Posted inଫୁରସତ

ସରକାରୀ ଡାକ୍ତରଖାନାରେ ୟୁଟ୍ୟୁବ୍‌ ଦେଖି  ଇସିଜି କରୁଛନ୍ତି ଲ୍ୟାବ ଆଟେଣ୍ତାଣ୍ଟ: ଭିଡିଓ ଭାଇରାଲ ପରେ…

  ସ୍ବାସ୍ଥ୍ୟ ସେବାରେ ଅଭାବନୀୟ ଘଟଣା। ୟୁଟ୍ୟୁବ୍‌ ଦେଖି ଚାଲିଛି ରୋଗୀଙ୍କ ଚିକିତ୍ସା ।  ଡାକ୍ତର ନୁହଁନ୍ତି ଲ୍ୟାବ ଆଟେଣ୍ତାଣ୍ଟ ୟୁଟ୍ୟୁବ୍‌ ଦେଖି କରୁଛନ୍ତି ଇସିଜି । ଏଭଳି ଆଶ୍ଚର୍ଯ୍ୟଜନକ ଘଟଣା ରାଜସ୍ଥାନର ଯୋଧପୁରରୁ ସାମ୍ନାକୁ ଆସିଛି।
ସରକାରୀ ଡାକ୍ତରଖାନାର ଜଣେ ଲ୍ୟାବ ଆଟେଣ୍ତାଣ୍ଟ ୟୁଟ୍ୟୁବ୍‌ ଦେଖି ରୋଗୀଙ୍କ ଇସିଜି କରୁଥିବା ଦେଖିବାକୁ ମିଳିଛି । ଏହି ଭିଡିଓ ଭାଇରାଲ ହେବାପରେ ଲୋକ ଅସନ୍ତୋଷ ବ୍ୟକ୍ତ କରିବା ସହିତ ରୋଗୀଙ୍କ ଜୀବନ ସହିତ ଖେଳୁଥିବା ଲ୍ୟାବ ଆଟେଣ୍ତାଣ୍ଟ ଓ ହସ୍ପିଟାଲ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ଦାବି କରିଛନ୍ତି ।
ତେବେ ସରକାରୀ ଡାକ୍ତରଖାନାରେ ଜଣେ ଲ୍ୟାବ ଆଟେଣ୍ତାଣ୍ଟକୁ ଏଭଳି ଇସିଜି କରୁଥିବା ଦେଖି ରୋଗୀଙ୍କ ସମ୍ପର୍କୀୟ  କାରଣ ପଚାରିବାରୁ ସେ କହିଥିଲେ, ‘ଦୀପାବଳି ପାଇଁ ଲ୍ୟାବ ଟେକନିସିଆନ ଛୁଟିରେ ଅଛନ୍ତି । ହସ୍ପିଟାଲରେ କର୍ମଚାରୀ ବି କମ୍‌ ଅଛନ୍ତି ସେଥିପାଇଁ ସେ  ୟୁଟ୍ୟୁବ ଦେଖି ଇସିଜି କରିବାକୁ ଉଦ୍ୟମ କରଥିବା କହିଥିଲେ ପୂର୍ବରୁ ବି ଅନେକ ରୋଗୀଙ୍କ ଏଭଳି ଭାବେ ଇସିଜି କରିଛି ।’
https://x.com/BhawaniSinghjpr/status/1852744880935571906?ref_src=twsrc%5Etfw%7Ctwcamp%5Etweetembed%7Ctwterm%5E1852744880935571906%7Ctwgr%5Eaa76a679207a25e708afe972ae7ad464ef76635d%7Ctwcon%5Es1_&ref_url=https%3A%2F%2Fotvkhabar.in%2Fnews%2Fnational%2Fjodhpur-lab-attendant-performs-ecg-on-patient-while-watching-youtube-tutorial%2F138674
ଏହି ଘଟଣାର ଭିଡିଓ ସାମ୍ନାକୁ ଆସିବା ପରେ  ହସ୍ପିଟାଲର ଅଧ୍ୟକ୍ଷ ବି.ଏସ ଯୋଦ୍ଧା କହିଛନ୍ତି, ‘ ମୁଁ ନିଜେ ଶୁକ୍ରବାର ସକାଳେ ହସ୍ପିଟାଲରେ ଥିଲି । ହସ୍ପିଟାଲରେ କେଣସି କର୍ମଚାରୀଙ୍କ ଅଭାବ ନଥିଲା । ଏହି ଭିଡିଓ କେଉଁଠୁ ଆସିଛି ସେ ସମ୍ପର୍କରେ ତଥ୍ୟ ସଂଗ୍ରହ କରାଯାଉଛି । ଯାହାର ଭୁଲ ଥିବ କର୍ଯ୍ୟାନୁଷ୍ଠାନ ନିଆଯିବ ।

https://x.com/Zinda_Avdhesh/status/1852285773967773801?ref_src=twsrc%5Etfw%7Ctwcamp%5Etweetembed%7Ctwterm%5E1852285773967773801%7Ctwgr%5Eaa76a679207a25e708afe972ae7ad464ef76635d%7Ctwcon%5Es1_&ref_url=https%3A%2F%2Fotvkhabar.in%2Fnews%2Fnational%2Fjodhpur-lab-attendant-performs-ecg-on-patient-while-watching-youtube-tutorial%2F138674


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

୧୧୭ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ଧର୍ମଶାଳା,୧୪।୧୨:ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ୧୧୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮ ରନ୍‌ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri