ଓକିଲ କଲେ ନିଶ୍ଚିତ: ଆନୁଷ୍ଠାନିକ ଭାବେ ଅଲଗା ହେଲେ ୟୁଜଭେନ୍ଦ୍ର ଚହଲ-ଧନଶ୍ରୀ ବର୍ମା

ମୁମ୍ବାଇ,୨୦ା୩: ସେଲିବ୍ରିଟି ଦମ୍ପତି ୟୁଜଭେନ୍ଦ୍ର ଚହଲ ଏବଂ ଧନଶ୍ରୀ ବର୍ମାଙ୍କ ଛାଡ଼ପତ୍ର ରିପୋର୍ଟ ଗତ କିଛି ମାସ ଧରି ଖବରରେ ରହିଛି। ଗୁରୁବାର, ମୁମ୍ବାଇର ବାନ୍ଦ୍ରା ପରିବାର କୋର୍ଟରେ ଉଭୟ ଆନୁଷ୍ଠାନିକ ଭାବରେ ଛାଡ଼ପତ୍ର ହୋଇଥିଲା ବେଳେ ଓକିଲ ଏହା ନିଶ୍ଚିତ କରିଥିଲେ। ଗଣମାଧ୍ୟମ ସହିତ କଥାବାର୍ତ୍ତା ସମୟରେ ଓକିଲ କହିଥିଲେ, “ଛାଡ଼ପତ୍ର ହୋଇସାରିଛି। ବିବାହ ଭାଙ୍ଗିଯାଇଛି।”

ଖବର ଆସିଥିଲା ​​ଯେ ଧନଶ୍ରୀ ୪.୫୦ କୋଟି ଟଙ୍କା ଭରଣପୋଷଣ ପାଇବେ। ଯେତେବେଳେ କୋର୍ଟ ବାହାରେ ଗଣମାଧ୍ୟମ ଓକିଲଙ୍କୁ ଭରଣପୋଷଣ ପରିମାଣ ବିଷୟରେ ପ୍ରଶ୍ନ କରିଥିଲେ, ସେ ଆଉ କୌଣସି ସୂଚନା ଦେଇ ନ ଥିଲେ।”

 

View this post on Instagram

 

A post shared by Varinder Chawla (@varindertchawla)


Enter your email to get our daily news in your inbox.

All Right Reserved By Dharitri.Com

ଲିଭ୍‌ଇନ୍‌ରେ ରହିବେ ଅଲି-ଜାସ୍ମିନ  

ମୁମ୍ବାଇ: ଟେଲିପରଦାର ଲୋକପ୍ରିୟ ଯୋଡ଼ିମାନଙ୍କ ମଧ୍ୟରୁ ଅଲି ଗୋନି ଏବଂ ଜାସ୍ମିନ ଭାସିନ ଗୋଟିଏ। ଦୀର୍ଘ ବର୍ଷ ଧରି ରିଲେଶନସିପରେ ରହିବା ପରେ ଏବେ ଦୁହେଁ...

IPL ଆରମ୍ଭରୁ ବଦଳିଗଲା ଏହି ଟିମ୍‌, ହଠାତ କରାଗଲା ବଡ଼ ଘୋଷଣା

ନୂଆଦିଲ୍ଲୀ,୨୩।୩: ଆଇପିଏଲ ୨୦୨୫ ମାର୍ଚ୍ଚ ୨୨ରୁ ଆରମ୍ଭ ହୋଇଛି। ସିଜିନରେ ଏପର୍ଯ୍ୟନ୍ତ କେବଳ ଗୋଟିଏ ମ୍ୟାଚ ଖେଳାଯାଇଥିବା ବେଳେ ଗୋଟିଏ ଦଳ ଏହାର ସ୍କ୍ବାର୍ଡରେ ପରିବର୍ତ୍ତନ...

ସନ୍ନ୍ୟାସକୁ ନେଇ ଏମ୍‌ଏସ୍‌ ଧୋନୀଙ୍କ ବଡ଼ ଘୋଷଣା, କହିଲେ…

ନୂଆଦିଲ୍ଲୀ,୨୩।୩: ପ୍ରତିବର୍ଷ କ୍ରିକେଟପ୍ରେମୀମାନେ ଆଇପିଏଲ୍‌କୁ ଉତ୍ସାହର ସହିତ ଅପେକ୍ଷା କରିଥାନ୍ତି। ଏହାର ସବୁଠାରୁ ବଡ଼ କାରଣ ମଧ୍ୟ ହେଉଛନ୍ତି ଏମ୍‌ଏସ୍‌ ଧୋନୀ। ସେ ୨୦୨୦ ମସିହାରେ...

ପିଲାଦିନେ ମା’ଙ୍କୁ ହରାଇଥିଲେ, ଦ୍ୱିତୀୟ ବିବାହ କରିନେଇଥିଲେ ବାପା; ସଂଘର୍ଷମୟ ଜୀବନ ପରେ IPLରେ ଚମକିବାକୁ ପ୍ରସ୍ତୁତ ଏହି ଖେଳାଳି

ନୂଆଦିଲ୍ଲୀ,୨୩।୩: IPL ଅନେକ ଖେଳାଳିଙ୍କ ଭାଗ୍ୟ ବଦଳାଇଛି। ପ୍ରତିବର୍ଷ ଭାରତର ଅନେକ ଯୁବ ଖେଳାଳି ଏହି ଲିଗରେ ଖେଳିବାର ସୁଯୋଗ ପାଆନ୍ତି। କିନ୍ତୁ ସମସ୍ତଙ୍କ ପାଇଁ...

ଯେବେ ଶେଷଥର ପାଇଁ ମୁହାଁମୁହିଁ ହୋଇଥିଲେ CSK-MI, କିଏ ହୋଇଥିଲା ବିଜୟୀ

କୋଲକାତା,୨୩।୩: ଆଜି ଚେପକରେ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ଚେନ୍ନାଇ ସୁପର କିଙ୍ଗ ମୁହାଁମୁହିଁ ହେବେ। କିନ୍ତୁ ଆପଣ ଜାଣନ୍ତି କି ଶେଷ ଥର ପାଇଁ ଏହି...

RCB ବିଜୟକୁ ନେଇ ଖୁସିରେ ଝୁମିଲେ ମୁମ୍ବାଇ ଅଧିନାୟକ? କ’ଣ ଥିଲା କାରଣ… 

ନୂଆଦିଲ୍ଲୀ,୨୩।୩: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ୧୮ତମ ସିଜିନ ଏକ ଜବରଦସ୍ତ ମ୍ୟାଚ୍‌ ସହିତ ଆରମ୍ଭ ହୋଇଛି। ସିଜିନର ପ୍ରଥମ ମ୍ୟାଚ୍‌ କୋଲକାତା ନାଇଟ ରାଇଡର୍ସ ଏବଂ...

CSK vs MI ମ୍ୟାଚ ପୂର୍ବରୁ ଫ୍ୟାନ୍ସଙ୍କ ପାଇଁ ଖରାପ ଖବର, ଶେଷ ସମୟରେ ବାତିଲ୍‌ ହୋଇଯିବ ମ୍ୟାଚ୍‌!

କୋଲକାତା,୨୩।୩: ଆଜି ଅର୍ଥାତ ୨୩ ମାର୍ଚ୍ଚରେ IPL ୨୦୨୫ରେ ଏକ ବଡ଼ ମ୍ୟାଚ ଦେଖିବାକୁ ମିଳିବ। ସଂଧ୍ୟା ମ୍ୟାଚରେ ମୁହାଁମୁହିଁ ହେବାକୁ ଯାଉଛନ୍ତି ଚନ୍ନାଇ ସୁପର...

ସୁଶାନ୍ତ ସିଂ ରାଜପୁତଙ୍କ ହତ୍ୟାର କୌଣସି ପ୍ରମାଣ ନାହିଁ…CBI କ୍ଲୋଜର୍‌ ରିପୋର୍ଟରେ କ’ଣ କ’ଣ ଅଛି?

ନୂଆଦିଲ୍ଲୀ, ୨୩।୩: ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁ ସହ ଜଡ଼ିତ ୨ଟି ମାମଲାକୁ ଶନିବାର କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ବନ୍ଦ କରିଛି। ବିଭିନ୍ନ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image