ନୂଆଦିଲ୍ଲୀ,୫।୭: ବନ୍ଧନ ମ୍ୟୁଚୁଆଲ ଫଣ୍ଡ ପକ୍ଷରୁ ଏକ ଓପନ-ଏଣ୍ଡେଡ୍ ଇକ୍ୱିଟି ସ୍କିମ୍ ବନ୍ଧନ ଫାଇନାନ୍ସିଆଲ ସର୍ଭିସେସ୍ (ଏଫ୍ସି) ଫଣ୍ଡ୍ର ଶୁଭାରମ୍ଭ କରାଯାଇଛି। ଏହି ନୂଆ ଫଣ୍ଡ୍ ଅଫର୍ ୨୦୨୩ ଜୁଲାଇ ୨୪ରେ ବନ୍ଦ ହେବ। ବନ୍ଧନ ଫାଇନାନ୍ସିଆଲ ସର୍ଭିସେସ୍ ଫଣ୍ଡ୍ରେ ଲାଇସେନ୍ସପ୍ରାପ୍ତ ମ୍ୟୁଚୁଆଲ ଫଣ୍ଡ୍ ବିତରଣକାରୀ ଓ ଅନ୍ଲାଇନ ପ୍ଲାଟ୍ଫର୍ମ ମାଧ୍ୟମରେ କିମ୍ବା ସିଧାସଳଖ www.bandhanmutual.comରେ ମଧ୍ୟ ନିବେଶ କରାଯାଇପାରିବ। ଏ ସମ୍ପର୍କରେ ବନ୍ଧନ ଏଏମ୍ସିର ସିଇଓ ବିଶାଲ କପୁର କହିଛନ୍ତି, ଏହି ନୂଆ ଫଣ୍ଡ୍ କ୍ୟାପିଟାଲ ମାର୍କେଟ୍, ଏନ୍ବିଏଫ୍ସି, ଇନ୍ସ୍ୟୁରାନ୍ସ ଓ ଫିନ୍ଟେକ୍ରେ ନିବେଶ ସହିତ ଅଧିକ ବହୁମୁଖୀ ହୋଇ ପାରମ୍ପରିକ ବ୍ୟାଙ୍କିଙ୍ଗ୍ କ୍ଷେତ୍ରଠାରୁ ଆଗକୁ ଯିବ ଏବଂ ନିବେଶକଙ୍କୁ ଭାରତର ଦୀର୍ଘାବଧି ଅଭିବୃଦ୍ଧି କାହାଣୀରୁ ଲାଭାନ୍ବିତ ହେବା ପାଇଁ ସୁଯୋଗ ଦେବ।

ମାରଗୁଡ଼ା ଲୋକ ମହୋତ୍ସବ ଉଦ୍ଯାପିତ
ନୂଆପଡ଼ା,୫ା୪(ମକାରୁ ବେମାଲ): ସ୍ଥାନୀୟ ମିନି ଷ୍ଟାଡିୟମରେ ଚାଲିଥିବା ମାରଗୁଡ଼ା ଲୋକ ମହୋତ୍ସବ ଶନିବାର ଉଦ୍ଯାପିତ ହୋଇଯାଇଛି। ନୂଆପଡା ଜିଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆଙ୍କ...

ମହଙ୍ଗା ପଡ଼ିଲା ପୋଲିସକୁ ପଥର ମାଡ଼
ଥୁଆମୂଳ ରାମପୁର,୫ା୪(ଦୁର୍ଗା କୀର୍ତ୍ତି): ବାଇକ୍ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁକୁ ନେଇ କ୍ଷତିପୂରଣ ଦାବିରେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ସମ୍ମୁଖରେ ଶୁକ୍ରବାର ମଧ୍ୟାହ୍ନରୁ...

୭ ରୋଗୀଙ୍କ ଜୀବନ ନେଇଗଲେ ନକଲି ଡାକ୍ତର
ଦମୋହ,୫।୪: ମଧ୍ୟପ୍ରଦେଶର ଦାମୋହ ସହରର ଏକ ଘରୋଇ ମିଶନାରି ହସ୍ପିଟାଲରେ ଜଣେ ନକଲି ଡାକ୍ତର ହୃତ୍ପିଣ୍ଡ ଅସ୍ତ୍ରୋପଚାର ବେଳେ ଅନୂ୍ୟନ ୭ ଜଣ ରୋଗୀଙ୍କୁ ମାରିଦେଇଥିବା...

ମଣିପୁର ବିବାଦର ସମାଧାନ ପାଇଁ କେନ୍ଦ୍ରର ବଡ଼ ପଦକ୍ଷେପ
ନୂଆଦିଲ୍ଲୀ,୫।୪: ମଣିପୁର ବିବାଦର ସମାଧାନ କରି ସ୍ଥାୟୀ ଶାନ୍ତି ଆଣିବାର ଉଦ୍ୟମ ସ୍ବରୂପ କେନ୍ଦ୍ର ସରକାର ଶନିବାର ମେଇତି ଏବଂ କୁକି ସମ୍ପ୍ରଦାୟର ପ୍ରତିନିଧିମାନଙ୍କ ସହ...

ଗୋ-ମାଂସ କାଟିବା ବେଳେ ମାଡ଼ି ବସିଲା ପୋଲିସ
ବାଲିଗୁଡ଼ା,୫ା୪(ସଞ୍ଜୟ ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅଞ୍ଚଳରେ ଗୋମାଂସ କଟିବା ଘଟଣାରେ ପୋଲିସ ୨ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ପ୍ରକାଶ ଯେ,...

ଘରୁ ଚୋରି: ପଲିଗ୍ରାଫ ଟେଷ୍ଟରେ ଧରାପଡ଼ିଲେ ୨ ଅଭିଯୁକ୍ତ
ଦିଗପହଣ୍ଡି,୫ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ ଗାଁ ପଞ୍ଚାୟତ ଦାଉଣି ଗ୍ରାମର ଚନ୍ଦ୍ରଶେଖର ପଟ୍ଟନାୟକଙ୍କ ଘର ଗ୍ରିଲ ଭାଙ୍ଗି ଘରୁ ପ୍ରାୟ...

ଟ୍ରେନ ଆଗକୁ ଡେଇଁ ବିଡିଏ କର୍ମଚାରୀଙ୍କ ଆତ୍ମହତ୍ୟା
ବ୍ରହ୍ମପୁର,୫।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ରେ କାର୍ଯ୍ୟରତ ଜଣେ କର୍ମଚାରୀ ଚଳନ୍ତା ଟ୍ରେନ ଆଗକୁ ଡେଇଁ ଆତ୍ମହତ୍ୟା କରିଛନ୍ତି ା ସେ ହେଲେ ବ୍ରହ୍ମପୁର...

ଜନ୍ମ ଦିନରେ ବିଧାୟକଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭଞ୍ଜନଗର,୫।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକଙ୍କ ଶନିବାର ଜନ୍ମଦିନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଜଣାଇଛନ୍ତି। ଏପରିକି...