‘ସରିଆସିଲାଣି କୋଭିସିଲ୍ଡ଼ ଟିକା, ଆଉ ୨ ଦିନ ଯାଏ ହୋଇପାରିବ ଟିକାକରଣ’

ଭୁବନେଶ୍ୱର,୧୮।୭(ବ୍ୟୁରୋ): ରାଜ୍ୟରେ ବର୍ତ୍ତମାନ ୧୮ରୁ ୫୯ ବୟସ୍କଙ୍କୁ ମାଗଣାରେ ବୁଷ୍ଟର ଡୋଜ୍‌ ଦିଆଯାଉଛି। ତେବେ ଟିକାକରଣକୁ ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ୧୮ରୁ ୫୯ ବୟସ୍କଙ୍କୁ ମାଗଣାରେ ବୁଷ୍ଟର ଡୋଜ୍‌ ଦିଆଯାଉଛି। ବର୍ତ୍ତମାନ ସୁଦ୍ଧା ମୋଟ୍‌ ୪ ଲକ୍ଷ ୫୨ ହଜାର ଟିକା ଦିଆସରିଲାଣି ।
ଭୁବନେଶ୍ବର, କଟକ, ଗଞ୍ଜାମ, ସମ୍ବଲପୁର ଓ ବାଲେଶ୍ବର ଜିଲା ବ୍ୟତୀତ ଅନ୍ୟ ସବୁ ସ୍ଥାନରେ ଆରମ୍ଭରୁ କୋଭିସିଲ୍ଡ଼ ଟିକା ଦିଆଯାଉଥିଲା । ତେଣୁ ସେମାନଙ୍କର ବୁଷ୍ଟର ଡୋଜ୍‌ ନେବା ପାଇଁ ସମୟ ହୋଇଗଲାଣି । ସେଥିପାଇଁ କୋଭିସିଲ୍ଡ଼ ଟିକା ଅଧିକ ଦରକାର ପଡୁଥିବା ବେଳେ ତେଣୁ କୋଭିସିଲ୍ଡ଼ ଟିକାର ଷ୍ଟକ ସରିଆସିଲାଣି ବୋଲି ବିଜୟ ପାଣିଗ୍ରାହୀ
କହିଛନ୍ତି।
ଆହୁରି ମଧ୍ୟ କହିଛନ୍ତି, ଆଉ ୨ ଦିନ ପର୍ଯ୍ୟନ୍ତ ହିଁ ଟିକାକରଣ ହୋଇପାରିବ । କିନ୍ତୁ କୋଭାକ୍ସିନ ଟିକା ୭ ଲକ୍ଷରୁ ଅଧିକ ଅଛି । ଯେଉଁଠି କୋଭାକ୍ସିନ ଦରକାର ହେଉଛି ସେଠାରେ ଟିକାକରଣ ଜାରି ରହିବ । ତେବେ ଦରକାର ଅନୁସାରେ କୋଭିସିଲ୍ଡ଼ ଓ କୋଭାକ୍ସିନ ଟିକା ଯୋଗାଇ ଦେବା ପାଇଁ କେନ୍ଦ୍ର ସରକାରଙ୍କୁ ଚିଠି ଲେଖାଯାଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com
Featured Video Play Icon

ଏମାନଙ୍କଠୁ ଶିଖିବା କଥା ବନ୍ଧୁତା

ବନ୍ଧୁତା , ଏ ଶବ୍ଦଟି ସତରେ କେତେ ମଧୁର ତାର ଜ୍ୱଳନ୍ତ ଦୃଶ୍ୟ ଏଇ ବୁଲା ଷଣ୍ଢ ଓ ବୁଲା କୁକୁର ଦୋସ୍ତିକୁ ଦେଖି ଜାଣିପାରୁଥିବେ...

ଏଆରଆଇଙ୍କ ସମ୍ପତ୍ତି ଦେଖି ଭିଜିଲାନ୍ସ ତାଜୁବ, ୮ଟି ପ୍ଲଟ୍‌, ନଗଦ ଟଙ୍କା ସମେତ ମିଳିଲା…

କୋରାପୁଟ। ବୋରିଗୁମ୍ମା,୨୬।୧୨(ଅମିତାଭ ବେହେରା/ବିଜୟ ନାରାୟଣ ସାହୁ): ଭିଜିଲାନ୍ସ ଜାଲରେ କୋରାପୁଟ ଜିଲା ବୋରିଗୁମ୍ମା ତହସିଲ କୁମୁଲି ସର୍କଲର ଏଆରଆଇ। ଆୟ ବର୍ହିଭୁତ ସମ୍ପତି ଠୁଳ ଅଭିଯୋଗରେ...

ରାଜ୍ୟପାଳ ରଘୁବର ଦାସଙ୍କ ଇସ୍ତଫା ପରେ ପୁଅ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ବଢ଼ିଲା ଦାବି

ଭୁବନେଶ୍ୱର,୨୬ା୧୨: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶା ରାଜ୍ୟପାଳ ରଘୁବର ଦାସଙ୍କ ଇସ୍ତଫା ଗ୍ରହଣ କରିବା ପରେ ହରିବାବୁ କମ୍ଭମପତିଙ୍କୁ ରାଜ୍ୟର ନୂତନ ରାଜ୍ୟପାଳ ଭାବେ ନିଯୁକ୍ତ...

ନବୀନଙ୍କ ପରେ କିଏ? ଉତ୍ତରରେ ନବୀନ କହିଲେ ମୋ’ ପରେ…

ଭୁବନେଶ୍ୱର,୨୬ା୧୨: ଗୁରୁବାର ଶଙ୍ଖଭବନରେ ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦଳୀୟ ନେତାଙ୍କୁ ଗୁରୁମନ୍ତ୍ର ଦେଇଛନ୍ତି। ଏଥିସହିତ...

ନବୀନଙ୍କୁ କଡ଼ା ଟାର୍ଗେଟ୍‌ କଲେ ଧର୍ମେନ୍ଦ୍ର, କହିଲେ ୨୪ ବର୍ଷରେ ଯିଏ ପାଣି ଯୋଗାଇ ପାରିଲେନି ସେ ପୁଣି…

ଭୁବନେଶ୍ୱର,୨୬ା୧୨: ଗୁରୁବାର ବିଜେଡିର ପ୍ରତିଷ୍ଠା ଦିବସରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଭାଜପା ଉପରେ ବର୍ଷିଥିବାବେଳେ ନବୀନଙ୍କୁ ମଧ୍ୟ କଡ଼ା ଟାର୍ଗେଟ୍‌ କରି ଭାଜପା ସମାଲୋଚନା...

କେନ୍ଦ୍ର ଫୋକସ୍‌ରେ ଓଡ଼ିଶା, ଶାହା ଆସିବେ ହେଲେ ସମ୍ବଲପୁର ଯିବେନି…

ଭୁବନେଶ୍ୱର,୨୬।୧୨: ଚଳିତ ମାସ ୨୮ ତାରିଖରେ ଭୁବନେଶ୍ବର ଆସିବେ ଅମିତ ଶାହା। ଭାଜପା ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର ଏହି ସୂଚନା ଦେଇଛନ୍ତି।...

ଆଜି ଓଡ଼ିଶା ଛାଡିବେ ରଘୁବର, ଅଛି ବଡ଼ ପ୍ଲାନ!

ଭୁବନେଶ୍ୱର,୨୬।୧୨: ଓଡ଼ିଶା ଛାଡିବେ ବିଦାୟୀ ରାଜ୍ୟପାଳ ରଘୁବର ଦାସ। ଆଜି ସେ ଓଡ଼ିଶାରୁ ବିଦାୟ ନେବେ। ଏନେଇ ଅତିଥି ଭବନରେ ରଘୁବରଙ୍କୁ ବିଦାୟୀ ସମ୍ବର୍ଦ୍ଧନା ଦିଆଯାଉଛି।...

ହସିହସି ଏମିତି କହିଦେଲେ ନବୀନ, ଠାକୁର ଘରେ କିଏ ନା ମୁଁ କଦଳୀ ଖାଇନି ….

ଭୁବନେଶ୍ୱର, ୨୬।୧୨: ବିଜେଡି ପ୍ରତିଷ୍ଠା ଦିବସରେ ବିରୋଧି ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ନିଜର ଅବିଭାଷଣ ରଖିଛନ୍ତି। ନବୀନ କହିଛନ୍ତି, ଆଜିର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri