Categories: ରାଜ୍ୟ

ନୂଆଁଖାଇ ପାଇଁ ଧାର୍ଯ୍ୟ ହେଲା ଲଗ୍ନ

ଭୁବନେଶ୍ୱର,୬।୮: ବଲାଙ୍ଗୀର ପାଇଁ ନୂଆଁଖାଇ ଲଗ୍ନ ଧାର୍ଯ୍ୟ ହୋଇଛି। ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ତିଥି ସେପ୍ଟେମ୍ବର ୮ତାରିଖ ସକାଳ ୯ଟା ୩୫ରୁ ୧୦ଟା ୭ଭିତରେ ନବାନ୍ନ ଲାଗି ହେବ। ପାଟଣେଶ୍ବରୀ ଓ ସମଲେଶ୍ବରୀଙ୍କ ନିକଟରେ ନବାନ୍ନ ଲାଗି ହେବ। ମା’ଙ୍କ ପାଖେ ନବାନ୍ନ ଲାଗି ହେବା ପରେ ନୂଆ ଖାଇବେ ଲୋକ। ଏନେଇ ବଲାଙ୍ଗୀର ଜିଲାର ଜ୍ୟୋତିଷ ପଣ୍ଡିତ ମହାସଭା ନବାନ୍ନ ଲଗ୍ନ ନିର୍ଣ୍ଣାୟକ କମିଟିରେ ନିଷ୍ପତ୍ତି ହୋଇଛି।

 

Share