Categories: ଜାତୀୟ

‘ଦି କେରଲା ଷ୍ଟୋରି’ଫିଲ୍ମ ଭଲ କି ଖରାପ ତାହା ଦର୍ଶକଙ୍କୁ ସ୍ଥିର କରିବାକୁ ଦିଅନ୍ତୁୁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୨।୫: ସୁପ୍ରିମକୋର୍ଟ ଶୁକ୍ରବାର ଫିଲ୍ମ ‘କେରଲା ଷ୍ଟୋରି’ ମାମଲାର ଶୁଣାଣି କରିଛନ୍ତି। ମାମଲାର ଶୁଣାଣି କରି ପ୍ରଧାନ ବିଚାରପତି ଡି.ଓ୍ବାଇ ଚନ୍ଦ୍ରଚୁଡ କହିଛନ୍ତି ଯେ, ଯଦି ସାରା ଦେଶରେ ଫିଲ୍ମର ସ୍କ୍ରିନିଂ ହେଉଛିି ତେବେ ପଶ୍ଚିମବଙ୍ଗ ଏବଂ ତାମିଲନାଡୁରେ ଫିଲ୍ମ ବ୍ୟାନ କାହିଁକି? ଫିଲ୍ମ ଭଲ କି ଖରାପ ତାହା ଦର୍ଶକଙ୍କୁ ସ୍ଥିର କରିବାକୁ ଦିଅନ୍ତୁ। କୋର୍ଟରେ ଏହି ମାମଲାର ପରବର୍ତ୍ତୀ ଶୁଣାଣି ମେ ୧୭ରେ ହେବ।

 

Share