ୟୁକୋ ୩୩୩ର ଶୁଭାରମ୍ଭ

ଭୁବନେଶ୍ୱର, ୧୨।୧୦: ୟୁକୋ ବ୍ୟାଙ୍କର ବହୁ ପ୍ରତୀକ୍ଷିତ ଯୋଜନା ‘ୟୁକୋ ୩୩୩’ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ସୀମିତ ସମୟ ପାଇଁ ଉପଲବ୍ଧ ଏହି ନୂଆ ୩୩୩ ଦିନିଆ ଡିପୋଜିଟ୍‌ ସ୍କିମ୍‌ର ଶୁଭାରମ୍ଭ ସର୍ବଭାରତୀୟସ୍ତରରେ କରାଯାଇଛି। ଏହି ସ୍କିମ୍‌ ୩କୋଟିରୁ କମ୍‌ ଘରୋଇ ରିଟେଲ୍‌ ମିଆଦୀ ଜମା ପାଇଁ ପ୍ରଯୁଜ୍ୟ ଥିଲାବେଳେ ଏହି ସ୍କିମ୍‌ ଅନ୍ତର୍ଗତ ବାର୍ଷିକ ୭.୩୦% ସର୍ବାଧିକ ସୁଧହାରରେ ସର୍ବସାଧାରଣଙ୍କୁ ଏବଂ ବରିଷ୍ଠ ନାଗରିକମାନଙ୍କୁ ବାର୍ଷିକ ୭.୫୫% ସର୍ବାଧିକ ସୁଧହାର ପ୍ରଦାନ କରାଯାଉଛି, ଯାହା ଦ୍ୱାରା ସେମାନେ ଜମା ରାଶି ଉପରେ ଅଧିକ ସୁଧ ହାର ଫେରସ୍ତ ପାଇପାରିବେ ବୋଲି ବ୍ୟାଙ୍କ ପକ୍ଷରୁ ବିସ୍ତୃତ ଭାବେ ଆଲୋକପାତ କରାଯାଇଛି।
ଅପରପକ୍ଷରେ ‘ୟୁକୋ ୩୩୩’ସ୍କିମ୍‌ର ସୁଧହାର ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକ ଦ୍ୱାରା ପ୍ରଦାନ କରାଯାଉଥିବା ସୁଧ ହାର ମଧ୍ୟରେ ସର୍ବୋତ୍ତମ ବୋଲି ବ୍ୟାଙ୍କ ପକ୍ଷରୁ କୁହାଯାଇଛି। ଏପରିକି ବ୍ୟାଙ୍କର ବର୍ତ୍ତମାନ ଓ ନୂତନ ଗ୍ରାହକମାନଙ୍କ ମଧ୍ୟରେ ଏହି ସ୍କିମ୍‌କୁ ବ୍ୟାପକ ଭାବେ ପ୍ରୋତ୍ସାହିତ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସେପ୍ଟେମ୍ବରରେ ଖୁଚୁରା ମୁଦ୍ରାସ୍ଫୀତି ହାର ୫.୪୯%

ଭୁବନେଶ୍ୱର,୧୫ା୧୦(ଅନୁରାଧା ମହାରଣା): ପନିପରିବା ମୂଲ୍ୟରେ ବ୍ୟାପକ ବୃଦ୍ଧି ହେତୁ ଖୁଚୁରା ମୁଦ୍ରାସ୍ଫୀତି ହାରରେ ତୀବ୍ର ବୃଦ୍ଧି ଘଟିଛି। ଗତ ୯ମାସ ମଧ୍ୟରେ ସର୍ବୋଚ୍ଚ ସ୍ତରରେ ଖୁଚୁରା...

ବନ୍ଧନ ମ୍ୟୁଚୁଆଲ ଫଣ୍ଡର ନୂତନ ଉତ୍ପାଦ

ନୂଆଦିଲ୍ଲୀ,୧୫।୧୦: ବନ୍ଧନ ମ୍ୟୁଚୁଆଲ ଫଣ୍ଡ (ବିଏମ୍‌ଏଫ୍‌)ର ନୂତନ ଉତ୍ପାଦ ‘ବନ୍ଧନ ନିଫ୍ଟି ୫୦୦ ଭାଲ୍ୟୁ ୫୦ ଇଣ୍ଡେକ୍ସ ଫଣ୍ଡ୍‌ ଓ ବନ୍ଧନ ନିଫ୍ଟି ୫୦୦ ମୋମେଣ୍ଟମ୍‌...

୧୦ ଦିନରେ ୧୩୪%ର ଅଭିବୃଦ୍ଧି ହାସଲ

ନୂଆଦିଲ୍ଲୀ,୧୫।୧୦: ଭାରତରେ ପାର୍ବଣ ଋତୁ ବ୍ୟବସାୟ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଅବଧିକୁ ଚିହ୍ନିତ କରୁଛି। ଏହି ଗୁରୁତ୍ୱପୂର୍ଣ୍ଣ କର୍ପୋରେଟ ଆବଶ୍ୟକତାକୁ ସମ୍ବୋଧିତ କରି ଭାରତର ଅଗ୍ରଣୀ ବି୨ବି...

ଜିଓର ତ୍ରୈମାସିକ ନେଟ୍‌ ଲାଭ ୬୫୩୯ କୋଟି

ମୁମ୍ବାଇ,୧୫।୧୦: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡ୍‌ ପକ୍ଷରୁ ଚଳିତ ଆର୍ଥିକ ବର୍ଷର ୨ୟ ତ୍ରୈୟମାସର ପରିଚାଳନାଗତ ଏବଂ ଆର୍ଥିକ ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଡିଜିଟାଲ...

ଶେୟାର ବଜାରରେ ଉତ୍ସାହ

ମୁମ୍ବାଇ,୧୫।୧୦: ଦିନକ ପରେ ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ...

ସେପ୍ଟେମ୍ବରରେ ବଢିଲା ହୋଲସେଲ ଦରଦାମ୍

ନୂଆଦିଲ୍ଲୀ,୧୩।୧୦: ଭାରତର ହୋଲସେଲ ମୂଲ୍ୟ ସୂଚକାଙ୍କ ସେପ୍ଟେମ୍ବର ମାସରେ ବୃଦ୍ଧି ପାଇଛି। ଖାଦ୍ୟ ମୂଲ୍ୟ ବୃଦ୍ଧି କାରଣରୁ ସେପ୍ଟେମ୍ବରରେ ମୁଦ୍ରାସ୍ଫୀତି ୧.୮୪% ବୃଦ୍ଧି ପାଇଛି। ଅଗଷ୍ଟରେ...

ଅଗଷ୍ଟରେ କମିଲା ଶିଳ୍ପ ଉତ୍ପାଦନ

ଭୁବନେଶ୍ୱର, ୧୨ା୧୦(ଅନୁରାଧା ମହାରଣା): ପ୍ରାୟ ୨ ବର୍ଷର ବ୍ୟବଧାନ ପରେ ଚଳିବର୍ଷ ଅଗଷ୍ଟ ମାସରେ ଦେଶର ଶିଳ୍ପ ଉତ୍ପାଦନ ହ୍ରାସ ପାଇଛି। ଖଣି ଏବଂ ବିଦ୍ୟୁତ୍‌ କ୍ଷେତ୍ରଗୁଡିକ...

ଜେଏସ୍‌ଏଲ୍‌ର ଏମ୍ପ୍ଲଇ ଆସିଷ୍ଟାନ୍ସ ପ୍ରୋଗ୍ରାମ

ନୂଆଦିଲ୍ଲୀ,୧୨।୧୦: ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଜିନ୍ଦଲ ଷ୍ଟେନ୍‌ଲେସ୍‌ ଲିମିଟେଡ୍‌ (ଜେଏସ୍‌ଏଲ୍‌) ପରିସରରେ ବିଶ୍ୱ ମାନସିକ ସ୍ବାସ୍ଥ୍ୟ ଦିବସ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri