ପୂର୍ବ ସରକାରଙ୍କୁ କଡ଼ା ଟାର୍ଗେଟ୍‌ କଲେ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, କହିଲେ ବାବୁମାନେ ବିମାନ ବୁଲାରେ…

ଭୁବନେଶ୍ୱର,୧୭ା୧୦: ପୂର୍ବ ସରକାରରେ ମନ୍ତ୍ରୀ ଏବଂ ବାବୁମାନେ ବିମାନ ବୁଲାରେ ଖର୍ଚ୍ଚ କରିଥିବା ଅର୍ଥକୁ ନେଇ ପୁଣି କଡ଼ା ଟାର୍ଗେଟ୍‌ କରିଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ।

ସେ କହିଛନ୍ତି, ଚାଟାର୍ଡ ଫ୍ଲାଇଟ୍‌ ବଦଳରେ ମୁଖ୍ୟମନ୍ତ୍ରୀ ସାଧାରଣ ବିମାନରେ ଯାଇ ବହୁ ଅର୍ଥ ଖର୍ଚ୍ଚ କରିଛନ୍ତି। ଏପରିକି ଦଳୀୟ ମିଟିଂ ପାଇଁ ମଧ୍ୟ ହେଲିକପ୍ଟର ଓ ଏରୋପ୍ଲେନ୍‌ରେ ଯିବାଆସିବା କରିଛନ୍ତି। ଏବେ ସାଧାରଣ ଭାବେ ଚାଲିବାର ଆବଶ୍ୟକ ଅଛି। ସ୍ପେଶାଲ ଫ୍ଲାଇଟ୍‌ ନେଇ ଅଯଥା ରାଜକୋଷରେ ବୋଝ ପକାଇବାନି ବୋଲି ସେ କହିଛନ୍ତି।

ସୂଚନାଯୋଗ୍ୟ, ନିର୍ବାଚନ ପୂର୍ବରୁ ପାଣ୍ଡିଆନ ହେଲିକପ୍ଟର ଯୋଗେ ବିଭିନ୍ନ ଜିଲା ଗସ୍ତ କରିଥିଲେ। ଏଥିଲାଗି ଅନେକ ଲକ୍ଷ ଟଙ୍କା ଖର୍ଚ୍ଚ ହୋଇଛି। ହେଲେ ସୂଚନା ଅଧିକାର କର୍ମୀ ଏନେଇ କେତେ ଅର୍ଥ ଖର୍ଚ୍ଚ ହୋଇଛି ବୋଲି ଆର୍‌ଟିଆଇ ଜରିଆରେ ତଥ୍ୟ ମାଗିବାରୁ ତାର ହିସାବ ଚାଲିଥିବା ସରକାର ଉତ୍ତର ରଖିଛନ୍ତି, ଯାହାକୁ ନେଇ ଏବେ ରାଜନୀତି ଜୋର୍‌ ଧରିବାରେ ଲାଗିଛି। ନିକଟରେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ମଧ୍ୟ ଏହି ଘଟଣାରେ ତଦନ୍ତ ଚାଲିଛି, କାର୍ଯ୍ୟାନୁଷ୍ଠାନ ହେବ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୁହାଳରେ ପଶି ଛେଳିକୁ ଖାଇଲା ବାଘ

ଆର.ଉଦୟଗିରି,୧୭ା୧୦(ମନୋଜ କୁମାର ପାଢ଼ୀ): ଗଜପତି ଜିଲା ଆର.ଉଦୟଗିରି ବନ ବିଭାଗ ଅଧୀନ ଘୋଡାକଣ ଗ୍ରାମଠାରୁ ଅଳ୍ପ ଦୂରରେ ରହୁଥିବା ସୁଜୟ ରାଇକାଙ୍କ ଗୁହାଳରୁ ବାଘ ୩ଟି...

ଭୁବନେଶ୍ୱରରେ ଏହି ସବୁ ସ୍ଥାନରେ ୨୪ ଘଣ୍ଟା ବନ୍ଦ ରହିବ ପାନୀୟ ଜଳ ଯୋଗାଣ

ଭୁବନେଶ୍ୱର,୧୭।୧୦: ଭୁବନେଶ୍ୱରରେ ଅଧିକାଂଶ ଅଞ୍ଚଳରେ ପାନୀୟ ଜଳ ଯୋଗାଣ ୨୪ ଘଣ୍ଟା ଧରି ବନ୍ଦ ରହିବ। ଶୁକ୍ରବାର ଅପରାହ୍ନ ୨ଟାରୁ ଶନିବାର ୨ଟା ପର୍ଯ୍ୟନ୍ତ ପାନୀୟ...

ଡିଭାଇଡରରେ ପିଟି ହେଲା ବିଏମ୍‌ଡବ୍ଲ୍ୟୁ

ଭୁବନେଶ୍ୱର,୧୭।୧୦: ଚନ୍ଦ୍ରଶେଖରପୁର ଥାନା ଅଧୀନ ମୈତ୍ରୀବିହାର-ଶୈଳଶ୍ରୀବିହାର ରାସ୍ତାରେ ଗୁରୁବାର ଏକ ଦାମୀ କାର୍‌ ଦୁର୍ଘଟଣା ଗ୍ରସ୍ତ ହୋଇଛି। ମିଳିଥିବା ସୂଚନା ମୁତାବକ, ଦାମୀ କାର୍‌ଟି ମୈତ୍ରୀବିହାର-ଶୈଳଶ୍ରୀବିହାର...

କୋଟଗଡ ବନାଞ୍ଚଳରେ ବାଘ ଆତଙ୍କ: ଲୋକେ ଭୟଭିତ

ବାଲିଗୁଡା,୧୭ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ ବ୍ଲକ ବନାଞ୍ଚଳର ସାର୍ତ୍ତୁଲ ପଞ୍ଚାୟତରେ ଗତ ୫ ଦିନ ହେଲା ବାଘ ଆତଙ୍କ...

ଆସୁଛି ଲଘୁଚାପ, ନେବ କି ବାତ୍ୟା ରୂପ? ଜାଣନ୍ତୁ କ’ଣ କହୁଛି ପାଣିପାଗ ବିଭାଗ

ଭୁବନେଶ୍ୱର,୧୭।୧୦: ଆସନ୍ତା ୨୦ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗରସ୍ଥ ବାୟୁମଣ୍ଡଳର ଉପରି ଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ...

ନଈ ମଝିରେ ଧକ୍କା ଖାଇ ବୁଡ଼ିଗଲା ଇଲିସି ବୋଝେଇ ଡଙ୍ଗା, ପରେ ଘଟିଲା ଏମିତି…

ଭୋଗରାଇ,୧୭ା୧୦(ପ୍ରଦୀପ ଦାସ): ପୂର୍ଣ୍ଣିମା ତିଥିରେ ସମୁଦ୍ର ଅଶାନ୍ତ ରହିଛି। ଏଭଳି ସ୍ଥିତିରେ ମତ୍ସ୍ୟଜୀବୀଙ୍କ ଜାଲରେ ପ୍ରଚୁର ପରିମାଣର ଇଲିସି ଧରା ଦେଉଛନ୍ତି। ଇଲିସି ସନ୍ଧାନରେ ମତ୍ସ୍ୟଜୀବୀମାନେ...

ପୁଣି ବିସ୍ଫୋରକ ବୟାନ ଦେଲେ ଅମର ଶତପଥୀ, କହିଲେ ବିଜେଡି ଛାଡ଼ିପାରନ୍ତି…

ଭୁବନେଶ୍ୱର,୧୭ା୧୦: ବିଜେଡିରେ ଚାଲିଥିବା ଅନ୍ତଃକନ୍ଦଳ ଏବେ ହାଟରେ ପଡ଼ି ଦାଣ୍ଡରେ ଗଡ଼ିଲାଣି। ଗୁରୁବାର ପୁଣି ଏକ ବିସ୍ଫୋରକ ବୟାନ ଦେଇଛନ୍ତି ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri