୧୮ରୁ ବିଧାନସଭା ବଜେଟ ଅଧିବେଶନ

ଭୁବନେଶ୍ୱର,୨।୨(ବ୍ୟୁରୋ): ଆସନ୍ତା ୧୮ ତାରିଖରୁ ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ ହେବ। ଏହା ଦୁଇଟି ପର୍ଯ୍ୟାୟରେ ଏପ୍ରିଲ ୯ ତାରିଖ ଯାଏ ଚାଲିବ। ଫେବୃୟାରୀ ୧୮ ତାରିଖ ପ୍ରଥମ ଦିବସ ରାଜ୍ୟପାଳଙ୍କ ଅଭିଭାଷଣରୁ ଅଧିବେଶନ ଆରମ୍ଭ ହେବ। ୧୯ ଓ ୨୦ ଦୁଇଦିନ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଆଲୋଚନା ହେବ। ଫେବୃୟାରୀ ୨୨ ତାରିଖରେ ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବିଧାନସଭାରେ ବଜେଟ ଉପସ୍ଥାପନ କରିବେ। ୨୫ରୁ ୨୭ ଯାଏ ବଜେଟ ଉପରେ ଆଲୋଚନା ହେବ। ମାର୍ଚ୍ଚ ୧ରୁ ୧୧ ତାରିଖ ଯାଏ ଅଧିବେଶନ ବିରତ ରହିବ। ୧୨ ତାରିଖରୁ ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ଆରମ୍ଭ ହେବ। ସେହିଦିନ ବିଧାନସଭାରେ ସମସ୍ତ ଷ୍ଟାଣ୍ଡିଂ କମିଟିର ରିପୋର୍ଟ ଉପସ୍ଥାପନ କରାଯିବ। ୧୫ରୁ ୨୭ ଯାଏ ଖର୍ଚ୍ଚଦାବି ଉପରେ ଆଲୋଚନା ହେବ। ମାର୍ଚ୍ଚ ୩୧ରେ ବ୍ୟୟମଞ୍ଜୁରୀ ବିଲ୍‌ ଗୃହରେ ଆଗତ ହେବ। ଏହି ଅଧିବେଶନରେ ମୋଟ ୩୧ଟି କାର୍ଯ୍ୟ ଦିବସ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ତ୍ରିଲୋଚନପୁର ସରପଞ୍ଚ ଅଯୋଗ୍ୟ ଘୋଷିତ: ଜାଣନ୍ତୁ କିଏ ହେଲେ ନୂଆ ସରପଞ୍ଚ

ଲାଞ୍ଜିଗଡ଼,୧୦।୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ପଞ୍ଚାୟତ ସମିତି ଅନ୍ତର୍ଗତ ତ୍ରିଲୋଚନପୁର ପଞ୍ଚାୟତ ସରପଞ୍ଚ ଲକ୍ଷ୍ମୀ ମାଝୀଙ୍କୁ ଅଦାଲତ ଅଯୋଗ୍ୟ ଘୋଷଣା କରିଛନ୍ତି।୨୦୨୨ରେ ସରପଞ୍ଚ...

ସିଂହନାଥ ପୀଠରେ ମକର ମେଳା ସମୟରେ ସେତୁ ଉପରେ ଯାନବାହାନ ଚଳାଚଳ ବନ୍ଦ

କଟକ,୧୦।୧: ପ୍ରତ୍ୟେକ ବର୍ଷ ଭଳି ଚଳିତ ବର୍ଷ ଆସନ୍ତା ମକର ସଂକ୍ରାନ୍ତି ଅବସରରେ ଜାନୁଆରୀ ୧୪ ତାରିଖରୁ ୧୬ ତାରିଖ ପର୍ଯ୍ୟନ୍ତ ଆଠଗଡସ୍ଥିତ ପ୍ରଭୁ ସିଂହନାଥ...

ସହଦେବ ହତ୍ୟା ଘଟଣାରେ ସାଂଘାତିକ ଅଭିଯୋଗ ଆଣିଲା ବିଜେଡି: ହତ୍ୟା ପଛରେ ରହିଛି…

ଭୁବନେଶ୍ୱର,୧୦।୧: ପୋଲିସ ମିତ୍ର ସହଦେ ନାୟକ ହତ୍ୟାକାଣ୍ଡ ଘଟଣାରେ ବିଜେଡି ବିଚାର ବିଭାଗୀୟ ତଦନ୍ତ ଦାବି କରିଛି। ଭିଡିଓ ଦେଖାଇ ବିଜେଡି ପୋଲିସକୁ ଟାର୍ଗେଟ କରିଛି।...

ଦୀପାଳିଙ୍କ ଭାଇ ବିଶାଲଙ୍କ ନାଁରେ ଏତଲା

ଭୁବନେଶ୍ୱର,୧୦।୧: ସ୍ବର୍ଗତ ନବ ଦାସଙ୍କ ପୁଅ ଏବଂ ଦୀପାଳି ଦାସଙ୍କ ଭାଇ  ବିଶାଲ ଦାସଙ୍କ ନାଁରେ ମାମଲା ରୁଜୁ ହୋଇଛି। ସରେଇପାଲି ଥାନା ପୋଲିସ ତାଙ୍କ...

ସାଧାରଣ ଲୋକଙ୍କ ପାଇଁ ଖୋଲିଲା ପ୍ରବାସୀ ଭାରତୀୟ ଦିବସ ପ୍ରଦର୍ଶନୀ, ଜାଣନ୍ତୁ କେତେ ଦିନ ଯାଏ ଖୋଲା ରହିବ

ଭୁବନେଶ୍ୱର,୧୦।୧: ଭୁବନେଶ୍ୱରର ଜନତା ମଇଦାନରେ ଚାଲିଥିବା ପ୍ରବାସୀ ଭାରତୀୟ ଦିବସ (PBD) ପ୍ରଦର୍ଶନୀ ଜାନୁଆରୀ ୧୧ ରୁ ସାଧାରଣ ଲୋକଙ୍କ ପାଇଁ ଖୋଲା ରହିବ। ଏହି...

ଉଦ୍‌ଯାପନୀ ସମାରୋହରେ ପ୍ରବାସୀ ଭାରତୀୟଙ୍କୁ ସମ୍ମାନିତ କଲେ ରାଷ୍ଟ୍ରପତି

ଭୁବନେଶ୍ୱର,୧୦।୧: ତିନି ଦିନ ଧରି ଚାଳିଥିବା ପ୍ରବାସୀ ଭାରତୀୟ ଦିବସର ଶୁକ୍ରବାର ଉଦ୍‌ଯାପନୀ ସମାରୋହରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୋଗଦେଇ ପ୍ରବାସୀ ଭାରତୀୟଙ୍କୁ ସମ୍ମାନିତ କରିଛନ୍ତି।...

ପ୍ରଧାନମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ, କହିଲେ ଆପଣଙ୍କ ଉପସ୍ଥିତି ସମସ୍ତ…

ଭୁବନେଶ୍ୱର,୧୦ା୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କୃତଜ୍ଞତା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ତାଙ୍କ ସୋସିଆଲ ମିଡିଆ ଏକ୍ସ ହ୍ୟାଣ୍ଡେଲରେ ଏକ ପୋଷ୍ଟ କରିଛନ୍ତି।...

ମଧ୍ୟାହ୍ନ ଭୋଜନରେ ଏହି ସବୁ ଦେଶୀ ଖାଦ୍ୟ ଖାଇଲେ ରାଷ୍ଟ୍ରପତି

ଭୁବନେଶ୍ୱର,୧୦।୧: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶା ଗସ୍ତରେ ଅଛନ୍ତି। ଏହି ସମୟରେ ଶୁକ୍ରବାର ରାଷ୍ଟ୍ରପତି ମଧ୍ୟାହ୍ନ ଭୋଜନ କରିଛନ୍ତି। ଷ୍ଟୋର୍ଟରରେ ପନିର ଟିକା, ବେବିକର୍ଣ୍ଣ, କୋଳଥ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri