକୁ...

ଶିଡ଼ି ତଳେ ଏସବୁ ରଖୁଛନ୍ତି କି? ମାଡ଼ି ଆସିବ ଦାରିଦ୍ରତା, ଘରେ ବଢ଼ିବ….

ସ୍ଥାନର ଅଭାବ ଯୋଗୁ କିଛି ଲୋକ ଶିଡ଼ି ତଳେ ଥିବା ଖାଲି ସ୍ଥାନକୁ ଜିନିଷ ରଖିବା ପାଇଁ ବ୍ୟବହାର କରିଥାନ୍ତି ତ ଆଉ କିଛି ଲୋକ...

ଶୀତଦିନେ କେମିତି ନେବେ କେଶର ଯତ୍ନ

ଶୀତଦିନେ ତ୍ୱଚା ଭଳି କେଶ ମଧ୍ୟ ରୁକ୍ଷ ହୋଇଯାଏ। ତେଣୁ ଏହାର ଉପଯୁକ୍ତ ଯତ୍ନ ନେବାକୁ ହେବ। ଏଥିପାଇଁ ଜାଣି ରଖନ୍ତୁ କିଛି ଟିପ୍ସ… -କେଶକୁ...

ତରକାରିରେ ଲୁଣ ଅଧିକ ହୋଇଯାଇଥିଲେ.. ଆପଣାନ୍ତୁ ଏହି ଉପାୟ

– ତରକାରିରେ ଯଦି ଲୁଣ ଅଧିକ ହୋଇଯାଇଥାଏ ତେବେ ସେଥିରେ କଞ୍ଚାଆଳୁକୁ କାଟି ପକାଇ ଦିଅନ୍ତୁ। ତରକାରିର ମାତ୍ରା ଅନୁସାରେ ଆଳୁ ଖଣ୍ଡେ ଅବା ୨ଖଣ୍ଡ...

ଶରୀରରେ ଜଳୀୟ ଅଂଶ କମିଲେ ଦେଖାଦିଏ ଏସବୁ…

ବିଭିନ୍ନ କାରଣରୁ ଅନେକ ଲୋକଙ୍କର ପାଟିରେ ଘା’ ହୋଇଥାଏ। ବେଳେବେଳେ ଏହି ଘା’ ବଡ଼ ହୋଇ କ୍ୟାନ୍‌ସରର ରୂପେ ନିଏ। ସେଥିପାଇଁ ପାଟିରେ ଘା’ ହେଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri