ପରୀକୁ ନ୍ୟାୟ ଦିଆଯାଉ: ଡି.ପୁରନ୍ଦେଶ୍ୱରୀ

ନୟାଗଡ ଅଫିସ୍‌, ୧୦।୧୨: ପରୀ ହତ୍ୟା ଘଟଣାରେ ଭାଜପା ରାଜ୍ୟ ପ୍ରଭାରୀ ଡି.ପୁରନ୍ଦେଶ୍ୱରୀ ଗୁରୁବାର ନୟାଗଡ଼ର ଯଦୁପୁରରେ ପହଞ୍ଚି ମୃତକଙ୍କ ବାପାମାଙ୍କୁ ଭେଟିଲେ। ଏହାସହ ମୃତଦେହ ଉଦ୍ଧାର ସ୍ଥାନ ବୁଲି ଦେଖିଥିଲେ। ଡି.ପୁରନ୍ଦେଶ୍ୱରୀ ଅଭିଯୋଗ କରି କହିଛନ୍ତି, ପରୀ ବାପାମାଙ୍କୁ ସୁରକ୍ଷା ଦେଇ ପାରୁ ନାହାନ୍ତି ମୁଖ୍ୟମନ୍ତ୍ରୀ, ଓଡିଆ ଲୋକଙ୍କୁ କଣ ସୁରକ୍ଷା ଦେବେ। ମୁଖ୍ୟମନ୍ତୀ କହୁଛନ୍ତି ଓଡିଶାର ସାଢେ ଲକ୍ଷ ଲୋକ ମୋ ପରିବାର। ଏହି କ୍ରମରେ ପରୀ ମଧ୍ୟ ତମ ପରିବାର ଲୋକ ଥିଲା। ତାଙ୍କ ପ୍ରତି ଅନ୍ୟାୟ କାହିଁକି । ଅନ୍ୟପକ୍ଷେ ଏସଆଇଟି ମୁଖ୍ୟଙ୍କ କୌଣସି ଜୁଡିସିଆଲ କ୍ଷମତା ନାହିଁ । ସେହିପରି ଅଭିଯୁକ୍ତଙ୍କୁ ସୁରକ୍ଷା ଦେଉଥିବା ମନ୍ତ୍ରୀ ଅରୁଣ ସାହୁ ଇସ୍ତଫା ଦେବା ଜରୁରୀ। ଯଦି ଅରୁଣ ସାହୁ ଇସ୍ତଫା ଦେଉ ନାହାନ୍ତି ମୁଖ୍ୟମନ୍ତ୍ରୀ ତାଙ୍କୁ ହଟାନ୍ତୁ। ଙତେଣୁ ସିବଆଇ ତଦନ୍ତ ପାଇଁ ଆମେ ଦାବି କରୁଛୁ। ଏଣୁ ପରୀ ବାପାମାଙ୍କୁ ଓ ପରୀକୁ ନ୍ୟାୟ ନ ମିଳିବା ପର୍ଯ୍ୟନ୍ତ ଲଢେଇ ଜାରି ରହିବ ବୋଲି ଡି.ପୁରନ୍ଦେଶ୍ୱରୀ କହିଛନ୍ତି। ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଚାଳିଥିବା ଭାଜପା ରାଲିରେ ସେ ଯୋଗ ଦେଇ ସେ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାନ ଫସଲ ନଷ୍ଟ ନେଇ ଯୋଗାଣ ମନ୍ତ୍ରୀଙ୍କୁ ଜଣାଇଲେ ବିଧାୟକ

ପାରଳାଖେମୁଣ୍ଡି,୨୭ା୧୨(ଗିରିଧାରୀ ପରିଛା): ଅଦିନିଆ ବର୍ଷା ଯୋଗୁ ଗଜପତି ଜିଲାର ୭ଟି ଯାକ ବ୍ଲକରେ ବ୍ୟାପକ ପରିମାଣରେ ଧାନ, କପା ଓ ଅନ୍ୟାନ୍ୟ ଫସଲ ନଷ୍ଟ ହୋଇଛି।...

ସମସ୍ୟାଘେରରେ ମେଲକୁନ୍ଦେଲ ପ୍ରାଥମିକ ବିଦ୍ୟାଳୟ

ଥୁଆମୂଳ ରାମପୁର,୨୭ା୧୨(ଦୁର୍ଗା କୀର୍ତ୍ତି)- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ମେଲକୁନ୍ଦେଲ ସରକାରୀ ପ୍ରାଥମିକ ବିଦ୍ୟାଳୟ ସମସ୍ୟାଘେରରେ ରହିଛି। ୨୦୦୮ରେ ସ୍ଥାପିତ ଏହି ବିଦ୍ୟାଳୟରେ ୨୯...

ବାଛୁରୀକୁ ଖାଇଗଲା ବାଘ

ଭଞ୍ଜନଗର,୨୭ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରତଳି ଚ୍ଛେଦାଭୂମିରେ ଏକ ହେଟାବାଘ ବାଛୁରୀକୁ ମାରି ଖାଇ ଦେଇଥିବା ଅଭିଯୋଗ ହେଶଇଛି। ବାଛୁରୀ ମାଲିକ ବଳରାମ ଗୌଡ...

ରାଜଧାନୀରେ ମାତିଛନ୍ତି ଲୁଟେରା: ଘରେ ପଶି ଲୁଟିନେଲେ ୨୦ ଲକ୍ଷ ଟଙ୍କାର ଅଳଙ୍କାର

ଭୁବନେଶ୍ୱର,୨୭।୧୨: କମିଶନରେଟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଇ ଚୋରମାନେ ନିୟମିତ ଭାବେ ଭୁବନେଶ୍ୱରରେ ଫ୍ଲାଟ ଏବଂ ଘରକୁ ଟାର୍ଗେଟ କରୁଛନ୍ତି। ସଦ୍ୟତମ ଚୋରି ଘଟଣାରେ ରାଜଧାନୀ...

ସୁନ୍ଦରଗଡ଼ରେ ଚାଞ୍ଚଲ୍ୟ: ପାଳପକାଇ ସ୍କୁଟି ସହ ଯୁବକଙ୍କୁ ଜାଳିଦେଲେ

ସୁନ୍ଦରଗଡ଼,୨୮।୧୨: ପାଳଗଦାରୁ ସ୍କୁଟି ସହ ଯୁବକଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଜବତ ହୋଇଛି। ଏଭଳି ଘଟଣା ଘଟିଛି ସୁନ୍ଦରଗଡ ଜିଲା ଲେଫ୍ରିପଡ଼ା ଥାନା ସର୍ଗିପାଲି ନବୋଦୟ ସ୍କୁଲ...

୨ ଦିନ ଧରି ଥିଲେ ନିଖୋଜ: ଏବେ ପୋଖରୀରୁ ମିଳିଲା…

ପାରଳାଖେମୁଣ୍ଡି,୨୭।୧୨: ଗଜପତି ଜିଲା ପାରଳାଖେମୁଣ୍ଡି ସୀତାସାଗର ଗ୍ରାମ ଏକ ପୋଖରୀରୁ ଶୁକ୍ରବାର ଜଣେ ବୃଦ୍ଧଙ୍କ ମୃତଦେହ ପୋଲିସ ଜବତ କରିଛି। ତାଙ୍କୁ ଅପହରଣ ପରେ ହତ୍ୟା...

ଲାଞ୍ଜିଗଡ ଠାରେ ବ୍ଲକ ସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରା ପାଇଁ ପ୍ରସ୍ତୁତି: ସହଯୋଗ କାମନା କଲେ ବିଡିଓ

ଲାଞ୍ଜିଗଡ,୨୭।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ପଞ୍ଚାୟତ  ସମିତି ସଭାଗୃହଠାରେ ଲାଞ୍ଜିଗଡ ବଡିଓ ଶଶାଙ୍କ ପାତ୍ରଙ୍କ ଅଧ୍ୟକ୍ଷତାରେ  କଳାହାଣ୍ଡି ଉତ୍ସବ ଘୁମୁରା ୨୦୨୫...

ମୃତ ଚାଷୀଙ୍କ ପରିବାରଙ୍କୁ ୧ ଲକ୍ଷ ଟଙ୍କା ସହାୟତା ଦେଲେ ଅଭିନେତ୍ରୀ ରାଣୀ ପଣ୍ଡା

ସାକ୍ଷୀଗୋପାଳ,୨୭।୧୨(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ୪ଦିନ ତଳେ ମତ୍ୟୁବରଣ କରିଥିବା ସ୍ଥାନୀୟ ଡୁଙ୍ଗର ଗ୍ରାମର ମୃତ ଚାଷୀ ପୂର୍ଣଚନ୍ଦ୍ର ଦଳେଇଙ୍କ ପରିବାର ଲୋକଙ୍କୁ ଅଭିନେତ୍ରୀ ରାଣୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri