ଶେଷ ଯାତ୍ରା ଆରମ୍ଭ…

ମୁମ୍ବାଇ,୧୭।୨ : ଡିସ୍କୋ କିଙ୍ଗ୍‌ ବାପି ଲାହିରୀଙ୍କ ଅନ୍ତିମ ସଂସ୍କାର ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ତାଙ୍କର ଶେଷ ଯାତ୍ରା ଗୁରୁବାର ପୂର୍ବାହ୍ନ ୯ଟାରୁ ଆରମ୍ଭ ହୋଇଛି। ମୁମ୍ବାଇର ଓ୍ବିଲେ ପାର୍ଲରେ ଅବସ୍ଥିତ ପୱନ ହଂସ ଶ୍ମଶାନ ଘାଟରେ ଅନୁଷ୍ଠିତ ହେବ। ତାଙ୍କ ପାର୍ଥିବ ଶରୀରକୁ ଫୁଲରେ ସଜାଯାଇଥିବା ଏକ ଟ୍ରକରେ ଘରୁ ଶ୍ମଶାନ ଘାଟ ଅଭିମୁଖେ ଯାତ୍ରା ଆରମ୍ଭ କରିଛି।

Share