ଲରେନ୍ସ ଆଣ୍ଡ ମାୟୋର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌

ଭୁବନେଶ୍ୱର,୨।୪: ଦେଶର ପ୍ରମୁଖ ଅପ୍ଟିକାଲ ବ୍ରାଣ୍ଡ୍‌ ‘ଲରେନ୍ସ ଆଣ୍ଡ ମାୟୋ’ର ଆଉ ଏକ ଏକ୍ସକ୍ଲୁସିଭ ଷ୍ଟୋର ଶୁକ୍ରବାର ସ୍ଥାନୀୟ ବାଣୀବିହାର ଛକ ନିକଟସ୍ଥ ମେଟ୍ରୋ ହାଉସ୍‌ଠାରେ ଆନୁଷ୍ଠାନିକ ଭାବେ ଉଦ୍‌ଘାଟିତ ହୋଇଯାଇଛି। ଏହା ପୂର୍ବରୁ ଭୁବନେଶ୍ୱର ଆମ୍ରି ହସ୍ପିଟାଲଠାରେ ବ୍ରାଣ୍ଡ୍‌ର ପ୍ରଥମ ଷ୍ଟୋର ଗତ କିଛି ବର୍ଷ ତଳେ ଖୋଲିଥିଲା। ଏହି ଅବସରରେ ବ୍ରାଣ୍ଡ୍‌ର ନିର୍ଦ୍ଦେଶକ ଅମିତାଭ ମେଣ୍ଡୋଜା ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବ୍ରାଣ୍ଡ୍‌ର ରିଟେଲ ହେଡ୍‌ ଇଣ୍ଡିଆ ଶୁବ୍ରମଣ୍ୟମ ହେଗ୍‌ଡେଙ୍କ ସମେତ ମେଟ୍ରୋ ହାଉସ୍‌ ଷ୍ଟୋରର ବରିଷ୍ଠ ଅଧିକାରୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ। ଏହି ପରିପ୍ରେକ୍ଷୀରେ ବ୍ରାଣ୍ଡ୍‌ ପକ୍ଷରୁ ଉଦ୍‌ଘାଟନୀ ଅଫର ସାଙ୍ଗକୁ ସନ୍‌ଗ୍ଲାସ୍‌ ମେଳାର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଥିଲା। ବିଶେଷ କରି ୧୦୦୦ ବର୍ଗଫୁଟ ପରିବ୍ୟାପ୍ତ ସ୍ଥାନରେ ଗଢ଼ି ଉଠିଥିବା ଏହି ନବିନିର୍ମତ ଷ୍ଟୋରରେ ଦେଶର ସମସ୍ତ ବ୍ରାଣ୍ଡ୍‌ର ଚଷମା ଉପଲବ୍ଧ। ଏପରିକି ଏଠାରେ ଉଭୟ ଚକ୍ଷୁ ପରୀକ୍ଷା ସହ ଗୁଣାତ୍ମକ ମାନର ଚଷମା ମଧ୍ୟ ନିର୍ମାଣ କରାଯାଇଥାଏ। ସେହିଭଳି ଏଠାରେ କାରେରା,ରେବେନ୍‌, ଟମି ହିଲ୍‌ଫିଗର, ସିଲୁଏଟ୍‌, ଭୋଗ୍‌, ଏମ୍ପୋରିଓ ଅରମାନି, ଓକଲି, ଏଲେ, ବୁର୍ବେରି, ମଣ୍ଟ ବ୍ଲାଙ୍କ୍‌ ଭଳି ୫୦ରୁ ଅଧିକ ବ୍ରାଣ୍ଡ୍‌ର ଅନେକ ଡିଜାଇନର ଚଷମା ଉପଲବ୍ଧ।


Enter your email to get our daily news in your inbox.

All Right Reserved By Dharitri.Com

ଲ୍ୟାଣ୍ଡମାଇନ ବିସ୍ଫୋରଣରେ ଯବାନଙ୍କ ପାଦ ଛିଣ୍ଡିଲା

ମାଲକାନଗିରି,୨୪ା୧୧(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ସୁକମା ଜିଲାରେ ଯବାନମାନେ କୋମ୍ବିଂ ସମୟରେ ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ ଜଣେ ଯବାନଙ୍କ ପାଦ ଛିଣ୍ଡି ଗୋଡ଼ରୁ ଅଲଗା ହୋଇଯାଇଛି। ସେ ହେଲେ...

ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ମାମଲାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ

ଭୁବନେଶ୍ୱର,୨୪ା୧୧: ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ମାମଲାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ । ସମ୍ପୂର୍ଣ୍ଣ ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ । ତଦନ୍ତ ପାଇଁ DSPଙ୍କ ନେତୃତ୍ୱରେ...

ଧରିତ୍ରୀ’ୟୁଥ କନ୍‌କ୍ଲେଭ: ପଦ୍ମଶ୍ରୀ ଯମୁନା ଟୁଡୁଙ୍କୁ ‘ଲାଇଫ ଟାଇମ ଆଚିଭ୍‌ମେଣ୍ଟ ଆଓ୍ବାର୍ଡ’

ଭୁବନେଶ୍ୱର,୨୪।୧୧(ବନ୍ଦନା ସେଠୀ/ଅନୁରାଧା ମହାରଣା): ଖଣି ଖନନ କାରଣରୁ ଓଡ଼ିଶାର ପ୍ରାକୃତିକ ଜଙ୍ଗଲ ଲଗାତାର ଭାବେ ନଷ୍ଟ ହେବାକୁ ଲାଗିଛି। ରାଜ୍ୟର କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର ଭଳି...

ସଶକ୍ତ ଓଡ଼ିଶା ଗଠନରେ ସହାୟକ ହେବେ ସୁଭଦ୍ରା ଯୋଜନା ହିତାଧିକାରୀ: ମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ଼,୨୪।୧୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସରକାରୀ ମହାବିଦ୍ୟାଳୟ ନିକଟସ୍ଥ ପଡିଆଠାରେ ଆୟୋଜିତ ସମାବେଶରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଯୋଗ ଦେଇ ସୁଭଦ୍ରା ଯୋଜନାର ପ୍ରଥମ...

ଜେଲ୍‌ରେ ପୂରାଇବୁ ନା ସସ୍‌ପେଣ୍ଡ କରିବୁ? କାହିଁକି ଏମିତି କହିଲେ ମନ୍ତ୍ରୀ…

ଭୁବନେଶ୍ୱର,୨୪ା୧୧: କାର୍ଯ୍ୟାଳୟରେ ନୁହେଁ କି ଆଉ କେଉଁଠି ନୁହେଁ ସିଧା ବିଚ୍‌ ରାସ୍ତାରେ ଏନ୍‌ଏଚ୍‌ ଅଧିକାରୀଙ୍କୁ ଫୋନ୍‌ରେ ଗାଳି କରିଛନ୍ତି ନଗର ଉନ୍ନୟନ ମନ୍ତ୍ରୀ ଡ.କୃଷ୍ଣଚନ୍ଦ୍ର...

‘କ୍ୱାର୍ଟର ଭଡ଼ା ଦେଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ’

ଭୁବନେଶ୍ୱର,୨୪ା୧୧: ସରକାରୀ କ୍ୱାର୍ଟରକୁ ଭଡ଼ାରେ ଲଗାଇଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି ପୂର୍ତ୍ତମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ଆଲଟମେଣ୍ଟ ପାଇଥିବା ବ୍ୟକ୍ତି ଏବଂ ଭଡ଼ାରେ ରହୁଥିବା...

ପରିବେଶ ପାଇଁ ବୈଶ୍ୱିକ ସ୍ବର ପାଲଟିଥିବା ଯୋଦ୍ଧା ହିତା ଲଖାନୀ

ଭୁବନେଶ୍ୱର,୨୪ା୧୧: ଧରିତ୍ରୀ ପକ୍ଷରୁ ଆୟୋଜିତ ଯୁବ ସମ୍ମିଳନୀରେ ଯୋଗଦେଇଛନ୍ତି ପରିବେଶ ଯୋଦ୍ଧା, କ୍ଲାଇମ୍‌ଆକ୍ଟ ଫାଉଣ୍ଡେଶନ୍‌ର ପ୍ରତିଷ୍ଠାତା ନିର୍ଦ୍ଦେଶିକା ହିତା ଲଖାନୀ। ସେ ପୃଥିବୀର ଅନେକ ବୈଶ୍ୱିକ...

ଜଙ୍ଗଲ ସୃଷ୍ଟି ପାଇଁ ପ୍ରତିଶ୍ରୁତିବଦ୍ଧ, ୫୦ ହେକ୍ଟର ଜଙ୍ଗଲ ଜମିକୁ…

ଭୁବନେଶ୍ୱର,୨୪ା୧୧: ଧରିତ୍ରୀ ପକ୍ଷରୁ ଆୟୋଜିତ ଯୁବ ସମ୍ମିଳନୀରେ ଯୋଗଦେଇଛନ୍ତି ଜଙ୍ଗଲ ସୁରକ୍ଷା କ୍ଷେତ୍ରରେ ‘ଲେଡି ଟାର୍ଜନ’ ଭାବେ ପରିଚିତ ମୟୂରଭଞ୍ଜ ଜିଲାର ଯମୁନା ଟୁଡୁ। ଯମୁନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri