Posted inଖେଳ

କିମ୍ବଦନ୍ତୀ ସ୍ପିନର ଚନ୍ଦ୍ରଶେଖରଙ୍କୁ ହୃଦ୍‌ଘାତ

ବେଙ୍ଗାଲୁରୁ, ୧୯ା୧ (ପି.ଟି.)- ହୃଦ୍‌ଘାତ ପରେ ପୂର୍ବତନ ଭାରତୀୟ କ୍ରିକେଟର ବି.ଏସ୍‌. ଚନ୍ଦ୍ରଶେଖର ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ପରିଲକ୍ଷିତ ହୋଇଛି। ସେ ଦୁଇ ଦିନ ପରେ ହସ୍ପିଟାଲରୁ ଛାଡ଼ ପାଇବେ ବୋଲି ତାଙ୍କ ପରିବାର ସୂତ୍ରରୁ ଜଣାଯାଇଛି। ୭୫ ବର୍ଷୀୟ ଏହି ପୂର୍ବତନ ସ୍ପିନ କିମ୍ବଦନ୍ତୀ ତାଙ୍କ ୧୬ ବର୍ଷ କ୍ୟାରିୟରରେ ୫୮ ଟେଷ୍ଟ ମ୍ୟାଚରେ ୨୪୨ ଉଇକେଟ ଅକ୍ତିଆର କରିଛନ୍ତି। ବିଶେନ ସିଂ ବେଦୀ, ଇରାପଲ୍ଲୀ ପ୍ରସନ୍ନ, ଏସ୍‌. ଭେଙ୍କଟରାଘବନ ଏବଂ ଚନ୍ଦ୍ରଶେଖରଙ୍କୁ ନେଇ ୪ ଜଣିଆ ସ୍ପିନ କମ୍ବିନେଶନ ୧୯୬୦ ଓ ୭୦ ଦଶକରେ ଭାରତକୁ ଅନେକ ମ୍ୟାଚ ଜିତାଇଛନ୍ତି। ଉଲ୍ଲେଖନୀୟ କ୍ରିକେଟ କ୍ୟାରିୟର ପାଇଁ ଚନ୍ଦ୍ରଶେଖର ଅର୍ଜୁନ ପୁରସ୍କାର ଏବଂ ୧୯୭୨ରେ ପଦ୍ମଶ୍ରୀରେ ସମ୍ମାନିତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଜାତୀୟ ହ୍ୟାଣ୍ଡବଲ ଚାମ୍ପିୟନଶିପରେ ସ୍ଥାନ ପକ୍କା କଲେ ଧ୍ରୁବ

ନୂଆପଡ଼ା,୨୧ା୪(ମକାରୁ ବେମାଲ): ଉତ୍ତରପ୍ରଦେଶର ଆକବରପୁରଠାରେ ଏପ୍ରିଲ ୨୦ରୁ ୨୪ ପର୍ଯ୍ୟନ୍ତ ଜାତୀୟ ଜୁନିୟର ବାଳକ ହ୍ୟାଣ୍ଡବଲ ଚାମ୍ପିୟନଶିପ ଆୟୋଜିତ ହେଉଛି। ଏଥିସକାଶେ ରାଜ୍ୟର ୧୮ଜଣିଆ ଦଳ...

ହର୍ଷ ଭୋଗଲେ, ସାଇମନ ଡୌଲଙ୍କୁ ରେଡ୍-ଫ୍ଲାଗ୍, BCCIକୁ ଚିଠି ଲେଖିଲା ବୋର୍ଡ: ରିପୋର୍ଟ

ନୂଆଦିଲ୍ଲୀ,୨୧।୪: ଅନେକ ଇଣ୍ଡିଆନ ପ୍ରିମିଅର ଲିଗ୍ (ଆଇପିଏଲ) ଦଳର ଅଧିନାୟକ ଏବଂ କୋଚମାନଙ୍କଠାରୁ ଘରୋଇ ପିଚ୍ କ୍ୟୁରେଟରଙ୍କ ବିରୁଦ୍ଧରେ ଅଭିଯୋଗ ଆସିବା ପରେ, କ୍ରିକେଟ ଆସୋସିଏସନ...

CSK ଅବସ୍ଥା ଖରାପ: ଦଳର କ୍ୱାଲିଫାଏକୁ ନେଇ ମୁହଁ ଖୋଲିଲେ ଧୋନୀ

ମୁମ୍ବାଇ,୨୧।୪: ଆଇପିଏଲ ୨୦୨୫ରେ ଚେନ୍ନାଇ ସୁପର କିଙ୍ଗସ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଏକ ଶୋଚନୀୟ ପରାଜୟ ବରଣ କରିଛି। ଏହି ସିଜିନରେ ଚେନ୍ନାଇର ଅବସ୍ଥା ବହୁତ...

କେବଳ ଜଣେ ଖେଳାଳିଙ୍କୁ ପ୍ରମୋଶନ ଦେଲା BCCI, କିଏ ସେ ଭାଗ୍ୟଶାଳୀ?

ନୂଆଦିଲ୍ଲୀ,୨୧।୪: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI) ୨୦୨୪-୨୫ ସିଜିନ ପାଇଁ ଏହାର କେନ୍ଦ୍ରୀୟ ଚୁକ୍ତି ତାଲିକାରେ ମୋଟ ୩୪ ଜଣ ଖେଳାଳିଙ୍କୁ ସାମିଲ କରିଛି।...

ଖେଳାଳି ବାର୍ଷିକ ଚୁକ୍ତି ଘୋଷଣା କଲା ବିସିସିଆଇ, ଫେରିଲେ ଷ୍ଟାର ବ୍ୟାଟର

ମୁମ୍ବାଇ,୨୧ା୪: ଭାରତୀୟ କ୍ରିକେଟ୍ ନିୟନ୍ତ୍ରଣ ବୋର୍ଡ (BCCI) ସୋମବାର,୨୦୨୪-୨୫ ସିଜିନ୍ ପାଇଁ ସିନିୟର ପୁରୁଷ ଦଳ ପାଇଁ ବାର୍ଷିକ କେନ୍ଦ୍ରୀୟ ଚୁକ୍ତି ଘୋଷଣା କରିଛି। ଗତ...

କୋର୍ଟ ଯିବେ ଆଝାରୁଦ୍ଦିନ

ନୂଆଦିଲ୍ଲୀ,୨୧ା୪: ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ ଷ୍ଟାଡିୟମର ଉତ୍ତର ଷ୍ଟାଣ୍ଡରୁ ଆଝାରୁଦ୍ଦିନଙ୍କ ନାମ ହଟାଇବାକୁ ହାଇଦ୍ରାବାଦ୍‌ କ୍ରିକେଟ୍‌ ଆସୋସିଏଶନ (ଏଚ୍‌ସିଏ)ର ଓମ୍ବୁଡସ୍‌ମ୍ୟାନ ନିର୍ଦ୍ଦେଶ ଦେଇଥିଲେ। ଏହି ନିର୍ଦ୍ଦେଶ...

ଆଇପିଏଲରେ ଅଭୂତପୂର୍ବ କୃତିତ୍ୱ ହାସଲ କଲେ ବିରାଟ କୋହଲି, ପଛରେ ପଡିଲେ ଡେଭିଡ ଓ୍ୱାର୍ଣ୍ଣର

ନୂଆଦିଲ୍ଲୀ, ୨୦।୪: ରୟାଲ ଚାଲେଞ୍ଜର୍ସ ବେଙ୍ଗାଲୁରୁର ତାରକା ବ୍ୟାଟ୍ସମ୍ୟାନ ବିରାଟ କୋହଲି ରବିବାର ପଞ୍ଜାବ କିଙ୍ଗସ ବିପକ୍ଷ ଆଇପିଏଲ ୨୦୨୫ ମ୍ୟାଚରେ ନିଜ ନାମରେ ଏକ...

ଇତିହାସ ରଚିଲେ Virat Kohli

ନୂଆଦିଲ୍ଲୀ,୨୦।୪: ବିରାଟ କୋହଲି ଏବେ ଇଣ୍ଡିଆନ ପ୍ରିମିୟର ଲିଗ ଇତିହାସରେ ସର୍ବାଧିକ ଅର୍ଦ୍ଧଶତକ ହାସଲ କରିଥିବା ବ୍ୟାଟସମ୍ୟାନ ହୋଇଯାଇଛନ୍ତି। ସେ ଏହି ମାମଲାରେ ଡେଭିଡ ୱାର୍ଣ୍ଣରଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image