Posted inଜାତୀୟ

କୋଲକାତା ବଳାତ୍କାର ମାମଲା: ମମତାଙ୍କ ସାମ୍ନାରେ ବଡ଼ ସର୍ତ୍ତ ରଖିଲେ ଡାକ୍ତର

କୋଲକାତା,୧୨।୯: କୋଲକାତାର ଆର.ଜି କର ମେଡିକାଲ କଲେଜରେ ମହିଳା ଟ୍ରେନି ଡାକ୍ତରଙ୍କ ବଳାତ୍କାର ଓ ହତ୍ୟାକୁ ନେଇ ଡାକ୍ତରଙ୍କ ବିରୋଧ ଅନେକ ଦିନ ଧରି ଚାଲିଆସୁଛି। ପ୍ରତିବାଦକାରୀ ଡାକ୍ତରମାନେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଚିଠି ଲେଖି ଏହି ଅବରୋଧ ଶେଷ କରିବାକୁ ତାଙ୍କ ସହ ଆଲୋଚନା କରିବାକୁ ଦାବି କରିଛନ୍ତି।

ବିକ୍ଷୋଭକାରୀ ଜୁନିୟର ଡାକ୍ତରମାନେ ମୁଖ୍ୟମନ୍ତ୍ରୀ ସହିତ ପ୍ରସ୍ତାବିତ ବୈଠକ ପାଇଁ ସର୍ତ୍ତ ରଖିଛନ୍ତି, ଯେଉଁଥିରେ କୁହାଯାଇଛି ଯେ ଅନ୍ତତ ୩୦ ଜୁନିୟର ଡାକ୍ତରର ଏକ ଟିମ ରାଜ୍ୟ ସରକାର ଏବଂ ମୁଖ୍ୟ ଶାସନ ସଚିବଙ୍କୁ ଭେଟିବାକୁ ଯିବେ। ଏହା ସହିତ ରାଜ୍ୟ ସରକାରଙ୍କୁ ଇମେଲ ମାଧ୍ୟମରେ ସୂଚନା ଦିଆଯାଇଥିଲା ଯେ ଏହି ବୈଠକ କେବଳ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଅନୁଷ୍ଠିତ ହେବ।

ବନ୍ଦ କୋଠରୀ ପରିବର୍ତ୍ତେ ଏକ ଖୋଲା ମଞ୍ଚରେ ଏହି ସଭା ଅନୁଷ୍ଠିତ ହେବା ଉଚିତ୍‌ ଏବଂ ଗଣମାଧ୍ୟମ ପ୍ରତିନିଧୀମାନେ ମଧ୍ୟ ଉପସ୍ଥିତ ରହିବା ଉଚିତ୍‌, ଯାହାଫଳରେ ସମଗ୍ର ବାର୍ତ୍ତାଳାପ ସିଧା ପ୍ରସାରଣ ହୋଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ଆଦାନୀ ଲାଞ୍ଚ: ତଦନ୍ତ ଆରମ୍ଭ କରିନି ସେବି

ମୁମ୍ବାଇ,୨୩ା୧୧:୬୨ ବର୍ଷୀୟ ବିଲିୟନେୟାର ଗୌତମ ଆଦାନୀ, ତାଙ୍କ ପୁତୁରା ସାଗର ଆଦାନୀ ଏବଂ କମ୍ପାନୀର ଏକ୍‌ଜିକ୍ୟୁଟିଭ୍‌ମାନେ ନିଜର ଆଦାନୀ ଗ୍ରୁପ୍‌ ଅଧୀନ ଏକ ଅକ୍ଷୟ ଶକ୍ତି...

ପୂର୍ବ ମୁଖ୍ୟମନ୍ତ୍ରୀଙ୍କଠାରୁ ଆତିଶୀ ହଜାରେ ଗୁଣ ଭଲ: ଉପରାଜ୍ୟପାଳ

ନୂଆଦିଲ୍ଲୀ,୨୩ା୧୧: ଏକ ବିରଳ ଘଟଣାକ୍ରମରେ ଦିଲ୍ଲୀ ଉପରାଜ୍ୟପାଳ ଭି.କେ. ସାକ୍ସେନା ଶୁକ୍ରବାର ମୁଖ୍ୟମନ୍ତ୍ରୀ ଆତିଶୀଙ୍କୁ ଭୂୟସୀ ପ୍ରଶଂସା କରିଛନ୍ତି। ଆତିଶୀ ପୂର୍ବ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କଠାରୁ...

ଦିଲ୍ଲୀ ପ୍ରଦୂଷଣ ଅସମ୍ଭାଳ

ନୂଆଦିଲ୍ଲୀ,୨୩ା୧୧: ବାୟୁ ଗୁଣବତ୍ତା ସୂଚକାଙ୍କ ସ୍ତର ନିମ୍ନଗାମୀ ହେଉଥିବାରୁ ଏହାକୁ ଦୃଷ୍ଟିରେ ରଖି ଦିଲ୍ଲୀ -ଏନ୍‌ସିଆର୍‌ରେ ଗ୍ରେଡେଡ୍‌ ରେସ୍ପନ୍ସ ଆକ୍ସନ ପ୍ଲାନ୍‌ (ଜିଆର୍‌ଏପି) ଚତୁର୍ଥ ପର୍ଯ୍ୟାୟ...

ଆଜି ମହାରାଷ୍ଟ୍ର, ଝାଡ଼ଖଣ୍ଡ ନିର୍ବାଚନ ଫଳାଫଳ, ୮ଟାରେ ପୋଷ୍ଟାଲ ବାଲଟ ଗଣନା

ନୂଆଦିଲ୍ଲୀ,୨୩ା୧୧: ମହାରାଷ୍ଟ୍ର ଓ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଭୋଟଗଣତି ଶନିବାର ଅନୁଷ୍ଠିତ ହୋଇ ଫଳାଫଳ ପ୍ରକାଶ ପାଇବାକୁ ଯାଉଛି। ଉଭୟ ରାଜ୍ୟରେ ଶାସକ ଓ...

ରାଜି ଥିଲେ ଘର ଲୋକେ, ପଡ଼ିଥାନ୍ତା ହାତଗଣ୍ଠି…ହେଲେ ହଳଦୀ ଉତ୍ସବ ଦିନ କାହିଁକି ପଙ୍ଖାରେ ଝୁଲି ପଡ଼ିଲେ ବରକନ୍ୟା?

ଲକ୍ଷ୍ନୌ,୨୨।୧୧: ୩ ବର୍ଷର ପ୍ରେମସମ୍ପର୍କ। ପରିବାର ଲୋକେ ରାଜି ହେବା ପରେ ବିବାହର ଦିନ ସ୍ଥିର ହୋଇଥିଲା। ଆଉ ଦି ଦିନ ପରେ ପଡ଼ିଥିଲା ହାତଗଣ୍ଠି।...

ବିଶେଷଜ୍ଞଙ୍କ ବଡ଼ ଆକଳନ, ମହାରାଷ୍ଟ୍ରରେ ଏହି ଦଳ କରିବ ରାଜ୍‌!

ମୁମ୍ବାଇ,୨୨।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନକୁ ନେଇ ସି-ଭୋଟର ପ୍ରତିଷ୍ଠାତା ୟଶୱନ୍ତ ଦେଶମୁଖ ଆଶ୍ଚର୍ଯ୍ୟଜନକ ତଥ୍ୟ ଦେଇଛନ୍ତି। ଭାରତୀୟ ଜନତା ପାର୍ଟି ନେତୃତ୍ୱାଧୀନ ଏନଡିଏ ବା ମହାୟୁତି...

ଏଥର ମହାରାଷ୍ଟ୍ର ଉଡାଇବ ହୋସ୍‌, ଜଣାପଡିଲା ଅସଲ ଖେଳ!

ନୂଆଦିଲ୍ଲୀ,୨୨।୧୧: ରାତି ପାହିଲେ ମହାରାଷ୍ଟ୍ର-ଝାଡଖଣ୍ଡର ଆସିବ ରେଜଲ୍ଟ। ଏନେଇ ଏବେଠାରୁ ନେତାଙ୍କ ଛାତି ଧକ୍‌ ଧକ୍‌ ହେଲାଣି। ସେପଟେ ନୂଆ ନୂଆ ଆସିଥିବା ଏକଜିଟ୍‌ ପୋଲ୍‌...

ମଣିପୁରରେ ହିଂସା ମଧ୍ୟରେ ବଡ଼ ଖୁଲାସା: ୧୫ ରୁ ୨୦ ବର୍ଷର ଯୁବତୀଙ୍କୁ ଦିଆଯାଉଛି ଅସ୍ତ୍ରଶସ୍ତ୍ର ଚଳାଇବାର ଟ୍ରେନିଂ 

ଇମ୍ଫାଲ,୨୨।୧୧: ପୁଣି ଥରେ ହିଂସାର ନିଆଁରେ ଜଳୁଛି ମଣିପୁର। ନିକଟରେ ମେଟେଇ ସମ୍ପ୍ରଦାୟର ମହିଳା ଏବଂ ଶିଶୁଙ୍କ ମୃତଦେହ ମିଳିବା ପରେ ରାଜ୍ୟରେ ହିଂସା ଆରମ୍ଭ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri