ମାଟି ଧସି ରାସ୍ତା ଅବରୋଧ

ଦଶମନ୍ତପୁର,୧୩ା୯ (ଡି.ଏନ. ଏ.):ଦଶମନ୍ତପୁର ବ୍ଲକ କାର୍ଯ୍ୟାଳୟ ଛକଠାରୁ ମୁର୍କାର ପଞ୍ଚାୟତକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାରେ ଅଧିକଂଶ ସମୟ ମାଟି ଧସି ରାସ୍ତା ଅବରୋଧ ହେଉଛି। ଫଳରେ ଯାନ ବାହାନ ଚଳାଚଳ ବାଧାପ୍ରାପ୍ତ ହେଉଥିବା ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି। ବ୍ଲକ କାର୍ଯ୍ୟାଳୟଠାରୁ ମାତ୍ର ୧ କି.ମି. ଦୂର ଗୌଡ ବାରିକଣ୍ଟା ଗ୍ରାମ ନିକଟରେ ଏଭଳି ଦେଖିବାକୁ ମିଳିଛି। ରାସ୍ତା କଡ଼ରେ ଡ୍ରେନେଜ ବ୍ୟବସ୍ଥା ନ ଥିବା ଯୋଗୁ ବର୍ଷା ଦିନେ ମାଟି ଧଶୁୁଛି। ଫଳରେ ପ୍ରତେହ ଏହି ରାସ୍ତାରେ ଛୋଟ ବଡ ଦୁର୍ଘଟଣାମାନ ଘଟୁଛି। ଏହି ରାସ୍ତା ଉପରେ ମୁର୍କାର ପଞ୍ଚାୟତବାସୀଙ୍କ ସମେତ ଦଶମନ୍ତପୁର, ଲକ୍ଷ୍ମୀପୁର ଅଞ୍ଚଳବାସୀ ମଧ୍ୟ ନିର୍ଭର କରନ୍ତି। ଆର୍‌ଡି ବିଭାଗ ଦାୟିତ୍ୱରେ ଥିବା ଏହି ରାସ୍ତା ସମ୍ପର୍କରେ କନିଷ୍ଠଯନ୍ତ୍ରୀ ଦୁର୍ଗା ଚରଣ ମର୍ଣ୍ଡିଙ୍କୁ ପଚାରିବାରୁ ସେ କହିଲେ ଖୁବ ଶୀଘ୍ର ମରାମତି କରି ରାସ୍ତା ସମସ୍ୟା ସମାଧାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଅଧରାତିରେ ବବି ଦାସଙ୍କ ଭାଇଙ୍କୁ ଅଟକ ରଖିଲା ପୋଲିସ

ଯାଜପୁର,୨୩।୧୧: ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କ ଉପରେ ଆକ୍ରମଣକୁ ନେଇ ରାଜନୀତି ଜୋର ଧରିଛି। ଏହି ଘଟଣାରେ ଶୁକ୍ରବାର ବିଳମ୍ବିତ ରାତିରେ ଯାଜପୁର ଟାଉନ ପୋଲିସ...

ଶୀତରେ ଥରୁଛି ଦାରିଙ୍ଗବାଡି: ଘରୁ ବାହାରିବା ମୁସ୍କିଲ

ଦାରିଙ୍ଗବାଡି, ୨୩ ।୧୧(ଅରୁଣ ସାହୁ):ସମଗ୍ର କନ୍ଧମାଳ ଜିଲାରେ ଏବେ ଅସହ୍ୟ ଜାଡ଼ ଅନୁଭୂତ ହେଉଛି। ଜିଲାର ଦାରିଙ୍ଗବାଡି ବ୍ଲକ ରେ ମଧ୍ୟ ଏହାର ଅଧିକା ପ୍ରଭାବ...

ମାନସିକ ରୋଗାକ୍ରାନ୍ତ ପୁଅ ପାଖରେ ପହଞ୍ଚତ୍ଲା ମେଡିକାଲ ଟିମ୍‌

କୋକସରା,୨୨ା୧୧ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କାଶିବାହାଲ ପଞ୍ଚାୟତ ସିଆଲଲଟି ପଡ଼ା ଗ୍ରାମର ମାନସିକ ରୋଗାକ୍ରାନ୍ତ କେଶବ ମାଝୀ (୨୮)ଙ୍କୁ ବୃଦ୍ଧା...

ଗ୍ୟାସ୍‌ ଲିକ୍‌ରୁ ଅଗ୍ନିକାଣ୍ଡ ଘଟଣା ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ

ଦିଗପହଣ୍ଡି,୨୨ା୧୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ନରେନ୍ଦ୍ରପୁର ଗ୍ରାମରେ ଗତ ଶନିବାର ସନ୍ଧ୍ୟାରେ ଗ୍ୟାସ୍‌ ସିଲିଣ୍ଡର ପାଇପ ଲିକରୁ ଅଗ୍ନିକାଣ୍ଡ ଘଟଣାରେ ଗୋଟିଏ ପରିବାରର ସ୍ବାମୀ,...

ଘରୁ ବୋମା ଜବତ: ପୁଅଙ୍କ ପରେ ବାପା ଗଲେ ଜେଲ

ଦିଗପହଣ୍ଡି,୨୨ା୧୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନ୍‌ଏସି ୧ ନଂ ୱାର୍ଡ ମୁକ୍ତେଶ୍ୱର ଶୈବପୀଠ ସଂଲଗ୍ନ କେନାଲ ସାହିର ଏକ ଭଡ଼ା ଘରେ ରହୁଥିବା ପଦ୍ମନାଭପୁର ଗ୍ରାମର...

ଇନ୍‌ଫର୍ମର ସନ୍ଦେହରେ ୨ ଗ୍ରାମବାସୀଙ୍କୁ ହତ୍ୟା କଲେ ମାଓବାଦୀ

ମାଲକାନଗିରି,୨୨ା୧୧(ଦୁର୍ଯ୍ୟୋଧନ ପାତ୍ର)-ଛତିଶଗଡ ବର୍ଡର ତେଲଙ୍ଗାନା ଭେଜେଡୁ ମଣ୍ଡଳ ପେରୁ ଗ୍ରାମର ଉଇକା ରମେଶ ଏବଂ ଉଇକା ଅର୍ଜୁନଙ୍କୁ ପୋଲିସ ଇନ୍‌ଫର୍ମର ସନ୍ଦେହରେ ମାଓବାଦୀମାନେ ହତ୍ୟା କରିଛନ୍ତି।...

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଦୁର୍ନୀତି ଅଭିଯୋଗର ଭିଜିଲାନ୍ସ ତଦନ୍ତ

ଭବାନୀପାଟଣା,୨୨ା୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ପଲନା ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ଦୁର୍ନୀତି ହୋଇଥିବା ସାମ୍ନାକୁ ଆସିଛି। ପ୍ରଧାନମନ୍ତ୍ରୀ ସଡ଼କ, ପିଚୁ ରାସ୍ତା ଉପରେ...

ହାଡ଼ଭଙ୍ଗା ଶୀତରେ ଥରୁଛି କଳାହାଣ୍ଡିର କଶ୍ମୀର

ଥୁଆମୂଳ ରାମପୁର, ୨୨।୧୧ (ଦୁର୍ଗା କୀର୍ତ୍ତି) : – କଳାହାଣ୍ଡି ଜିଲାର କାଶ୍ମୀର କୁହାଯାଉଥିବା ଥୁଆମୂଳ ରାମପୁର ବ୍ଲକ ଏବେ ଶୀତରେ ଥରୁଛି। ଚଳିତ ବର୍ଷ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri