୪୫ ହଜାର ତଳେ ସକ୍ରିୟ ମାମଲାରେ, ଦୈନିକ ସଂକ୍ରମଣ ୫ ହଜାରରୁ କମ…

ନୂଆଦିଲ୍ଲୀ, ୨୪ ।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ପୁଣି ୪୫ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ କମି ୫ ହଜାର ତଳେ ରହିଛି। ଏହା ୪,୮୯୩ ରହିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧୯ରେ ପହଞ୍ଚିଛି। ଏହି ସମୟରେ ସକ୍ରିୟ ମାମଲା ୪୪ ହଜାର ୪୩୬ ରେ ପହଞ୍ଚିଛି। ସେହିପରି ୨୪ ଘଣ୍ଟାରେ ୫ ହଜାର ୭୧୯ ଜଣ ସୁସ୍ଥ ହୋଇଛନ୍ତି।
ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୮ ହଜାର ୪୮୭ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୫ ଲକ୍ଷ ୬୩ ହଜାର ୩୩୭ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୩୯ ଲକ୍ଷ ୯୦ ହଜାର ୪୧୪ ଜଣ ସୁସ୍ଥ ହୋଇ ସାରିଛନ୍ତି। କେରଳରେ ସତର୍କ ସୂଚନା ଜାରି କରାଯାଇଛି। ଏଠାରେ ଦୈନିକ ସଂକ୍ରମଣ ୧୮ ଶହ ଉପରେ ରହିଛି। ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି। ଏହା ସହିତ ମାସ୍କ ପିନ୍ଧିବା ଏବଂ କରୋନା ମାର୍ଗଦର୍ଶିକା ପାଳନ କରିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋମୋ ଖାଉଛନ୍ତି କି? ହୋଇଯାନ୍ତୁ ସାବଧାନ

ହାଇଦ୍ରାବାଦ,୩୦।୧୦: ମୋମୋ ନେଲା ଜୀବନ। ହାଇଦ୍ରାବାଦର ବନଜାରା ପାହାଡ ଅଞ୍ଚଳରେ ରାସ୍ତା କଡ଼ରେ ଥିବା ଦୋକାନୀଙ୍କ ଦ୍ୱାରା ବିକ୍ରି ହୋଇଥିବା ମୋମୋ ଖାଇବା ପରେ ଜଣେ...

ମାତ୍ର ୧୦ହଜାର ଟଙ୍କା ଜମା କଲେ ରିଟର୍ନରେ ମିଳିବ ୭ଲକ୍ଷ ଟଙ୍କା, ପୋଷ୍ଟାଲର ଏହି ସ୍କିମ କରିବ ମାଲାମାଲ୍‌

ନୂଆଦିଲ୍ଲୀ,୩୦।୧୦: ଜୁଲାଇ-ସେପ୍ଟେମ୍ବର ତ୍ରୈମାସିକ ପାଇଁ କ୍ଷୁଦ୍ର ସଞ୍ଚୟ ଯୋଜନାର ସୁଧ ହାରରେ ପରିବର୍ତ୍ତନ ଘୋଷଣା କରିବାକୁ ଅର୍ଥ ମନ୍ତ୍ରଣାଳୟ ଘୋଷଣା କରିଥିଲେ। ଏହି ପରିବର୍ତ୍ତନ ଅଧୀନରେ...

କେମିତି ହୁଏ ଜନଗଣନା, ପଚରାଯାଏ କେଉଁ ସବୁ ପ୍ରଶ୍ନ?

ନୂଆଦିଲ୍ଲୀ,୩୦।୧୦: ଜନ ଗଣନା ଗୋଟିଏ ଦେଶରେ ବିଶେଷ ମହତ୍ତ୍ୱ ରଖିଥାଏ । ଦେଶର ଜନଗଣନା ହିଁ ଦେଶର ପ୍ରଗତି ଓ ସମୃଦ୍ଧିର ରୂପରେଖ ପ୍ରସ୍ତୁତ କରେ...

୨ କୋଟି ଟଙ୍କା ଦିଅ, ନଚେତ୍ ସଲମାନଙ୍କ ମୁଣ୍ଡ ଗଡିବ

ମୁମ୍ବାଇ,୩୦/୧୦: ବଲିଉଡ୍ ଅଭିନେତା ସଲମାନ ଖାନଙ୍କୁ ପୁଣି ଥରେ ହତ୍ୟା ଧମକ ମିଳିଛି। ଟ୍ରାଫିକ କଣ୍ଟ୍ରୋଲକୁ ଆସିଥିବା ଏକ ମେସେଜରେ ଜଣେ ଅଜଣା ବ୍ୟକ୍ତି ସଲମାନ...

କାନାଡା ପରେ ଭାରତୀୟ କୂଟନୀତିଜ୍ଞଙ୍କୁ ବହିଷ୍କାର କରିବ କି ଆମେରିକା: ଆସିଲା ବଡ଼ ଅପଡେଟ୍ 

ନୂଆଦିଲ୍ଲୀ/ୱାଶିଂଟନ୍,୩୦/୧୦: ଶିଖ୍ ବିଚ୍ଛିନ୍ନତାବାଦୀ ହରଦୀପ ସିଂହ ନିଜର ହତ୍ୟା ମାମଲାରେ ଭାରତ ଓ କାନାଡା ମଧ୍ୟରେ ସମ୍ପର୍କ ସବୁଠାରୁ ଖରାପ ପର୍ଯ୍ୟାୟରେ ପହଞ୍ଚିଛି। ଏଥିପାଇଁ ଉଭୟ...

ପରମାଣୁ ବୋମାର ବାଦଶାହ ହେବ ଏହି ଦେଶ: ୨୦୨୯ ସୁଦ୍ଧା ଏତିକି….

ନୂଆଦିଲ୍ଲୀ,୩୦/୧୦: ଚାଇନାର ପରମାଣୁ ଅସ୍ତ୍ର ଶସ୍ତ୍ର ଦ୍ରୁତ ଗତିରେ ବୃଦ୍ଧି ପାଉଛି ଏବଂ ଆମେରିକୀୟ ପ୍ରତିରକ୍ଷା ଗୁଇନ୍ଦା ଏଜେନ୍ସିର ଏକ ନୂତନ ରିପୋର୍ଟ ଅନୁଯାୟୀ, ଆଗାମୀ...

୨ ଲକ୍ଷ ଟଙ୍କାର ଲେଦର ବ୍ୟାଗ୍‌ ବ୍ୟବହାରକୁ ନେଇ ମୁହଁ ଖୋଲିଲେ ଜୟା କିଶୋରୀ

କୋଲକାତା,୩୦ା୧୦:ଆଧ୍ୟାତ୍ମିକ ବକ୍ତା ଜୟା କିଶୋରୀଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା, ଯେଉଁଥିରେ ତାଙ୍କୁ ‘ଡିଓର’ ବ୍ରାଣ୍ଡର ଏକ ଦାମୀ ଡିଜାଇନର ଲେଦର ବ୍ୟାଗ୍‌...

ରୋଗୀଙ୍କୁ ଅଚେତ୍‌ କରାଇ ବଳାତ୍କାର କଲେ ଡାକ୍ତର: ଆଉ ତା’ପରେ…

କୋଲକାତା,୩୦ା୧୦:କୋଲକାତାର ଆର୍‌.ଜି କର ମେଡିକାଲ କଲେଜ ଓ ହସ୍ପିଟାଲରେ ମହିଳା ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ପରେ ହତ୍ୟା ଘଟଣା ସାରା ଦେଶରେ ହଇଚଇ ସୃଷ୍ଟି କରିଥିଲା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri