ଆମାଜନ ଗୋଲ୍ଡ ଭାଉଚରର ଶୁଭାରମ୍ଭ

ନୂଆଦିଲ୍ଲୀ,୭।୧୦: ଚଳିତ ପାର୍ବଣ ଋତୁରେ ସୁନା, ରୁପା ଓ ମୂଲ୍ୟବାନ ଅଳଙ୍କାର କ୍ରୟ କରିବା ସହିତ ପ୍ରିୟଜନଙ୍କୁ ଉପହାର ଦେବା ପାଇଁ ଆମାଜନ ଗୋଲ୍ଡ ଭାଉଚର ଏକ ସରଳ ସମାଧାନ ପାଲଟିଛି। ଏପରିକି ଏହା ଜରିଆରେ ଉପଭୋକ୍ତା ଅଳଙ୍କାର କ୍ରୟଠାରୁ ଆରମ୍ଭ କରି ଉପହାର ପ୍ରଦାନ ପର୍ଯ୍ୟନ୍ତ ବ୍ୟାପକ ସୁବିଧା ପାଇପାରିବେ। ଉଲ୍ଲେଖଯୋଗ୍ୟ, ଫିନଟେକ୍‌ କମ୍ପାନୀ ପାଇନ୍‌ ଲ୍ୟାବ୍ସ ପ୍ରାଇଭେଟ୍‌ ଲିମିଟେଡ୍‌ (ପାଇନ୍‌ ଲ୍ୟାବ୍ସ) ଏବଂ ଆମାଜନ.ଇନ୍‌ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି। ଏପରିକି ପାଇନ ଲ୍ୟାବ୍ସ ସହଭାଗିତାରେ ଆମାଜନ ଗୋଲ୍ଡ ଭାଉଚରର ଶୁଭାରମ୍ଭ କରାଯାଇଛି। ଏହା ହେଉଛି ଏକ ଉପଯୁକ୍ତ କର୍ପୋରେଟ୍‌ ଗିଫ୍ଟିଂ ସଲ୍ୟୁଶନ୍‌, ଯାହା ଆମାଜନ ପେ’ର ସୁବିଧା ସହିତ ସୁନା ସହ ଜଡ଼ିତ ନିବେଶକୁ ସହଜ କରିଛି। ଏହି ଭାଉଚର୍‌ ବର୍ତ୍ତମାନ ପାଇନ ଲ୍ୟାବ୍ସ ଦ୍ୱାରା ପରିଚାଳିତ ହେଉଛି, ପାରମ୍ପରିକ ଗୋଲ୍ଡ ଭାଉଚର୍‌ ଗୋଟିଏ ବ୍ରାଣ୍ଡ୍‌ରେ ସୀମିତ ଥିବାବେଳେ ଏହି ଭାଉଚର ହେଉଛି, ପ୍ରଥମ ପ୍ରିପେଡ୍‌ ଉପକରଣ,ଯାହା ଉପଭୋକ୍ତାଙ୍କୁ ଆମାଜନ.ଇନରେ କଲ୍ୟାଣ,ଏମଏମଟିସି, ତନିସ୍କ ଏବଂ ଜୟଆଲୁକ୍କାସ ଭଳି ବିଶ୍ବସ୍ତ ସୁନା ବ୍ରାଣ୍ଡ୍‌ ମଧ୍ୟରୁ ସିଧାସଳଖ ଚୟନ କରିବାର ସୁବିଧା ପ୍ରଦାନ କରୁଛି। ଏପରିକି ଏହା ସୁନିଶ୍ଚିତ କରୁଛି ଯେ ସେମାନେ ମୁଦ୍ରା ଏବଂ ସୁନା ରୁପାଠାରୁ ଆରମ୍ଭ କରି ଅଳଙ୍କାର ପର୍ଯ୍ୟନ୍ତ ସେମାନଙ୍କ ଶୈଳୀ ଏବଂ ପସନ୍ଦ ଅନୁଯାୟୀ ସୁନା ଉତ୍ପାଦ ଚୟନ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ମେସିଙ୍କ ସହ ସେଲ୍‌ଫି ନେବାକୁ ଚାହୁଁଥିଲେ ବିକ୍ରି କରିବାକୁ ପଡ଼ିପାରେ ଆପଣଙ୍କ ଘର! ଟିକେଟର ଦାମ ଶୁଣିଲେ…

ନୂଆଦିଲ୍ଲୀ,୧୪।୧୨: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ ମେସି ବର୍ତ୍ତମାନ ତିନି ଦିନିଆ ଭାରତ ଗସ୍ତରେ ଅଛନ୍ତି। ସେ ପ୍ରଥମେ କୋଲକାତାରେ ପହଞ୍ଚିଥିଲେ, ତା’ପରେ ହାଇଦ୍ରାବାଦରେ ପହଞ୍ଚିଥିଲେ...

ଆଭ୍ୟନ୍ତରୀଣ ଓଡ଼ିଶାରେ ହାଡ଼ଭଙ୍ଗା ଶୀତ, ଜାଣନ୍ତୁ କେଉଁଠି ରହିଛି କେତେ ତାପମାତ୍ରା…

ଭୁବନେଶ୍ୱର,୧୪ା୧୨: ଆଭ୍ୟନ୍ତରୀଣ ଓଡ଼ିଶାରେ ଜାରି ରହିଛି ହାଡ଼ଭଙ୍ଗା ଶୀତ। ରାଉରକେଲା ସହରରେ ସର୍ବନିମ୍ନ ତାପମାତ୍ରା ୮.୨ ଡିଗ୍ରୀ ଥିବାବେଳେ ଝାରସୁଗୁଡ଼ାରେ ୮.୯, କେନ୍ଦୁଝରରେ ୧୦.୬ ଡିଗ୍ରୀ...

‘ଗିରଫ ହୁଅନ୍ତୁ ମମତା,’ କାହିଁକି ଏମିତି କହିଲେ ଆସାମ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ ଏହା ପଛର ବଡ଼ କାରଣ

ଗୁଆହାଟି,୧୪।୧୨: ଶନିବାର କୋଲକାତାରେ ଆର୍ଜେଣ୍ଟିନା ଫୁଟବଲ ତାରକା ଲିଓନେଲ ମେସିଙ୍କ ଏକ କାର୍ଯ୍ୟକ୍ରମରେ ଘଟିଥିବା ବିଶୃଙ୍ଖଳା ପରେ, ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବିରୋଧୀଙ୍କ ସମାଲୋଚନାର ଶିକାର...

‘ଜଞ୍ଜିରରେ ହୋଇଛି ବନ୍ଧା…ମାଡ଼ରେ ଶରୀର ରୁଟି ଭଳି ଫୁଲିଯାଇଛି…’, ମାସୁଦ ଆଝାରଙ୍କ ଭାଇରାଲ ଅଡିଓ କ୍ଲିପକୁ ନେଇ ବଢୁଛି ଚର୍ଚ୍ଚା

ଇସଲାମାବାଦ,୧୪।୧୨: ପାକିସ୍ତାନର ଆତଙ୍କବାଦୀ ସଂଗଠନ ଜୈଶ-ଏ-ମହମ୍ମଦର ନେତା ମାସୁଦ ଆଝାରଙ୍କ ଏକ ଚାଞ୍ଚଲ୍ୟକର ଅଡିଓ କ୍ଲିପ ସୋସିଆଲ ମିଡିଆରେ ଦ୍ରୁତ ଗତିରେ ଭାଇରାଲ ହେଉଛି। ଏହି...

ଦାରିଙ୍ଗବାଡିରେ ଅସହ୍ୟ ଶୀତ: ଚତୁର୍ଥ ଦିନରେ ତୁଷାରପାତ 

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଗତ କିଛିଦିନ ହେଲା କାଶ୍ମୀର ଭଳି ପରିସ୍ଥିତି ଦେଖାଯାଇଛି। ରବିବାରକୁ ମିଶାଇ ଗତ ଚାରିଦିନ ଧରି...

‘ଭୋଟ ଚୋରି’ ବିରୋଧରେ କଂଗ୍ରେସର ପ୍ରଦର୍ଶନ, ରାମଲିଳା ମଇଦାନରେ ଏକାଠି ହେବେ ବହୁ ବରିଷ୍ଠ

ନୂଆଦିଲ୍ଲୀ,୧୪।୧୨: କଂଗ୍ରେସ କଥିତ ନିର୍ବାଚନୀ ଜାଲିଆତି ଏବଂ ‘ଭୋଟ ଚୋରି’ ବିରୋଧରେ ଅଭିଯାନକୁ ତୀବ୍ରତର କରୁଛି। ଡିସେମ୍ବର ୧୪, ୨୦୨୫ ରବିବାର ଦିଲ୍ଲୀର ରାମଲୀଳା ମଇଦାନରେ...

ଜଙ୍ଗଲରେ ହଜିବାରେ ଲାଗିଛି  ଉଇ ହୁଙ୍କା ସଂଖ୍ୟା : ଭୂତଳ ଜଳର ଉତ୍ସ ଚିହ୍ନଟ କରିବାରେ …

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ସୃଷ୍ଟି ଓ ପ୍ରକୃତି ସହ ଜଡିତ ଉଇ ହୁଙ୍କାର ସମ୍ପର୍କ। ହେଲେ ମାତ୍ର ଧୀରେଧୀରେ ଜଙ୍ଗଲରେ ଉଇ ହୁଙ୍କାର ସଂଖ୍ୟା କମିବାରେ...

୨୫ ରେ ତିଲିସିଙ୍ଗି ରେ ପ୍ରଦେଶ ସଭା : ୪ ଦିନ ବ୍ୟାପୀ…

ଭଞ୍ଜନଗର,୧୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ରୁ ୨୮ ତାରିଖ ପର୍ଯ୍ୟନ୍ତ ୪ ଦିନ ବ୍ୟାପୀ ନିଖିଳ ଉତ୍କଳ କୁର୍ମି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri