Posted inଫୁରସତ

୧୧ ଥର ପରୀକ୍ଷା ଦେଇ ମାଟ୍ରିକ୍‌ ପାସ୍‌ କଲେ କୃଷ୍ଣ

ବିଡ୍‌: ମହାରାଷ୍ଟ୍ରର ବିଡ୍‌ ଜିଲା ପାର୍ଲୀ ସ୍ଥିତ ରତ୍ନେଶ୍ୱର ବିଦ୍ୟାଳୟର କୃଷ୍ଣ ନାମଦେବ ମୁଣ୍ଡେ ନାମକ ଜଣେ ଛାତ୍ର ଏକାଦଶତମ ପ୍ରୟାସରେ ଦଶମ ବୋର୍ଡ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ଉଦାହରଣ ସୃଷ୍ଟି କରିଛନ୍ତି। ବହୁ ବର୍ଷର ଅକ୍ଳାନ୍ତ ପରିଶ୍ରମ ପରେ କୃଷ୍ଣଙ୍କର ଏହି ସଫଳତା କେବଳ ତାଙ୍କ ପରିବାର ନୁହେଁ ବରଂ ତାଙ୍କ ବନ୍ଧୁ, ପରିଜନ, ପଡ଼ୋଶୀଙ୍କୁ ପ୍ରେରଣା ଯୋଗାଇପାରିଛି। ତାଙ୍କର ଏହି ସଫଳତାରେ ଗ୍ରାମବାସୀ ଖୁସିରେ ବିଭୋର ହୋଇ ଏକ ବିଶାଳ ଶୋଭାଯାତ୍ରା ବାହାର କରିଥିଲେ। ୨୦୧୮ରୁ ୧୦ ଥର ନିରାଶାର ସମ୍ମୁଖୀନ ହୋଇଥିଲେ ମଧ୍ୟ କୃଷ୍ଣ କେବେ ହତାଶ ହୋଇ ନିଜ ସଂକଳ୍ପକୁ ଅଧାରେ ଛାଡ଼ିଦେଇ ନ ଥିଲେ। ଚଳିତ ବର୍ଷ ମହାରାଷ୍ଟ୍ରର ଦଶମ ବୋର୍ଡ ପରୀକ୍ଷାରେ ସେ କୃତକାର୍ଯ୍ୟ ହୋଇଛନ୍ତି। କଠିନ ପରିଶ୍ରମ ଓ ଦୃଢ଼ ଇଚ୍ଛାଶକ୍ତି ବଳରେ ଯେକୌଣସି ଆହ୍ବାନକୁ ସାମ୍‌ନା କରାଯାଇପାରେ, ଏହା ସେ ପ୍ରମାଣ କରି ଦେଖାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନର ଦୀପ ଯେଉଁଠି ଜଳେ, ସେଠି ଅନ୍ଧାକାର ହୋଇ ନ ଥାଏ

ଜ୍ଞାନର ଦୀପ ଯେଉଁଠି ଜଳିଥାଏ, ସେଠି କେବେ ଅନ୍ଧକାର ହୋଇ ନ ଥାଏ। ଶବ୍ଦର ଜ୍ଞାନ କିମ୍ବା ଲେଖାପଢ଼ା ଜ୍ଞାନ ଏମିତି ଏକ ଶକ୍ତି, ଯାହା...

ମଣିଷ ଚିହ୍ନିବାରେ କରିଛନ୍ତି କି ବଡ଼ ଭୁଲ? ପଶ୍ଚାତାପ କରୁଥିଲେ ଜାଣନ୍ତୁ ଚାଣକ୍ୟଙ୍କ ଏହି ୪କଥା

ଆଚାର୍ଯ୍ୟ ଚାଣକ୍ୟ ନିଜର ନୀତିଶାସ୍ତ୍ରରେ ବ୍ୟକ୍ତିର ସ୍ବଭାବ ବିଷୟରେ ବର୍ଣ୍ଣନା କରିଛନ୍ତି। ଏହାକୁ ଆପଣାଇବା କଷ୍ଟକର ହେଲେ ହେଁ ଯିଏ ତାହା କରିପାରିଛନ୍ତି ଜୀବନ ସୁଖମୟ...

୧୦ ବର୍ଷ ଧରି ୫୦ ଲୋକଙ୍କ ଦ୍ୱାରା ସ୍ତ୍ରୀଙ୍କୁ ବଳାତ୍କାର କରାଉଥିଲେ ସ୍ବାମୀ, କୋର୍ଟରେ ଦୁଃଖ ବଖାଣିଲେ ମହିଳା

ସ୍ବାମୀ (ବର୍ତ୍ତମାନ ପୂର୍ବତନ)ଙ୍କ ଦ୍ୱାରା ଅଚେତ ଅବସ୍ଥାରେ ଡ୍ରଗ୍ସ ଦେଇ ପ୍ରାୟ ଏକ ଦଶନ୍ଧି ଧରି ବଳାତ୍କାରର ଶିକାର ହୋଇଥିବା ମହିଳା ଜିସେଲେ ପେଲିକାଟ, ଗୁରୁବାର...

କ’ଣ ଅଫିସ୍‌ରେ ବାରମ୍ବାର ‘ସୁଟା ବ୍ରେକ୍‌’ ନେବା ଦ୍ୱାରା ଷ୍ଟ୍ରେସ୍‌ କମିଥାଏ? ଜାଣନ୍ତୁ ଏହା ପଛର ସତ?

ନୂଆଦିଲ୍ଲୀ,୫।୯: ସିଗାରେଟ୍‌ ଟାଣିବାର ସୌକିନ ରଖିଥିବା ଲୋକ ଅଧିକ ଷ୍ଟ୍ରେସରେ ଥିଲେ ଅଧିକ ଧ୍ରୁମପାନ କରିଥାନ୍ତି। ସେମାନେ ବିଶ୍ୱାସ କରନ୍ତି କି, ସିଗାରେଟ୍‌ ଏକ ଷ୍ଟ୍ରେସ୍‌...

ମାଛ ମଡ଼କ ଯୋଗୁ ଏମର୍ଜେନ୍ସି

ଏଥେନ୍ସ:ଗ୍ରୀସ୍‌ର ଭୋଲୋସ ସହର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ହ୍ରଦ, ନଦୀ ଓ ବିଭିନ୍ନ ଜଳାଶୟଗୁଡ଼ିକରେ ଲକ୍ଷାଧିକ ମୃତ ମାଛ ପଡ଼ି ରହିଛନ୍ତି। ଏତେ...

ବିଶ୍ୱର ସବୁଠୁ ବୟସ୍କ କୁମ୍ଭୀର

ପ୍ରିଟୋରିଆ: ପୃଥିବୀର ସର୍ବ ପୁରାତନ ଜୀବଜନ୍ତୁମାନଙ୍କ ମଧ୍ୟରେ କୁମ୍ଭୀର ଅନ୍ୟତମ। ପ୍ରାୟତଃ ବିପଜ୍ଜନକ ଶିକାରୀ ଭାବେ କୁମ୍ଭୀର ଅନ୍ୟ ପ୍ରାଣୀମାନଙ୍କ ଉପରେ ଆକ୍ରମଣ କରିବାକୁ କୁଣ୍ଠାବୋଧ...

୨୦୨୫ରୁ ୭ ବର୍ଷ ଦେଖି ହେବନି ଶନି ବଳୟ

ଓ୍ବାଶିଂଟନ, ୪।୯: ସୌର ଜଗତରେ ଶନି ସୂର୍ଯ୍ୟଙ୍କଠାରୁ ଷଷ୍ଠ ଗ୍ରହ ହୋଇଥିବା ସହ ଏହା ଦ୍ୱିତୀୟ ବୃହତ୍ତମ ଗ୍ରହ ମଧ୍ୟ। ଏହି ଗ୍ରହର ଚାରିପଟେ ଏକ...

ପୃଥିବୀ ଉପରେ ବଡ଼ ବିପଦ! ଦ୍ରୁତ ଗତିରେ ମାଡି ଆସୁଛି ଭୟଙ୍କର ଗ୍ରହ, ସେପ୍ଟେମ୍ବରରେ…, ଆଲର୍ଟ ଜାରି କଲା ନାସା

ଏକ ଗ୍ରହ ସମ୍ବନ୍ଧରେ ନାସା ଏକ ସତର୍କ ସୂଚନା ଜାରି କରିଛି। ନାସା କହିଛି ଯେ ପ୍ରାୟ ୭୨୦ ଫୁଟର ଏକ ବିଶାଳ ଗ୍ରହ, ଯାହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri