Posted inଜାତୀୟ

କଂଗ୍ରେସ ଛାଡିବା ସହଜ ନ ଥିଲା: ସିବଲ

ନୂଆଦିଲ୍ଲୀ,୨୫।୫: କଂଗ୍ରେସରୁ ଇସ୍ତଫା ଦେଇ ସମାଜବାଦୀ ପାର୍ଟି ସମର୍ଥନରେ ରାଜ୍ୟ ସଭା ପାଇଁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି କପିଲ ସିବଲ। ବୁଧବାର ସେ କହିଛନ୍ତି, ୨୦୨୪ରେ ଆମେ ଏକାଠି ଲୋକଙ୍କ ସ୍ବର ଉତ୍ତୋଳନ କରିବୁ। ଜନସାଧାରଣଙ୍କ ସ୍ବାର୍ଥ ରକ୍ଷା ପାଇଁ ସମସ୍ତ ପ୍ରୟାସ କରାଯିବ। ଗତ ମେ ୧୬ରେ ସେ କଂଗ୍ରେସରୁ ଇସ୍ତଫା ଦେଇଥିବା ସେ କହିଛନ୍ତି।
କଂଗ୍ରେସ ଛାଡିବା ପୂର୍ବରୁ ମୁଁ ଦଳର ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ଭେଟିଥିଲେ ଏବଂ ମୋ ପ୍ରତି ତାଙ୍କର ଆଚରଣ ଭଲ ଥିଲା। କଂଗ୍ରେସରୁ ଇସ୍ତଫା ଦେବା ଏତେ ସହଜ ନ ଥିଲା ଏବଂ ମୁଁ ସ୍ବାଧୀନ ସ୍ବର ଭାବରେ ମୋର ପରିଚୟ ବଜାୟ ରଖିଛି। ପ୍ରାଥମିକତା କୌଣସି ଦଳରେ ଯୋଗଦେବା ନୁହେଁ, ଲୋକଙ୍କ ପାଇଁ କାର୍ଯ୍ୟ କରିବା ସବୁଠୁ ବଡ଼ କଥା ବୋଲି ସିବଲ କହିଛନ୍ତି। ଏହାସହ ରାଜ୍ୟ ସଭା ପାଇଁ ସମର୍ଥନ ଦେଇଥିବାରୁ ସିବଲ ଏସପିଙ୍କୁ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲକ୍ଷ ଲକ୍ଷ ଗ୍ରାହକଙ୍କୁ ବଡ଼ ଝଟ୍‌କା ଦେଲା SBI, ବଢ଼ିଲା ଏସବୁର EMI…

ନୂଆଦିଲ୍ଲୀ,୧୫।୧୧: ଦେଶର ବୃହତ୍ତମ ସରକାରୀ ବ୍ୟାଙ୍କ ଏସ୍‌ବିଆଇ ଗ୍ରାହକଙ୍କୁ ଦେଲା ବଡ଼ ଝଟ୍‌କା। ବ୍ୟାଙ୍କ ଏହାର ମାର୍ଜିନାଲ କଷ୍ଟ ବେଶ୍ଡ ଲେଣ୍ଡିଂ ରେଟ୍ସ(MCLR) ହାରରେ ବୃଦ୍ଧି...

ଦେଶରେ ଏହି ୩୧ ଜଣଙ୍କ ହେଲିକପ୍ଟର କେବେ ବି କରାଯାଏନି ଯାଞ୍ଚ, ନ ମାନିଲେ…

ନୂଆଦିଲ୍ଲୀ,୧୫।୧୧: ମହାରାଷ୍ଟ୍ର ନିର୍ବାଚନୀ ତାତି ମଧ୍ୟରେ ବିମାନ ଯାତ୍ରା ସମୟରେ କରାଯାଇଥିବା ଯାଞ୍ଚ ଏବେ ଜାତୀୟ ରାଜନୀତିରେ ଝଡ ସୃଷ୍ଟି କରିଛି। ନିକଟରେ ଯେତେବେଳେ ଶିବସେନା...

ସ୍ୱାମୀ ସ୍ତ୍ରୀ’ଙ୍କ କଳିରେ ମୁଣ୍ଡ ପୁରାଇ ଜୀବନ ହରାଇଲେ ବୃଦ୍ଧା

ନୂଆଦିଲ୍ଲୀ,୧୫ା୧୧: ସ୍ତ୍ରୀ’କୁ ଅମାନୁଷିକ ମାଡ଼ ମାରୁଥିଲେ ବ୍ୟକ୍ତି, ଝଗଡା ସମାଧାନ କରିବାକୁ ଯାଇ ଜୀବନ ହରାଇଲେ ବୃଦ୍ଧା। ବୁଧବାର ଏପରି ଏକ ଅଭାବନୀୟ ଘଟଣା ଘଟିଛି...

ଝାଡଖଣ୍ଡରୁ ଫେରୁଥିଲେ ମୋଦି, ହଠାତ୍‌ ମଝି ଆକାଶରେ ଦେଖାଗଲା ଯାନ୍ତ୍ରିକ ତ୍ରୁଟି

ରାଞ୍ଚି,୧୫।୧୧: ନିର୍ବାଚନ ରାଲି ପାଇଁ ଝାଡଖଣ୍ଡରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ତେବେ ସେଠାରୁ ଫେରିବାବେଳେ ତାଙ୍କ ସ୍ବତନ୍ତ୍ର ବିମାନରେ ଯାନ୍ତ୍ରିକ ତ୍ରୁଟି ଦେଖାଦେଇଛି। ଏହି କାରଣରୁ...

ଝାଡ଼ଖଣ୍ଡରେ ଅଟକା ଗଲା ରାହୁଲ ଗାନ୍ଧୀଙ୍କ ବିମାନ, କାରଣ ଜାଣିଲେ…

ରାଞ୍ଚି,୧୫।୧୨: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନରେ ପ୍ରଚାର କରିବାକୁ ଆସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ହେଲିକପ୍ଟରକୁ ଶୁକ୍ରବାର ଅଟକାଇ ଦିଆଯାଇଛି। କୁହାଯାଉଛି ଯେ କ୍ଲିୟରାନ୍ସ ଅଭାବରୁ...

ମାନିଲେ ଶରଦ ପାଓ୍ବାର, କହିଲେ ହଁ ଆମେ ଅମିତ ଶାହାଙ୍କୁ ଭେଟିଥିଲୁ…

ମୁମ୍ବାଇ,୧୫।୧୧: ମହାରାଷ୍ଟ୍ର ନିର୍ବାଚନ ସମୟରେ ଅଜିତ ପାୱାର ଏଭଳି ସୂଚନା ଦେଇଛନ୍ତି, ଯାହା ପରେ ଶରଦ ପାୱାରଙ୍କୁ ସ୍ପଷ୍ଟୀକରଣ ଦେବାକୁ ପଡିବ। ଅଜିତ ପାୱାରଙ୍କ ଦାବି...

ଟ୍ରେଣ୍ଡ୍‌ରେ ମୋଦି: ଏହି ଦେଶ ଦେବ ସର୍ବୋଚ୍ଚ ସମ୍ମାନ

ନୂଆଦିଲ୍ଲୀ, ୧୫।୧୧:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କାରବିଆନ୍‌ ଦେଶ ଡୋମିନିକା ନିଜର ସର୍ବୋଚ୍ଚ ଜାତୀୟ ସମ୍ମାନ ପ୍ରଦାନ କରିବ ବୋଲି ଗୁରୁବାର ଘୋଷଣା କରିଛି। କୋଭିଡ୍‌-୧୯ ମହାମାରୀ...

କାହିଁକି କପିଲ ଶର୍ମାଙ୍କ ଶୋ’ ଛାଡିଥିଲେ ସିଦ୍ଧୁ? ୫ ବର୍ଷ ପରେ କହିଲେ…

ମୁମ୍ବାଇ,୧୫।୧୧: ଦି କପିଲ ଶର୍ମା ଶୋ’ରେ ଜୋରରେ କରତାଳି ଦେବା ସହ ‘ଚକ ଦେ ଫଟ୍ଟେ’, ‘ଗୁରୁ’ ଭଳି ଶବ୍ଦ ସହିତ ଲୋକଙ୍କୁ ଖୁବ୍‌ ହସାଉଥିବା...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri