ପୁରୀ ସ୍ବର୍ଗଦ୍ବାରରେ ସମ୍ପନ୍ନ ହେଲା ରମାକାନ୍ତ ରଥଙ୍କ ଶେଷକୃତ୍ୟ

ପୁରୀ,୧୭।୩: ବିଶିଷ୍ଟ କବି ପଦ୍ମଭୂଷଣ ରମାକାନ୍ତ ରଥଙ୍କ ସୋମବାର ପୁରୀ ସ୍ବର୍ଗଦ୍ବାରରେ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ପୁଅ ପିନାକୀ ରଥ ମୁଖାଗ୍ନି ଦେଇଥିଲେ। ଶେଷକୃତ୍ୟ ବେଳେ ବହୁ ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ରହି ଶେଷ ଦର୍ଶନ କରିଥିଲେ।

ବିଶିଷ୍ଟ କବି ରମାକାନ୍ତଙ୍କ ରବିବାର ଭୋର ପ୍ରାୟ ୪ଟା ୩୦ରେ ଖାରବେଳନଗରସ୍ଥିତ ବାସଭବନରେ ପରଲୋକ ଘଟିଥିଲା। ମୃତ୍ୟୁ ବେଳକୁ ତାଙ୍କୁ ୯୧ବର୍ଷ ବୟସ ହୋଇଥିଲା। ସେ ଦୀର୍ଘଦିନ ଧରି ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ। ନିଃଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ଶନିବାର ରାତି ପ୍ରାୟ ୨ଟା ୩୦ ପର୍ଯ୍ୟନ୍ତ ତାଙ୍କର ଅକ୍ସିଜେନ୍‌ ଲାଗିଥିଲା। ହେଲେ ଭୋରରେ ତାଙ୍କର ଦେହାନ୍ତ ହୋଇଯାଇଥିବା ପରିବାର ପକ୍ଷରୁ ସୂଚନା ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦେବେନ୍ଦ୍ରଙ୍କ ଶେଷକୃତ୍ୟରେ ସାମିଲ ହେଲେ ବାବା ରାମଦେବ

ପୁରୀ,୧୮।୩: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାପା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ପାର୍ଥିବ ଶରୀର ଭୁବନେଶ୍ବରରୁ ଆସି ପୁରୀରେ ପହଞ୍ଚିଛି। ଆଉ କିଛି...

ଦୁର୍ଘଟଣାରେ ବାପ ପୁଅଙ୍କ ଜୀବନଗଲା

ବାଙ୍ଗିରିପୋଷି, ୧୮ା୩(ସଞ୍ଜୟ କୁମାର ଅଗ୍ରୱାଲା): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଦେଇଯାଇଥିବା ୪୯ନଂ. ଜାତୀୟ ରାଜପଥର ଦ୍ୱାରଶୁଣୀ ଘାଟିରେ ସୋମବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଅଜଣା...

୨ଦିନିଆ ବ୍ୟାଙ୍କ୍‌ ଧର୍ମଘଟ ଡାକରା: ଏହି ୪ଦିନ ବ୍ୟାଙ୍କ ସେବାରୁ ବଞ୍ଚିତ ହେବେ ଲୋକେ

ଭୁବନେଶ୍ୱର,୧୮ା୩: ୯ଦଫା ଦାବି ନେଇ ୟୁନାଇଟେଡ୍‌ ଫୋରମ୍‌ ଅଫ୍‌ ବ୍ୟାଙ୍କ ୟୁନିୟନ୍ସ (ୟୁଏଫ୍‌ବିୟୁ) ପକ୍ଷରୁ ୨ଦିନିଆ ବ୍ୟାଙ୍କ୍‌ ଧର୍ମଘଟ ଡାକରା ଦିଆଯାଇଛି। ଆସନ୍ତା ୨୩ ତାରିଖ...

ଭିଜିଲାନ୍ସ ମାମଲା ବିଚାରାଧୀନ ଥିଲେ ବି ମିଳିବ ବକେୟା ଛୁଟିର ଦରମା: ହାଇକୋର୍ଟ

କଟକ,୧୮ା୩(କାର୍ତ୍ତିକ ସାହୁ): ସରକାରୀଙ୍କ କର୍ମଚାରୀଙ୍କ ବିରୋଧରେ ଭିଜିଲାନ୍ସ ମାମଲା ବିଚାରାଧୀନ ଥିଲେ ବା କୌଣସି ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିଲେ ମଧ୍ୟ ତାଙ୍କୁ ଅବସର ପରେ...

ଶୋଇଥିବା ବେଳେ ଘରୁ ଟାଣି ମହିଳାଙ୍କୁ ମାରିଦେଲା ଦନ୍ତା ହାତୀ

ଦେବଗଡ,୧୮ା୩( ଶଶାଙ୍କ ଶେଖର ଝାଙ୍କର): ରିଆମାଳ ବ୍ଲକ ବୁଢ଼ାପାଳ ଅଞ୍ଚଳ କୁଣ୍ଢେଇଗୋଳା ଫରେଷ୍ଟ ସେକ୍ସନ ତିଲେଇପଶି ଗ୍ରାମରେ ଅଭାବନୀୟ ଘଟଣା। ବିଳମ୍ବିତ ରାତି ଘର ଭିତରେ...

ଶେଷ ଯାତ୍ରାରେ ଦେବେନ୍ଦ୍ର

ଭୁବନେଶ୍ୱର,୧୮।୩: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାପା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କର ୮୪ ବର୍ଷ ବୟସରେ ସୋମବାର ପରଲୋକ ହୋଇଯାଇଛି। ମଙ୍ଗଳବାର ପଞ୍ଚଭୂତରେ...

ହିନ୍ଦୁଙ୍କ ଧାର୍ମିକ ଭାବନାକୁ ଆଘାତ ଦିଆଯାଇଛି: ପ୍ରିୟଦର୍ଶନ

ପୁରୀ,୧୮ା୩ (ଅଜିତ୍‌ କୁମାର ମହାନ୍ତି): ପୁରୀ ଶ୍ରୀମନ୍ଦିରରେ ଅଭିନେତ୍ରୀ ହେମାମାଳିନୀଙ୍କ ପ୍ରବେଶକୁ ନେଇ ଜଗନ୍ନାଥ ସେନାର ଆବାହକ ପ୍ରିୟଦର୍ଶନ ପଟ୍ଟନାୟକ କହିଛନ୍ତି, ହେମାମାଳିନୀ ମୁସ୍‌ଲିମ୍‌ ଧର୍ମକୁ...

ହେମାମାଳିନୀଙ୍କ ଶ୍ରୀମନ୍ଦିର ପ୍ରବେଶ ନେଇ ବିବାଦ: ‘ଗ୍ରହଣ କରିଥିଲେ ମୁସଲମାନ ଧର୍ମ’

ପୁରୀ,୧୮ା୩ (ଅଜିତ୍‌ କୁମାର ମହାନ୍ତି): ବଲିଉଡ୍‌ ଅଭିନେତ୍ରୀ ହେମାମାଳିନୀ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିବାକୁ ନେଇ ଶ୍ରୀଜଗନ୍ନାଥ ସେନା ପକ୍ଷରୁ ସୋମବାର ସିଂହଦ୍ୱାର ଥାନାରେ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image