କୋଲକାତାରେ ହେବ ଟାୟାର ପାର୍କ

କୋଲକାତା,୩୧।୧୦: ପଶ୍ଚିମବଙ୍ଗର କୋଲକାତାରେ ଏକ ଟାୟାର ପାର୍କ ପ୍ରତିଷ୍ଠା ହେବ। ଅଦରକାରୀ ଟାୟାରରୁ ଏଠାରେ ବିଭିନ୍ନ କଳାକୃତି ନିର୍ମାଣ କରାଯିବାର ଯୋଜନା ପ୍ରସ୍ତୁତ ହୋଇଛି। ସ୍ଥାନୀୟ ଇସପ୍ଲାନେଡ୍‌ ଅଞ୍ଚଳର ଏଭଳି ଅନନ୍ୟ ପାର୍କ ପ୍ରତିଷ୍ଠା କରାଯିବ। ପାର୍କରେ ଫାଷ୍ଟ ଫୁଡ୍‌ ଦୋକାନ ରହିଛି। ପଶ୍ଚିମବଙ୍ଗ ପରିବହନ ନିଗମ ପକ୍ଷରୁ ଏହି ଯୋଜନା କରାଯାଇଛି। ଏନେଇ ରାଜ୍ୟ ପରିବହନ ନିଗମ ପ୍ରବନ୍ଧ ନିର୍ଦ୍ଦେଶକ ରାଜନବୀର କପୁର ସୂଚନା ଦେଇଛନ୍ତି। ଅଦରକାରୀ ସାମଗ୍ରୀର ବ୍ୟବହାର ଦ୍ୱାରା କିପରି କଳାକୃତ୍ତି ନିର୍ମାଣ କରାଯିବ ସେ ନେଇ ପରିବହନ ନିଗମ ପକ୍ଷରୁ ଆଗରୁ ପ୍ରସ୍ତାବ ଦିଆଯାଇଥିଲା। ଏବେ ଏନେଇ କାର୍ଯ୍ୟ ଜାରି ରହିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀ’ଙ୍କୁ ଚାକିରୀ ଛାଡିବାକୁ ବାଧ୍ୟ କରିବା ନିଷ୍ଠୁରତା, ମହିଳାଙ୍କୁ ଛାଡ଼ପତ୍ର ଅନୁମତି ଦେଲେ କୋର୍ଟ

ନୂଆଦିଲ୍ଲୀ,୧୪ା୧୧: ଜଣେ ବ୍ୟକ୍ତି ନିଜ ପତ୍ନୀଙ୍କୁ ଚାକିରି ଛାଡି ନିଜ ଇଚ୍ଛା ଅନୁଯାୟୀ ବଞ୍ଚିବାକୁ ବାଧ୍ୟ କରିବା ନିଷ୍ଠୁରତା ବୋଲି ମଧ୍ୟପ୍ରଦେଶ ହାଇକୋର୍ଟ କହିଛନ୍ତି। ଏଥିସହିତ...

ନାମକୁ ଝାଡଖଣ୍ଡ ନିର୍ବାଚନ, ଟାର୍ଗେଟରେ ବିହାର

ନୂଆଦିଲ୍ଲୀ,୧୫।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ବିହାରର ଜାମୁଇ ଗସ୍ତ କରିଥିଲେ। ଯେଉଁଠାରେ ସେ ଜନଜାତି ଗୌରବ ଦିବସ ଅବସରରେ ଆଦିବାସୀ ସମାଜର ଭଗବାନ କୁହାଯାଉଥିବା...

କୋଟିଏ କି ୨ କୋଟି ନୁହେଁ, ଦାମ୍‌ ୨୩ କୋଟି; ଦିନକୁ ୨ ହଜାର ଟଙ୍କାର ଡ୍ରାଏଫ୍ରୁଟ୍ସ ଖାଏ ଏହି ମଇଁଷି

ଜୟପୁର,୧୫।୧୧: ଚଳିତ ବର୍ଷ ରାଜସ୍ଥାନର ପୁଷ୍କର ମେଳାରେ ଆସୁଥିବା ଲୋକଙ୍କ ପାଇଁ ହରିୟାଣାର ଏକ ମଇଁଷି ଆକର୍ଷଣର କେନ୍ଦ୍ର ପାଲଟିଛି। ଗତ ବର୍ଷ ମଧ୍ୟ ଏଠାରେ...

ଖ୍ୟାତନାମା ବକ୍ସର ମାଇକ୍‌ ଟାଇସନ୍‌ କ’ଣ ମୁସଲମାନ? ୫ ହଜାର କୋଟି ରୋଜଗାର କରି ବି ହୋଇଛନ୍ତି ଦେବାଳିଆ, ଏବେ…

ନୂଆଦିଲ୍ଲୀ,୧୫।୧୧: ଦୁନିଆର ସର୍ବଶ୍ରେଷ୍ଠ ବକ୍ସରମାନଙ୍କ ମଧ୍ୟରେ ପରିଗଣିତ ହେଉଥିବା ମାଇକ ଟାଇସନ ୧୯ ବର୍ଷ ପରେ ବୃତ୍ତିଗତ ଭାବେ ପ୍ରତିଦ୍ୱନ୍ଦ୍ୱିତାକୁ ଓହ୍ଲାଇବେ। ନଭେମ୍ବର ୧୬ ରେ...

ଏହିଦିନ ପାଳନ କରାଯାଏ ଜାତୀୟ କଣ୍ଡୋମ ଦିବସ, ଜାଣିଲେ ହସି ହସି ବେଦମ ହେବେ…

କଣ୍ଡୋମ କେବଳ ଏକ ସାମାଜିକ ଶବ୍ଦ ନୁହେଁ, କିନ୍ତୁ ଏହା ଆମ ସମାଜ ଏବଂ ସ୍ବାସ୍ଥ୍ୟ ପାଇଁ ଏକ ଅତ୍ୟାବଶ୍ୟକ ଉପକରଣ। କିନ୍ତୁ ଜାଣି ଆଶ୍ଚର୍ଯ୍ୟ...

ମହାରାଷ୍ଟ୍ର ନିର୍ବାଚନ ପରେ ଚାଲିଯିବ ଯୋଗୀଙ୍କ ମୁଖ୍ୟମନ୍ତ୍ରୀ ଆସନ; ବଡ଼ ଦାବି କଲେ ଅଖିଳେଶ ଯାଦବ

ନୂଆଦିଲ୍ଲୀ,୧୫ା୧୧: ଉତ୍ତରପ୍ରଦେଶର ୯ ଟି ଆସନରେ ଉପ-ନିର୍ବାଚନ ହେବାକୁ ଥିବା ବେଳେ ନେତାମାନଙ୍କ ମଧ୍ୟରେ ଆଲୋଚନା ସମାଲୋଚନା ତୀବ୍ର ହୋଇଛି। ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ...

ଲକ୍ଷ ଲକ୍ଷ ଗ୍ରାହକଙ୍କୁ ବଡ଼ ଝଟ୍‌କା ଦେଲା SBI, ବଢ଼ିଲା ଏସବୁର EMI…

ନୂଆଦିଲ୍ଲୀ,୧୫।୧୧: ଦେଶର ବୃହତ୍ତମ ସରକାରୀ ବ୍ୟାଙ୍କ ଏସ୍‌ବିଆଇ ଗ୍ରାହକଙ୍କୁ ଦେଲା ବଡ଼ ଝଟ୍‌କା। ବ୍ୟାଙ୍କ ଏହାର ମାର୍ଜିନାଲ କଷ୍ଟ ବେଶ୍ଡ ଲେଣ୍ଡିଂ ରେଟ୍ସ(MCLR) ହାରରେ ବୃଦ୍ଧି...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri