ଓଜିଏସ୍‌ରେ ‘ଦ ନଲେଜ କ୍ରଲ୍‌’

ଭୁବନେଶ୍ୱର, ୧୧।୮: ଓଡିଏମ୍‌ ଗ୍ଲୋବାଲ ସ୍କୁଲ(ଓଜିଏସ୍‌)ର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ‘ଦ ନଲେଜ କ୍ରଲ୍‌’ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏପରିକି ଜ୍ଞାନ ଓ ସୃଜନଶୀଳତାର ଶକ୍ତି ସହ ଶିକ୍ଷାର ଯାତ୍ରାକୁ ଏହି ସ୍ବତନ୍ତ୍ର କାର୍ଯ୍ୟକ୍ରମ ଗର୍ବର ସହିତ ପାଳନ କରିଛି। ସେହିଭଳି ଦ ନଲେଜ କ୍ରଲ୍‌ କାର୍ଯ୍ୟକ୍ରମ ଯୁବ ଶିକ୍ଷାର୍ଥୀଙ୍କ ମଧ୍ୟରେ ପାଳନ କରାଯାଇଥିଲାବେଳେ ବୈଜ୍ଞାନିକ କୌତୂହଳକୁ ପ୍ରଜ୍ଜ୍ୱଳିତ ଓ ବୃଦ୍ଧି କରିବା ପାଇଁ ପ୍ରସ୍ତୁତ ଅଭିନବ ବିଚାରଧାରା, କଳାତ୍ମକ ଅଭିବ୍ୟକ୍ତି ଓ ଭୌତିକ ସଫଳତାର ଏହା ଏକ ଜୀବନ୍ତ ପ୍ରଦର୍ଶନୀ ଥିଲା। ବିଶେଷକରି ଗ୍ରେଡ୍‌-୧ରୁ ୫ ପର୍ଯ୍ୟନ୍ତ ସ୍କୁଲର ଯୁବ ଶିକ୍ଷାର୍ଥୀମାନେ ପ୍ରେରଣାଦାୟକ ଶିକ୍ଷଣୀୟ ଚଳଚ୍ଚିତ୍ରଗୁଡିକୁ ଅନ୍ବେଷଣ କରିଥିଲେ। ସେହିପରି ଫନ୍‌ ୱିଥ୍‌ ସାଇନ୍ସ, ମ୍ୟାଡ୍‌ ଓଭର ମ୍ୟାଥ୍‌ସ ଓ ରିଲିଭିଂ ଆୱାର ହିଷ୍ଟ୍ରିର ଏକ ଚମତ୍କାର ଯାତ୍ରାକୁ ପରିଲକ୍ଷିତ ମଧ୍ୟ କରିଥିଲେ, ଯାହା ସେମାନଙ୍କର ପରିକଳ୍ପନାର ସୀମାକୁ ଆଗକୁ ବିସ୍ତାର ଏବଂ ଆନ୍ତଃ ବିଭାଗୀୟ ସହଭାଗିତାକୁ ପ୍ରୋତ୍ସାହିତ କରିଥିଲା। ଅପରପକ୍ଷରେ ସ୍କୁଲର ସିନିୟର ଛାତ୍ରୀଛାତ୍ରମାନେ ରୋବୋଟିକ୍ସ ଉପରେ ରାଜା ମାହାରୀଙ୍କର ଏକ କର୍ମଶାଳା ଏବଂ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ଉପରେ ବିଶ୍ୱନାଥ ପାତ୍ରଙ୍କ ଆଲୋଚନାଚକ୍ରରେ ଯୋଗଦେଇଥିଲେ। ଏଥିସହ କସ୍‌ମସ୍‌:ନୋଇଂ ଦ ସ୍ପେସ୍‌ ଆଣ୍ଡ ଇନୋଭେଶନ ଫେଷ୍ଟ ଉପରେ ଏକ ସୁନ୍ଦର ଉପସ୍ଥାପନା ଦିଆଯାଇଥିଲା; ଯେଉଁଠାରେ ବିଭିନ୍ନ ଗ୍ରେଡ୍‌ର ଛାତ୍ରୀଛାତ୍ରମାନେ ନିଜର ପ୍ରୋଜେକ୍ଟଗୁଡିକୁ ପ୍ରଦର୍ଶିତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋଟି କୋଟି ଟଙ୍କାର ବ୍ୟବସାୟ ଛାଡି ରିଲାଏନ୍ସରେ ଦେଇଥିଲେ ଯୋଗ, ଏବେ କମ୍ପାନୀର…

ନୂଆଦିଲ୍ଲୀ,୧୯।୯: ଜୟକର୍ପ ଲିମିଟେଡର ଚେୟାରମ୍ୟାନ୍‌ ଆନନ୍ଦ ଜେନ ରିଅଲ ଇଷ୍ଟେଟ, ବିତ୍ତ ଓ ପୁଞ୍ଜି ବଜାର ସହିତ ଅନ୍ୟ ଉଦ୍ୟୋଗରେ ୩୦ବର୍ଷର ଅନୁଭବ ରଖିଛନ୍ତି। ତେବେ...

ପାର୍ବଣ ସମୟରେ ନିୟନ୍ତ୍ରଣରେ ରହିବ ଦରଦାମ୍: ଆଶ୍ୱସ୍ତ କଲେ ସରକାର

ନୂଆଦିଲ୍ଲୀ,୧୮ା୯: ସରକାର ନାଗରିକମାନଙ୍କୁ ଆଶ୍ୱାସନା ଦେଇଛନ୍ତି ଯେ ଆଗାମୀ ପାର୍ବଣ ଋତୁରେ ଅତ୍ୟାବଶ୍ୟକ ଦ୍ରବ୍ୟର ମୂଲ୍ୟ ବୃଦ୍ଧି ହେବ ନାହିଁ। ବଢୁଥିବା ଦରଦାମ୍ ଏବେ ଲୋକମାନଙ୍କର...

ଜିଡିପିରେ ଓଡ଼ିଶାର ଜବରଦସ୍ତ ଉନ୍ନତି: ପଛରେ ପଡିଲା ପଶ୍ଚିମବଙ୍ଗ

ନୂଆଦିଲ୍ଲୀ,୧୮।୯: ପ୍ରଧାନମନ୍ତ୍ରୀଙ୍କ ଅର୍ଥନୈତିକ ପରାମର୍ଶଦାତା ପରିଷଦ (ଇଏସି-ପିଏମ) ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ଏହି ରିପୋର୍ଟରେ ଦର୍ଶାଯାଇଛି ଯେ, ଉଦାରୀକରଣ ପରେ ଦକ୍ଷିଣ ରାଜ୍ୟଗୁଡ଼ିକ...

ଭାରତରେ ବଢିଚାଲିଛନ୍ତି କୋଟିପତି: ୧୦ କୋଟିରୁ ଅଧିକ ଆୟ କରୁଥିବା ଲୋକଙ୍କ ସଂଖ୍ୟା ୬୩ ପ୍ରତିଶତ ବୃଦ୍ଧି

ନୂଆଦିଲ୍ଲୀ,୧୭।୯: ଦେଶରେ କୋଟିପତି ଲୋକଙ୍କ ସଂଖ୍ୟାରେ ବଡ ମାତ୍ରାରେ ବୃଦ୍ଧି ଘଟିଛି। ଗତ ପାଞ୍ଚ ବର୍ଷ ମଧ୍ୟରେ ୧୦ କୋଟିରୁ ଅଧିକ ଆୟ କରୁଥିବା ଭାରତୀୟଙ୍କ...

ଶେୟାର ବଜାର କାରବାରରେ ଉତ୍ସାହ

ନୂଆଦିଲ୍ଲୀ,୧୭।୯: ଦିନକ ପରେ ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ...

୮ ନିୟୁତ ଟନ୍‌କୁ ବୃଦ୍ଧିପାଇବ ଉତ୍ପାଦନ କ୍ଷମତା

ଯାଜପୁର,୧୭ା୯(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା କଳିଙ୍ଗନଗର ଟାଟା ଷ୍ଟିଲ କାରଖାନାର ଦ୍ୱିତୀୟ ପର୍ଯ୍ୟାୟ ସମ୍ପ୍ରସାରଣ ଖୁବ୍‌ଶୀଘ୍ର ସମ୍ପନ୍ନ ହେବାକୁ ଯାଉଛି। ଏହିକ୍ରମରେ ଏହାର ଉତ୍ପାଦନ କ୍ଷମତା...

ଭାରତରେ ବିଏମ୍‌ଡବ୍ଲ୍ୟୁ ରିଟେଲ ନେକ୍ସଟର ଶୁଭାରମ୍ଭ

ନୂଆଦିଲ୍ଲୀ,୧୭।୯ (ଅଭୟ ଦାଶ): ଭାରତରେ ବିଏମ୍‌ଡବ୍ଲ୍ୟୁ ଗ୍ରୁପର ରିଟେଲ ନେକ୍ସଟ ଡିଲରଶିପ ଶୁଭାରମ୍ଭ ସମ୍ପର୍କରେ କମ୍ପାନୀର ଇଣ୍ଡିଆ ୟୁନିଟ ପକ୍ଷରୁ ବିସ୍ତୃତ ଭାବେ ଘୋଷଣା କରାଯାଇଛି।...

ଭାରତ ଏକବିଂଶ ଶତାବ୍ଦୀର ଶ୍ରେଷ୍ଠ ଆହ୍ବାନ

ନୂଆଦିଲ୍ଲୀ,୧୭।୯ (ଅଭୟ ଦାଶ): ଗୁଜରାଟର ଗାନ୍ଧୀନଗରସ୍ଥିତ ମହାତ୍ମା ମନ୍ଦିରଠାରେ ୪ର୍ଥ ବିଶ୍ୱ ଅକ୍ଷୟ ଶକ୍ତି ନିବେଶକ ସମ୍ମିଳନୀ ଏବଂ ପ୍ରଦର୍ଶନୀ (ରି-ଇନ୍‌ଭେଷ୍ଟ)କୁ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri