ଏହି ଦିନ ଶେଷ ହେଉଛି ଆଧାର କାର୍ଡ ସହିତ ପାନକୁ ଲିଙ୍କ୍ କରିବାର ଶେଷ ତାରିଖ: ଅଚଳ ହୋଇଯିବ ପାନ୍ କାର୍ଡ

ନୂଆଦିଲ୍ଲୀ,୧୨।୧୧: ଆୟକର ବିଭାଗ କରଦାତାମାନଙ୍କୁ ସେମାନଙ୍କର ସ୍ଥାୟୀ ଆକାଉଣ୍ଟ ନମ୍ବର (ପାନ୍) କୁ ଡିସେମ୍ବର ୩୧, ୨୦୨୪ ପୂର୍ବରୁ ଆଧାର କାର୍ଡ ସହିତ ଲିଙ୍କ୍ କରିବାକୁ ଅନୁରୋଧ କରିଛି। ଏହା କରିବାରେ ବିଫଳ ହେଲେ ପାନ୍ କାର୍ଡ ନିଷ୍କ୍ରିୟ ହୋଇପାରେ, ଯାହା କାରବାର ସମସ୍ୟା ଏବଂ ଅନ୍ୟାନ୍ୟ ଜଟିଳତା ସୃଷ୍ଟି କରିପାରେ।

ଆର୍ଥିକ ଠକେଇ ମାମଲାଗୁଡ଼ିକର ବୃଦ୍ଧି ମଧ୍ୟରେ ଏହି ପଦକ୍ଷେପ ନିଆଯାଇଛି, କାରଣ ଅନେକ ଫିଣ୍ଟେକ୍ ସଂସ୍ଥା ବ୍ୟବହାରକାରୀଙ୍କ ବିନା ଅନୁମତିରେ ଗ୍ରାହକ ପ୍ରୋଫାଇଲ୍ ସୃଷ୍ଟି କରିବା ପାଇଁ ପାନ୍ ସୂଚନା ବ୍ୟବହାର କରୁଥିବା ଜଣାପଡୁଛି। ତେଣୁ ବ୍ୟକ୍ତିଗତ ସୂଚନାର ଅପବ୍ୟବହାରକୁ ରୋକିବା ପାଇଁ ଗୃହ ମନ୍ତ୍ରଣାଳୟ ଆୟକର ବିଭାଗକୁ ପ୍ୟାନ ମାଧ୍ୟମରେ ବ୍ୟକ୍ତିଗତ ବିବରଣୀକୁ ସୀମିତ ରଖିବାକୁ ନିର୍ଦ୍ଦେଶ ଦେଇଛି।

ଆଇ-ଟି ବିଭାଗ ଭାରତର ସମସ୍ତ ଟିକସଦାତାଙ୍କ ପାଇଁ ଆଧାର କାର୍ଡ ସହିତ ପାନକୁ ଲିଙ୍କ କରିବା ବାଧ୍ୟତାମୂଳକ କରିଛି। ସମୟସୀମା ପୂର୍ବରୁ ଲିଙ୍କ୍ କରିବାରେ ବିଫଳ ଏହା ଆଉ କାର୍ଯ୍ୟକ୍ଷମ ହେବନାହିଁ। ଆର୍ଥିକ କାରବାର କରିବାରେ ଅସୁବିଧା ସମେତ ଏହା ଅନେକ ସମସ୍ୟା ସୃଷ୍ଟି କରିପାରେ। ତେଣୁ ସମୟ ଥାଉ ଥାଉ ଆଧାର କାର୍ଡ ସହିତ ପାନକୁ ଲିଙ୍କ୍ କରିଦିଅନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

Heavy rain in Odisha: ୨୪ଘଣ୍ଟାରେ କାଳବୈଶାଖୀ ଆଲର୍ଟ, ୧୩ ଜିଲାକୁ ଝଡବର୍ଷା

ଭୁବନେଶ୍ୱର,୨୦।୪: କାଳବୈଶାଖୀ ନେଇ ଏକ ବଡ଼ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ଆହୁରି ୨୪ ଘଣ୍ଟା Heavy rain in Odisha କାଳବୈଶାଖୀ...

ଚକୁଳିଫାର୍ମରୁ ଚୋରି ଘଟଣା, ୪ଗିରଫ

ଅତାବିରା,୨୦।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଚକୁଳିଫାର୍ମ(ନୂଆଁ ଖଇରପାଲି)ରେ ଗତ ୮ତାରିଖ ବିଳମ୍ବିତ ରାତିରେ ସଂଘଟିତ ଚୋରି ଘଟଣାର ପର୍ଦ୍ଦାଫାଶ ହୋଇଛି। ପୋଲିସ ଏଥିରେ...

ଅଟୋ ବାଇକ ମୁହାଁମୁହିଁ ଧକ୍କା, ୨ ଗୁରୁତର,୭ ଆହତ ମଧ୍ୟରେ ଅଛନ୍ତି ଜଣେ ଶିଶୁ

ଭଞ୍ଜନଗର,୨୦।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୁଲାଡ ମୁଖ୍ୟ ରାସ୍ତାର ଗୋଲାପଡା ଛକରେ ରବିବାର ସକାଳେ ଏକ ଅଟୋ ଓ ବାଇକ ମୁହାମୁହିଁ ଧକ୍କା ହୋଇଛି।...

୮ବର୍ଷୀୟାଙ୍କୁ ବଳାତ୍କାର କଲେ ୧୦ମ ଶ୍ରେଣୀ ଛାତ୍ର

କିଶୋର ବୟସରେ ଅପରାଧ ମନୋବୃତ୍ତି ସମ୍ପ୍ରତି ବୃଦ୍ଧି ପାଇବାରେ ଲାଗିଛି। ବିଭିନ୍ନ ସମୟରେ ନାବାଳକମାନେ ଅପରାଧରେ ସମ୍ପୃକ୍ତ ଥିବା ଅଭିଯୋଗ ଆସୁଛି। ନିକଟରେ ମଧ୍ୟପ୍ରଦେଶ ଭିଣ୍ଡରେ...

Humanoid Robots Race: ବିଶ୍ୱର ପ୍ରଥମ: ମାରାଥନ୍‌ରେ ୨୧ କି.ମି. ଦୌଡ଼ିଲେ ୨୧ ରୋବୋ

ବେଜିଂ, ୨୦।୪ (ପି.ଟି.): ରୋବୋଟିକ୍ସ ଏବଂ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (କୃତ୍ରିମ ବୁଦ୍ଧିମତ୍ତା) କ୍ଷେତ୍ରରେ ଅନ୍ୟ ଦେଶଗୁଡ଼ିକଠାରୁ ବହୁ ଆଗରେ ଥିବା ନେଇ ଚାଇନା ପୁଣିଥରେ ପ୍ରମାଣିତ...

ଆୟୁଷ୍ମାନ ସ୍ବାସ୍ଥ୍ୟ କାର୍ଡ, ଇ-କେୱାଇସି ନାଁରେ ଟଙ୍କା ଆଦାୟ ଅଭିଯୋଗ: ଜିଲାପାଳଙ୍କଠାରେ ଫେରାଦ ହେଲେ ହିତାଧିକାରୀ

ଭବାନୀପାଟଣା,୨୦।୪( ଉତ୍ତମ କୁମାର ଦାଶ ): ରାଜ୍ୟରେ ନୂଆ ସରକାର ଆସିବାପରେ ‘ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା’, ‘ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା’...

ଆଜିଠୁ କଳିଙ୍ଗ ସୁପର କପ୍‌

ଭୁବନେଶ୍ୱର,୨୦ା୪(ଅନାଦି କର): ଆଇକନିକ୍‌ କଳିଙ୍ଗ ଷ୍ଟାଡିୟମରେ ରବିବାରଠାରୁ ଆରମ୍ଭ ହେବାକୁଯାଉଛି କଳିଙ୍ଗ ସୁପର କପ୍‌ ଫୁଟ୍‌ବଲ ଟୁର୍ନାମେଣ୍ଟ। ଉଦ୍‌ଘାଟନୀ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିୟନ ଇଷ୍ଟ ବେଙ୍ଗଲ...

Vehicle sales in Odisha: ଓଡ଼ିଶାରେ ଧିମେଇଛି ଗାଡ଼ି ବିକ୍ରି ଗତି

ଭୁବନେଶ୍ୱର,୨୦ା୪(ଅନୁରାଧା ମହାରଣା): ଆର୍ଥିକ ବର୍ଷ ୨୦୨୪-୨୫ରେ ଦେଶରେ ମୋଟର ଯାନ ବିକ୍ରିରେ ଘରୋଇ ସ୍ତରରେ ପ୍ରାୟ ୬ ପ୍ରତିଶତର ବୃଦ୍ଧି ରେକର୍ଡ କରିଛି। ଅଟୋମୋବାଇଲ ଡିଲର୍ସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image