ଓଜନ ହ୍ରାସ କରେ ଭେଣ୍ଡି

ଭେଣ୍ଡି ଏମିତି ଏକ ପରିବା ଯାହା ଅଧିକାଂଶ ଲୋକଙ୍କୁ ପସନ୍ଦ ଆସିଥାଏ। ଭେଣ୍ଡିରେ କାର୍ବୋହାଇଡ୍ରେଟ୍‌, ଭିଟାମିନ୍‌ ଓ ପ୍ରୋଟିନ୍‌ ରହିଥାଏ। ଏଥିରେ ପୋଟାସିୟମ୍‌, ମ୍ୟାଗ୍ନେସିୟମ୍‌, କ୍ୟାଲୋରିର ମାତ୍ରା ମଧ୍ୟ ଅଧିକ ରହିଥାଏ। ଏହା ଓଜନ ହ୍ରାସ କରିବାରେ ସାହାଯ୍ୟ କରିଥାଏ। ଭେଣ୍ଡି ହଜମ ପ୍ରକ୍ରିୟାରେ ସାହାଯ୍ୟ କରେ। ରକ୍ତରେ ଶର୍କରା ସ୍ତର କମିଯାଏ। କିନ୍ତୁ କିଛି ଲୋକ ଭେଣ୍ଡିଠାରୁ ଦୂରେଇ ରହିବା ଉଚିତ।

ସ୍ବାସ୍ଥ୍ୟ ବିଶେଷଜ୍ଞ କୁହନ୍ତି, କିଛି ଲୋକ କେବେ ବି ଖାଇବା ଉଚିତ ନୁହେଁ। ଏହା ବିଷଠାରୁ ବି ଅଧିକ ବିପଜ୍ଜନକ ହୋଇପାରେ ବୋଲି ସେମାନେ ଚେତାବନୀ ଦେଇଛନ୍ତି। ସମସ୍ତ ପ୍ରକାର ପନିପରିବା, ଫଳ ଏବଂ ମାଂସରେ ପୋଷକ ତତ୍ତ୍ୱ ରହିଥାଏ। ଭେଣ୍ଡି ଖାଇଲେ ଶର୍କରା ସ୍ତର କମିଯାଏ। ତେଣୁ ସୁଗାର ବା ଡାଇବେଟିସ୍‌ ଥିବା ଲୋକ ଏହାଠାରୁ ଦୂରେଇ ରହିବା ଉଚିତ।

ମେଦବହୁଳତା ବର୍ତ୍ତମାନ ସମୟରେ ଏକ ମୁଖ୍ୟ ସମସ୍ୟା ହୋଇଥିବା ବେଳେ ଭେଣ୍ଡି ଏଥିରୁ ମୁକ୍ତି ଦେଇଥାଏ। ଏହାକୁ ପାଣିରେ ଭିଜାଇ ପିଇବା ଫଳରେ ଉକ୍ତ ସମସ୍ୟା ଦୂର ହୋଇଥାଏ। ଭେଣ୍ଡି ଖାଇବା ଫଳରେ ଶରୀରରେ ଖାଦ୍ୟ ପାଚନ କ୍ରିୟା ମଜଭୁତ ଓ ପାଚନତନ୍ତ୍ର ଠିକ୍‌ ଭାବେ କାର୍ଯ୍ୟ କରିଥାଏ।  ଫାଇବର ମାତ୍ରା ଅଧିକ ଥିବାରୁ ପେଟ ସମସ୍ୟାରୁ ମୁକ୍ତି ଦେଇଥାଏ। ଆଖି ପାଇଁ ଉପକାରୀ ହୋଇଥିବା ବେଳେ ଏଥିରେ ଥିବା ଆଣ୍ଟି ଅକ୍ସିଡାଣ୍ଟ ଗୁଣବତ୍ତା କ୍ଲୋରାହାଇଟ୍‌ ତ୍ୱଚାକୁ ସୁନ୍ଦର କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ଆସିଲା ଓଜନ କମାଇବା ଇଞ୍ଜେକ୍‌ଶନ୍‌

ନୂଆଦିଲ୍ଲୀ,୨୧ା୩: ଆମେରିକୀୟ ମଲ୍ଟି ନ୍ୟାଶନାଲ ଫାର୍ମାସ୍ୟୁଟିକାଲ କମ୍ପାନୀ ଏଲି ଲିଲୀ ପକ୍ଷରୁ ଗୁରୁବାର ଭାରତରେ ମେଦ ବହୁଳତା ଏବଂ ଟାଇପ୍‌ ୨ ମଧୁମେହ ପାଇଁ ‘ମୌନଜାରୋ’...

କେବଳ ସୌନ୍ଦର୍ଯ୍ୟ ନୁହେଁ, ଘରର ଐଶ୍ୱର୍ଯ୍ୟ ବୃଦ୍ଧି କରେ ଏସବୁ ଇଣ୍ଡୋର୍‌ ପ୍ଲାଣ୍ଟ, ଜାଣନ୍ତୁ…

ଇଣ୍ଡୋର୍‌ ପ୍ଲାଣ୍ଟ କେବଳ ଘରର ସୌନ୍ଦର୍ଯ୍ୟ ବୃଦ୍ଧି କରେନାହିଁ ଘର ପରିବେଶକୁ ବିଶୁଦ୍ଧ କରିବା ସହ ଘରେ ସକାରାତ୍ମକ ଊର୍ଜ୍ଜା ଉତ୍ପନ୍ନ କରିଥାଏ। ତେବେ ଏମିତି...

ଅସୁବିଧାରେ ପଡ଼ି ଋଣ କରିଛନ୍ତି କି? ଜାଣନ୍ତୁ ଶୀଘ୍ର ମୁକ୍ତ ହେବେ କିପରି…

ବେଳେବେଳେ ଅସୁବିଧାରେ ପଡିଲେ, ମଣିଷ ଋଣ କରିବାକୁ ବାଧ୍ୟ ହୋଇଥାଏ। କିନ୍ତୁ ଏହାକୁ ଠିକ୍‌ ସମୟରେ ସୁଝିଦେଲେ ମନକୁ ଶାନ୍ତି ମିଳିଥାଏ ନଚେତ୍‌ ଏହା ବୋଝ...

କେଶ ଝଡ଼ିବା ସମସ୍ୟାରୁ ମୁକ୍ତି ଚାହୁଁଥିଲେ ଆପଣାନ୍ତୁ ଏହି ସହଜ ଉପାୟ, ସପ୍ତାହକ ମଧ୍ୟରେ…

ଆଜିକାଲି ଅଧିକାଂଶ ଲୋକ କେଶ ଝଡ଼ିବା ସମସ୍ୟାରେ ପୀଡ଼ିତ। ଏଥିପାଇଁ ଅନେକ କାରଣ ଦାୟୀ ହୋଇପାରେ। ତଥାପି ବିଶେଷଜ୍ଞମାନେ ସ୍ବାସ୍ଥ୍ୟକର ଖାଦ୍ୟପେୟ, ସ୍ବାସ୍ଥ୍ୟକର ଜୀବନଶୈଳୀ, ବ୍ୟସ୍ତବହୁଳ...

ବାସି ମୁହଁରେ ପାଣି ପିଇଲେ ମିଳିଥାଏ ଏହି ୪ ବଡ଼ ଲାଭ, ପ୍ରଭାବ ଜାଣିଲେ…

ସକାଳର ଏମିତି କିଛି ଅଭ୍ୟାସ, ଅନେକ ଦିଗରେ ସ୍ବାସ୍ଥ୍ୟକୁ ପ୍ରଭାବିତ କରେ। ଯଦି ଖାଦ୍ୟ ଠିକ୍‌ ଥାଏ, ତେବେ ସ୍ବାସ୍ଥ୍ୟ ଭଲ ରହିଥାଏ; କିନ୍ତୁ ଯଦି ...

ଡାଏଟ୍‌ରେ ସାମିଲ୍‌ କରନ୍ତୁ ଏହି ୫ ଚଟଣି, ସ୍ବାଦ ସହିତ ସ୍ବାସ୍ଥ୍ୟ ପାଇଁ ଉପକାରୀ

ଆମ ଭାରତୀୟ ଖାଦ୍ୟରେ ଚଟଣି ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରେ। ଏହା କେବଳ ଖାଦ୍ୟର ସ୍ବାଦ ବୃଦ୍ଧି କରେ ତାହା ନୁହେଁ ବରଂ ସ୍ବାସ୍ଥ୍ୟ...

ପିଲାଙ୍କର ପଢ଼ାରେ ଜମା ମନ ଲାଗୁନାହିଁ କି? ଆପଣାନ୍ତୁ ଏଭଳି କିଛି ଉପାୟ …

କିଛି ପିଲାଙ୍କର ପାଠରେ ବେଶ୍‌ ଆଗ୍ରହ ଥାଏ ତ ଆଉ କିଛି ପିଲାଙ୍କର ପଢ଼ାରେ ଜମା ମନ ଲାଗେନି। ପାଠ ନାଁ ଶୁଣିଲେ ସେମାନେ ମୁହଁ...

ବଜାରରୁ ଆଣିଥିବା ପନିର ଅସଲି କି ନକଲି କିଭଳି ଜାଣିବେ? ଆପଣାନ୍ତୁ ଏଭଳି ସହଜ ଉପାୟ…

ଆଜିକାଲି ସମୟରେ ବଜାରରେ ଚାଉଳଠାରୁ ଆରମ୍ଭ କରି ଅନେକ ନିତ୍ୟ ବ୍ୟବହାର୍ଯ୍ୟ ଜିନିଷ ନକଲି ମିଳୁଛି। ଫଳରେ ଲୋକେ ସ୍ବାସ୍ଥ୍ୟ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ସେଭଳି...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image