ଶ୍ରୀଲଙ୍କାରେ ବଡ଼ ଧରଣର ଭୂକମ୍ପ, ତୀବ୍ରତା ୬.୨…

କଲମ୍ବୋ,୧୪।୧୧ : ଶ୍ରୀଲଙ୍କାରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି। ଏହାର ତୀବ୍ରତା ରିଚ୍ଟର ସ୍କେଲରେ ୬.୨ ରେ ମାପ କରାଯାଇଛି। ମଧ୍ୟାହ୍ନ ୧୨ଟା ୩୧ରେ ଏହି ଭୂକମ୍ପ ଘଟିଛି। ଏହାର କେନ୍ଦ୍ର ଭୂଗର୍ଭରେ କଲମ୍ବୋ ଠାରୁ ୧୦ କିଲୋମିଟର ଦକ୍ଷିଣ-ପୂର୍ବରେ ଥିଲା।

Share